ଆମ ଜିଲା ଖବର

ସରକାରଙ୍କୁ ରିପୋର୍ଟ ତଲବ

ନୂଆଦିଲ୍ଲୀ/କଟକ ଅଫିସ, ୧୬।୯: ଓଡ଼ିଶା ଆଡ୍‌ମିନିଷ୍ଟ୍ରେଟିଭ୍‌ ଟ୍ରିବ୍ୟୁନାଲ(ଓଏଟି) ଉଚ୍ଛେଦକୁ ବିରୋଧ କରି ସୁପ୍ରିମକୋର୍ଟରେ ହୋଇଥିବା ମାମଲାର ବୁଧବାର ଶୁଣାଣି ହୋଇଛି। ଓଏଟିକୁ ଉଚ୍ଛେଦ କରାଯାଇ ଏଠାରେ ଥିବା ସମସ୍ତ ମାମଲାକୁ ହାଇକୋର୍ଟକୁ ସ୍ଥାନାନ୍ତର କରାଯିବା ଘଟଣାକୁ ପ୍ରତିବାଦ କରି ଓଡ଼ିଶା ଆଡ୍‌ମିନିଷ୍ଟ୍ରେଟିଭ…

ବନ୍ୟା ଘେରରେ ହିରୀମୂଳ ଗ୍ରାମବାସୀ

ଖୋର୍ଦ୍ଧା ଅଫିସ,୧୬।୯: ମହାନଦୀ ବନ୍ୟା ଜଳ ମଳାଗୁଣି ଓ ରାଜୁଆ ନଦୀରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଖୋର୍ଦ୍ଧା ବ୍ଳକ ଓରବରସିଙ୍ଗ ପଞ୍ଚାୟତର ହିରୀମୂଳ, ନରଣଗଡ ପଞ୍ଚାୟତର ମାନପୁର ଓ ଧବଳପୁର ଗ୍ରାମରେ ବନ୍ୟାଜଳ ପଶିଛି। ଗ୍ରାମରେ ଆଣ୍ଠୁଏ ଉଚ୍ଚର ପାଣି…

ପୋଲିସ ଗାଡ଼ି ଧରି ଯୁବକ ଛୁ

ଢେଙ୍କାନାଳ ଅଫିସ, ୧୬।୯: ସନ୍ଦେହଜନକ ଅବସ୍ଥାରେ ରାତିରେ ରାସ୍ତାରେ ବୁଲୁଥିବାବେଳେ ଉଠାଇ ଆଣିଥିଲା ପୋଲିସ। ଅସ୍ବାଭାବିକ ଆଚରଣରୁ ମାନସିକ ଭିନ୍ନକ୍ଷମ ହୋଇଥିବା ଅନୁମାନ କରି ପୋଲିସ ଗାଡ଼ିରେ ଯୁବକଙ୍କୁ ଘରକୁ ଛାଡ଼ିବାକୁ ଯାଉଥିଲେ ବିଭାଗୀୟ ଡ୍ରାଇଭର। ହେଲେ ଚାଳକ ଥାନାକୁ ପାଣି…

ଭଉଣୀଙ୍କ ସୁନା ଚୋରି କରି ଜେଲ ଗଲେ ଭାଇ, ବନ୍ଧା ରଖି ଆଣିଥିଲେ ଟଙ୍କା

ଗଞ୍ଜାମ,୧୬।୯(ଡି.ଏନ୍‌.ଏ.): ଭାଇ ସାଜିଲା ଭଉଣୀର ଭଗାରୀ । ନିଜ ଭଉଣୀର ସୁନା ନାନୁ ଓ ଚେନ ଚୋରି କରି ଧରା ପଡିବା ପରେ ଭାଇକୁ ଜେଲ୍‌ ଯିବାକୁ ପଡିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଥାନା କରଣ…

ତଳିଆ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର

ଅନୁଗୋଳ ଅଫିସ, ୧୬ା୯: ଗତ ଲଘୁଚାପ ବର୍ଷା ଅନୁଗୋଳ ଜିଲାରେ ବହୁ କ୍ଷୟକ୍ଷତି ଘଟାଇଛି। ବୁଧବାରଠାରୁ ବର୍ଷା ଥମିଯାଇଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶାର ଶେଷ ହେଉନାହିଁ। ଏବେ ମଧ୍ୟ ଜିଲାର ୧୫ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି। ତେବେ ହୀରାକୁଦରୁ ଛଡ଼ାଯାଉଥିବା…

ଫୁଲୁଛି ସୁବର୍ଣ୍ଣରେଖା

ଭୋଗରାଇ/ଜଳେଶ୍ୱର/ବାଲିଆପାଳ,୧୬।୯(ଡି.ଏନ.ଏ./ସ୍ବ.ପ୍ର.)- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ବାଲେଶ୍ୱର ଭୋଗରାଇ, ଜଳେଶ୍ୱର, ବାଲିଆପାଳ ଓ ବସ୍ତା ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଭୋଗରାଇରେ ୩ ଦିନରେ ସର୍ବାଧିକ ୨୨୧.୭ମିମି ବର୍ଷା ହୋଇଥିବାର ରେକର୍ଡ଼ କରାଯାଇଥିବା ବେଳେ ବୁଧବାର ୧୨୨.୨ମିମି…

ପାଣିଘେରରେ ୨୦ ପରିବାର

ରୂପସା,୧୬।୯(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ପଞ୍ଚାୟତର ୨୦ରୁ ଊର୍ଦ୍ଧ୍ୱ ପରିବାର ପାଣି ଘେରରେ ଜୀବନ ବିତାଉଛନ୍ତି। ଗାଁ ରାସ୍ତାରେ ପାଣିଜମି ରହିବା ସହ ଅଧିକାଂଶ ଲୋକଙ୍କ ଘରେ ବର୍ଷା ଜଳ ଲହଡ଼ି ଖେଳୁଥିବା…

ଉଛୁଳିଲା ବୁଢ଼ାବଳଙ୍ଗ, ଗଙ୍ଗାହାର

ବାରିପଦା ଅଫିସ,୧୬।୯-ଲଘୁଚାପଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ବନ୍ୟା ସ୍ଥିତି ଉପୁଜିଛି। ବୁଢ଼ାବଳଙ୍ଗ, ଗଙ୍ଗାହାର, ପଳପଳା ଓ ସୋନ ନଦୀର ଜଳସ୍ତର ବୃଦ୍ଧି ପାଇ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ତଳିଆ ଅଞ୍ଚଳଗୁଡ଼ିକ ଜଳମଗ୍ନ ହେବା…

ଗୁପ୍ତ ତଥ୍ୟ ପ୍ରଘଟରେ ହନିଟ୍ରାପ୍‌ ଲିଙ୍କ୍‌

ବାଲେଶ୍ୱର ଅଫିସ,୧୬।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଗୁପ୍ତ ତଥ୍ୟ ପ୍ରଘଟ ପଛରେ ହନିଟ୍ରାପ୍‌ (ମଧୁର ଜାଲ)ର ଲିଙ୍କ୍‌ ଥିବା ସୂଚନା ମିଳିଛି। ପୋଲିସ…

ବେଦାନ୍ତ ସୁରକ୍ଷା ଅଧିକାରୀଙ୍କ ନାମରେ ଅପହରଣ ମାମଲା

ଝାରସୁଗୁଡା ଅଫିସ୍‌,୧୫।୯: ଝାରସୁଗଡ଼ା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ କମ୍ପାନୀର କିଛି ସିକ୍ୟୁରିଟି ଅଧିକାରୀ ଜଣେ ସ୍ଥାନୀୟ ବ୍ୟକ୍ତିଙ୍କୁ ଅପହରଣ କରି ୧୫ ଦିନ ପ୍ରକଳ୍ପ ପରିସରରେ ନିର୍ଯାତନା ଦେଇଥିଲେ। ଏଭଳି ଅଭିଯୋଗ ଆଣିଛନ୍ତି ବଡମାଲ ଥାନା ଅଧୀନ ବଞ୍ଜରୀ ଗ୍ରାମର ବିହାରୀ…

ପୋଖରୀରେ ବର୍ଜ୍ୟବସ୍ତୁ: ଲକ୍ଷାଧିକ ମାଛ ମଡ଼କ

ଝାରସୁଗୁଡା ଅଫିସ୍‌,୧୫।୯: ଝାରସୁଗୁଡ଼ା ପୌର ପରିଷଦ ଅଧୀନ ପୁରୁଣାବସ୍ତିର ୧୭ ଏକର ଜମିରେ ଥିବା ବୃହତ୍‌ ପୋଖରୀରେ ୨ଦିନ ହେଲାଣି ମାଛ ମଡ଼କ ଦେଖାଦେଇଛି। ପୋଖରୀରେ ଲକ୍ଷାଧିକ ବିଭିନ୍ନ ପ୍ରକାର ଛୋଟବଡ ମାଛ ମରି ଭାସୁଥିବା ଦେଖିବାକୁ ମିଳିଛି। ବେଦାନ୍ତ କାରଖାନାର…

ଥାନା ବୋଲେରୋ ଧରି ଛୁ

ଢେଙ୍କାନାଳ ଅଫିସ, ୧୫।୯: ସନ୍ଦେହ ଜନକ ଅବସ୍ଥାରେ ରାତିରେ ରାସ୍ତାରେ ବୁଲୁଥିବାବେଳେ ଉଠାଇ ଆଣିଥିଲା ପୋଲିସ। ଅସ୍ବାଭାବିକ ଆଚରଣରୁ ମାନସିକ ଭିନ୍ନକ୍ଷମ ହୋଇଥିବା ଅନୁମାନ କରି ପୋଲିସ ଗାଡ଼ିରେ ଯୁବକଙ୍କୁ ଘରକୁ ଛାଡ଼ିବାକୁ ଯାଉଥିଲେ ବିଭାଗୀୟ ଡ୍ରାଇଭର। ହେଲେ ଚାଳକ ଥାନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?