ଆମ ଜିଲା ଖବର

ଆଠଗଡ଼ ସମବାୟ ବ୍ୟାଙ୍କ ଋଣ ଜାଲିଆତିି ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୩।୧୨:କଟକ ଜିଲା ଆଠଗଡ଼ ସମବାୟ ବ୍ୟାଙ୍କରେ ଋଣ ପ୍ରଦାନରେ ହୋଇଥିବା ଅନିୟମିତତା ଘଟଣାର ସିବିଆଇ କିମ୍ବା କୋର୍ଟଙ୍କ ନିରୀକ୍ଷଣରେ ଏସ୍‌ଆଇଟି ତଦନ୍ତ କରିବା ଦାବିରେ ହାଇକୋର୍ଟରେ ମଙ୍ଗଳବାର ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ…

କେନାଲରେ ପାଣି ଯୋଗାଇବା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଜୁନାଗଡ, ୩।୧୨ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗ ପଞ୍ଚାୟତକୁ ଇନ୍ଦ୍ରାବତୀ ଡାହାଣ କେନାଲର ପାଣି ଯୋଗାଇବାକୁ ମଙ୍ଗଳବାର ସ୍ଥାନୀୟ ଚାଷୀ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପଠାଇଛନ୍ତି। ସେମାନେ ଏହି ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କୁ ଜିମେଲ ମାଧ୍ୟମରେ ପଠାଇଛନ୍ତି। ପ୍ରାପ୍ତ ସୂଚନାରୁ ପ୍ରକାଶ…

ସୌନ୍ଦର୍ଯ୍ୟ ହରାଉଛି ଯଗୁସାଗର ପୋଖରୀ

ଦୋବଲ, ୩ା୧୨( ଡି.ଏନ୍‌.ଏ.)- ଭଦ୍ରକ ଜିଲା ଧାମନଗର ସ୍ଥିତ ସର୍ବ ପୁରାତନ ଓ ଐତିହାସିକ ଯଗୁସାଗର ପୋଖରୀ ଏବେ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଜମିଦାରୀ ପ୍ରଥା ଉଚ୍ଛେଦ ପରେ ଏହି ପୋଖରୀ ସରକାରଙ୍କ ମତ୍ସ୍ୟ ବିଭାଗ ଅଧୀନରେ ରହିଛି। ହେଲେ ଦୀର୍ଘବର୍ଷ…

ରାସେଶ୍ୱରୀଙ୍କୁ ନେଇ ଚିନ୍ତାରେ ମା’ବାପା

ଖଇରା,୩।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ମାଖନପୁର ପଞ୍ଚାୟତ ଅଧୀନ ସାଉଣ୍ଡିଆ ଗ୍ରାମର ସୁମତୀ ବେହେରା ଓ ସ୍ବାମୀ ତାପସଙ୍କୁ ଘାରିଛି ଗୋଟିଏ ଚିନ୍ତା। କେମିତି ନିଜର ଝିଅକୁ ଭଲ କରି ପାରିଲେ ଅନ୍ୟ ପିଲାଙ୍କ ଭଳି ନାଚି ଖେଳି ତାଙ୍କୁ ଖୁସିର…

କୋଭିଡ ଯୋଦ୍ଧା ହାବିଲଦାରଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା ପାଟଣାଗଡ ଥାନାର ଟାଉନ୍‌ ହାବିଲଦାର କୋଭିଡ ଯୋଦ୍ଧା ମନୋରଞ୍ଜନ ବାରିକ (୪୪)ଙ୍କ ଭୁବନେଶ୍ୱର କିମସ୍‌ ହସ୍ପିିଟାଲରେ ବୁଧବାର ପୂର୍ବାହ୍ନରେ ପରଲୋକ ଘଟିଛି। କିଛିଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ବଲାଙ୍ଗୀର କୋଭିଡ ହସ୍ପିଟାଲରେ…

ଆଗରେ ରହିବ ଅନୁଗୋଳ

ଅନୁଗୋଳ ଅଫିସ, ୩।୧୨: ଅନୁଗୋଳକୁ କରାଯିବ ମଡେଲ୍‌ ସିଟି। ରାଜ୍ୟର ପ୍ରଥମ ହେଲ୍‌ଥ କରିଡର ଏଠାରେ ନିର୍ମାଣ ହେବ। ଏଥିସହ ସହରକୁ ଏପରି ନବରୂପ ଦିଆଯିବ ଯେ ଅନ୍ୟମାନେ ଏହାକୁ ଅନୁସରଣ କରିବେ। ଅନୁଗୋଳର ଏପରି ସୌନ୍ଦର୍ଯ୍ୟକରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ…

