ନୟାଗଡ଼ରେ ୪ କରୋନା ପଜିଟିଭ୍ ଚିହ୍ନଟ: ଗୋଟିଏ ପରିବାରର ୩ ଆକ୍ରାନ୍ତ
ନୟାଗଡ଼ ଅଫିସ,୧୫।୬: ନୟାଗଡ଼ ଜିଲାରେ ସୋମବାର ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଦଶପଲ୍ଲା ହାଇସ୍କୁଲ କ୍ବାରାଣ୍ଟାଇନ ସେଣ୍ଟରରୁ ଶାଆନ୍ତସାହିର ଜଣେ ଚିହ୍ନଟ ହୋଇଥିବା ବେଳେ ବାରମାସିଦଣ୍ଡାର ଗୋଟିଏ ପରିବାରର ୩ ଜଣ ବାପା, ମା’ ଓ...
ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା, ୧୪୪ ଧାରା ଜାରି
ଭଦ୍ରକ ଅଫିସ.୧୫।୬: ଭଦ୍ରକ ସହରାଞ୍ଚଳ ଥାନା ଅଧୀନସ୍ଥ ୱାର୍ଡ ନମ୍ବର ୧୩ ମୀର ସାହି ଓ ଏଲେଖା ସାହିର ଦୁଇ ସମ୍ପ୍ରଦାୟ ମଧ୍ୟରେ ରବିବାର ରାତିରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏକ ସମ୍ପ୍ରଦାୟର କିଛି ଖଳ ପ୍ରକୃତି ଲୋକ...
ବଡ଼ ଭାଇଙ୍କୁ ହତ୍ୟା କରି ବାଡ଼ିରେ ପୋତି ଦେଇଥିଲେ ସାନଭାଇ
ବାଲେଶ୍ୱର ଅଫିସ, ୧୫।୬: ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବାସୁଚକୁରି ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଗ୍ରାମର ଜଣେ ବ୍ୟକ୍ତି ନିଜ ବଡ଼ ଭାଇଙ୍କୁ ପିଟିପିଟି ହତ୍ୟା କରିବା ପରେ ଘର ବାଡ଼ି ପଟେ ମୃତଦେହ ପୋତି...
ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହେଲେ ଶତାଧିକ ମହିଳା
ଆନନ୍ଦପୁର,୧୫।୬(ସ୍ବ.ପ୍ର.):୧୪ ବର୍ଷର ନାବାଳକ ଜିତେନ୍ଦ୍ରର ମୃତ୍ୟୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରି ନ୍ୟାୟ ପାଇଁ ଆନନ୍ଦପୁର ଥାନା ଅନ୍ତର୍ଗତ ଖଡିପାଳ ଗ୍ରାମର ଶତାଧିକ ମହିଳା ସୋମବାର ଅପରାହ୍ନରେ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ହତ୍ୟାକାଣ୍ଡର ତଦନ୍ତ କରି ଦୋଷୀକୁ...
ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା: କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ
ବାରିପଦା ଅଫିସ, ୧୫।୬: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା କରକଚିଆ ଗ୍ରାମରେ ସୋମବାର ଡହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ହତ୍ୟା ପରେ ଅଭିଯୁକ୍ତ କଟା ମୁଣ୍ଡଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅଭିଯୁକ୍ତ ହେଲେ ବୁଧୀରାମ...
କରୋନା ନେଇ ସରପଞ୍ଚଙ୍କ ସହ ଆଲୋଚନା କଲେ ଗଞ୍ଜାମ ଜ଼ିଲ୍ଲାପାଳ
ଛତ୍ରପୁର, ୧୫।୬(ଡି.ଏନ.ଏ.)-ଗଞ୍ଜାମ ଜ଼ିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପର୍ଯ୍ୟନ୍ତ ୬ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି। ସୋମବାର କରୋନା ନେଇ ଗଞ୍ଜାମ ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ...
ରାୟଗଡାରୁ ୫ କରୋନା ପଜିଟିଭ ଚି଼ହ୍ନଟ
ରାୟଗଡା ଅଫିସ୍,୧୫।୬: ରାୟଗଡ଼ା ଜିଲାରୁ ସୋମବାର ୫ଜଣ ପଜିଟିଭ୍ ଚିହ୍ନଟ ହୋଇଛି। ଚି଼ହ୍ନଟ ହୋଇଥିବା ୫ ଜଣଙ୍କ ମଧ୍ୟରୁ ୪ ଜଣ କାଶୀପୁର ବ୍ଲକର ଡ଼ଙ୍ଗା ସିଲ ଗ୍ରାମ ପଞ୍ଚାୟତର ୪ ଜଣ ଅଛନ୍ତି। ସେମାନେ ସମସ୍ତେ ଜିଲାର ପ୍ରଥମ...
ଝାରସୁଗୁଡ଼ାରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୮
ଝାରସୁଗୁଡ଼ା ଅଫିସ,୧୫।୬: ଝାରସୁଗୁଡାରେ ସୋମବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ ୯ ଜଣ ଚିକତ୍କାଧୀନ...
କନ୍ଧମାଳରେ ୪୮ କରୋନା ପଜିଟିଭ ଚିହ୍ନଟ: ଭୟ ନ କରି ସାମାଜିକ ଦୁରତ୍ୱକୁ ଗୁରୁତ୍ୱ ଦେଲେ ଜିଲାପାଳ
ଦାରିଙ୍ଗବାଡ଼ି,୧୫।୬(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳର ଏକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ସୋମବାର ୪୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍ ଯୋଗେ ସ୍ପଷ୍ଟ କରାଯାଇଛି। ଜିଲାରୁ ମୋଟ ୪୮ଜଣ ପଜଟିଭ ଥିବାବେଳେ କେବଳ...
ବ୍ରହ୍ମପୁରରେ ଲକ୍ଡାଉନ, ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ପ୍ରଶାସନ ପକ୍ଷରୁ ଗଣେଶ ମାର୍କେଟ ସିଲ୍
ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଏଡ଼ାଇବା ନେଇ ଗଞ୍ଜାମ ଜିଲାରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପୁଣି ଲକ୍ଡାଉନ ଘୋଷଣା କରାଯାଇଛି। ତେବେ ଏହା ଘୋଷଣା ହେବାର ପ୍ରଥମ ଦିନରେ ହିଁ ଲକଡାଉନ୍ ନିୟମାବଳୀ ଉଲ୍ଲଂଘନ ହୋଇଥିବା ଦେଖିବାକୁ ମିଳିଛି।...
କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର, ୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଏହାର ମୁକାବିଲା ନେଇ ସୋମବାର ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନ୍ଫରେନ୍ସିଂ...
ଜୁଆଆଡ୍ଡାରେ ଚଢ଼ାଉ: ୩୦ ଗିରଫ, ୮୩ ହଜାର ଟଙ୍କା, ୮ବାଇକ୍ ଜବତ
ଛତ୍ରପୁର,୧୫ା୬(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ପକ୍ଷରୁ ଖଲ୍ଲିକୋଟ, ପୋଲସରା ଓ ଗାଙ୍ଗପୁର ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ୩ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରଯାଇଥିଲା। ସେଠାରୁ ୩୦ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୮୩ ହଜାର ୧୪୦ ଟଙ୍କା,...
Archives