ଲାଠୋରରେ ହାତୀ ଉପଦ୍ରବ

ଲାଠୋର, ୩ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲାଠୋର ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ବନାଞ୍ଚଳ ଅଧୀନ ବେନ୍ଦେର ସଂରକ୍ଷଣ ଜଙ୍ଗଲରୁ ହାତୀପଲ ଆସି ଉପଦ୍ରବ କରୁଥିବାରୁ ଅଞ୍ଚଳବାସୀ ଆତଙ୍କିତ ହୋଇ ପଡିଛନ୍ତି। ଗତ ୧୫ ଦିନ ହେବ ଉପଦ୍ରବ ଚଳାଇଥିବା ପଲରେ ଛୋଟବଡ…

ମାଣ୍ଡିଆ ଚାଷ ସଚେତନତା ରଥର ଶୁଭାରମ୍ଭ

ଖପ୍ରାଖୋଲ, ୨ା୧୨(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କୃଷି ବିଭାଗ କାର୍ଯ୍ୟାଳୟଠାରେ ଆତ୍ମା ବଲାଙ୍ଗୀର, ମିଲେଟ ମିଶନ, ଓ୍ବାସନ୍‌ ଓ ଓ୍ବାଇସିଡିଏର ମିଳିତ ଆନୁକୂଲ୍ୟରେ ମାଣ୍ଡିଆ ଚାଷ ସଚେତନତା ରଥର ବୁଧବାର ଶୁଭାରମ୍ଭ ହୋଇଛି ା ବିଡିଓ ତରଣୀ ସୁନା ମୁଖ୍ୟ…

ଅଟୋଚାଳକରୁ ୟୁଟ୍ୟୁବ୍‌ ହିରୋ

କେନ୍ଦୁଝର, ୩।୧୨(ସ୍ବ.ପ୍ର.)-ୟୁଟ୍ୟୁବ୍‌ ଏବେ ଅନେକ ପ୍ରତିଭାଙ୍କ ପାଇଁ ବରଦାନ ପାଲଟି ଯାଇଛି। ଏଥିଯୋଗୁ ବହୁ ପ୍ରତିଭା ଲୋକଲୋଚନକୁ ଆସୁଛନ୍ତି, ଆଉ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ମିଳୁଛି ସ୍ବତନ୍ତ୍ର ପରିଚୟ । ଏହିଭଳି ଜଣେ ୟୁଟ୍ୟୁବ୍‌ କଳାକାର ହେଉଛନ୍ତି କେନ୍ଦୁଝର ସହର ନିହାଲସିଂସାହିର…

ସଂଘର୍ଷରୁ ସଫଳ ‘ଉତ୍ତମ’

ଭୁବନ, ୩।୧୨(ଡି.ଏନ.ଏ.)  ସମୟର ପ୍ରତିକୂଳ ସ୍ରୋତ ଛଡ଼ାଇ ନେଇଥିଲା ବହି ବସ୍ତାନି। ଜଣେ ମେଧାବୀ ଛାତ୍ରଙ୍କ ଉଚ୍ଚଶିକ୍ଷିତ ହେବାର ଅଭିଳାଷରେ ସେଇଠି ପଡ଼ିଗଲା ଯବନିକା। ତଥାପି ସେ ମାନି ନ ଥିଲେ ହାର୍‌। ହାତରେ ଆଶାବାଡ଼ି, କାନ୍ଧରେ ଦାୟିତ୍ୱର ବଡ଼ ଗଣ୍ଠିଲି ଧରି…

ରାସ୍ତାରୁ ଉଠିଗଲାଣି ପିଚୁ, ମେଟାଲ ପଡିଛି

ବଲାଙ୍ଗୀର ଅଫିସ, ୩ା୧୨:  ବଲାଙ୍ଗୀର ଜିଲା ପୁଇଁତଲା ବ୍ଳକ ଆଟଗାଁ ଗ୍ରାମପଞ୍ଚାୟତର ସାନବୁର୍କାବାହାଲ ଗାଁକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ୨୦୧୩ ମସିହାରେ ଆଟଗାଁ ଗାଁମୁଣ୍ଡରୁ ସାନବୁର୍କାବାହାଲ ପ୍ରାୟ ୩ କିମିି…

ଦିବ୍ୟାଙ୍ଗ ହୋଇ ବି ସକ୍ଷମ

ବାରିପଦା ଅଫିସ,୩ା୧୨- ଜନ୍ମରୁ ଦୁନିଆର ଆଲୋକ ଦେଖି ପାରି ନ ଥିବା କୁନି ଝିଅ ମନରେ ଅସୁମାରୀ ସ୍ବପ୍ନ। ବଡ଼ ହେଲେ ଅନ୍ୟର ସାହାରା ନ ନେଇ ସମାଜରେ ଉଦାହରଣ ସାଜିବେ ବୋଲି ଦୃଢ଼ ଇଛା ଶକ୍ତି ରଖିଛନ୍ତି ସେ। ନିଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri