ବାଛୁରି ଆଣିବାକୁ ଯାଇ ଭାସିଗଲେ ବାପ, ପୁଅ
ବରୀ,୧୫ା୯(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମର କୁଶ ସିଂ(୫୭) ଓ ତାଙ୍କର ପୁଅ କୈଳାସ ସିଂ(୨୭) ବୁଧବାର ବ୍ରାହ୍ମଣୀର ବନ୍ୟା ସ୍ରୋତରେ ଭାସି ଯାଇଛନ୍ତି। ବରୀ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ଖୋଜାଖୋଜି କରିଥିଲେ…
ଖୋଲିଲା ୨୮ ଗେଟ୍
ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ ବୁଧବାର ରାତି ୮ଟା ସୁଦ୍ଧା ୨୮ଟି ଗେଟ୍ ଖୋଲା ଯାଇଥିବା ସୂଚନା ଦେଇଛନ୍ତି।…
ଖୋଲିଲା ୨୦ ଗେଟ୍: ମହାନଦୀରେ ବଢୁଛି ବନ୍ୟା ଆଶଙ୍କା
ସମ୍ବଲପୁର,୧୫।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏନେଇ ଡ୍ୟାମ୍ କର୍ତ୍ତୃପକ୍ଷ ବୁଧବାର ସନ୍ଧ୍ୟା ସୁଦ୍ଧା…
ହୀରାକୁଦ ଜଳଭଣ୍ଡାରର ୧୮ଗେଟ୍ରେ ଜଳ ନିଷ୍କାସନ: ତଳ ମୁଣ୍ଡରେ ବିପଦ ଆଶଙ୍କା
ସମ୍ବଲପୁର,୧୫।୯(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏଣୁ ଜଳ ନିଷ୍କାସନ କରାଯାଉଛି । ବାମପଟେ…
ତେଜିବାରେ ଲାଗିଛି ମୂର୍ତ୍ତି ଉଚ୍ଚତା ବିବାଦ : କଂଗ୍ରେସର ମଉନ ପ୍ରତିବାଦ
କଟକ ଅଫିସ, ୧୫।୯: ଦୁର୍ଗାପୂଜା ପାଖେଇ ଆସୁଥିବା ବେଳେ ଦେବୀଙ୍କ ମୃଣ୍ମୟୀ ପ୍ରତିମାର ଉଚ୍ଚତାକୁ ନେଇ ବିବାଦ ତେଜିବାରେ ଲାଗିଛି। ମୂର୍ତ୍ତିର ଉଚ୍ଚତା ୪ ଫୁଟରୁ ଅଧିକ ନ ହେବା ନେଇ ରାଜ୍ୟ ସରକାର ନିଜ ନିଷ୍ପତ୍ତିରେ ଅଟଳ ରହିଛନ୍ତି। ଏହା…
ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ଏସ୍ଡିଓ
ଜୟପୁର,୧୫।୯(ନି.ପ୍ର.): ଜୟପୁର ଜିଲା ଇଲେକ୍ଟ୍ରିକାଲ ଏସ୍ଡିଓ କେ. ଶ୍ରୀନିବାସ ପାତ୍ର ଭିଜଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୨୦ ହଜାର ଟଙ୍କା ଯାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ସୂଚନାଯୋଗ୍ୟ, ତାଙ୍କ କାର୍ଯ୍ୟାଳୟରେ ଗତ ମାସ ଗୋଟେ ଲାଡରମ୍ୟାନ ପଦବୀ ଖାଲି…
ରାତିଅଧିଆ ପାତାଳି ଶ୍ରୀକ୍ଷେତ୍ରରୁ ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ
ଅମରପାଲି,୧୫।୯(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇ ସ୍ଥିତ ପ୍ରଶିଦ୍ଧ ପାତାଳି ଶ୍ରୀକ୍ଷେତ୍ରରୁ ଗତ ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ପଶି ମନ୍ଦିର ସମ୍ମୁଖରେ ଥିବା ହୁଣ୍ଡି ମଧ୍ୟ ଚୋରି କରି ନେଇଛି। ବୁଧବାର ସକାଳୁ ପୂଜକ…
କଳାହାଣ୍ଡିରେ ଲଗାଣ ବର୍ଷା ପ୍ରଭାବ: ସମସ୍ୟାରେ ଜିଲାବାସୀ
ଭବାନୀପାଟଣା,୧୫।୯(ଡି.ଏନ୍.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି କଳାହାଣ୍ଡିବାସୀ। ଏଥର ନୂଆଁଖାଇ ମଧ୍ୟ ବର୍ଷା ଲାଗି ସାମାନ୍ୟ ଫିକା ପଡ଼ିଥିଲା। ଗତ ୧୨ ତାରିଖ ରାତିରୁ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ଭବାନୀପାଟଣା…
ପରିିଚୟ ଦେଇଛି ଲାଲ୍ ଭେଣ୍ଡି ଚାଷ
ଦିନକୁ ଦିନ ଲାଲ୍ ଭେଣ୍ଡିର ଚାହିଦା ବଢ଼ି ଚାଲିଛି। ଏହି କିସମ ଭେଣ୍ଡିରେ ପ୍ରଚୁର ପରିମାଣରେ ରୋଗ ପ୍ରତିରୋଧକ ଶକ୍ତି ରହିଛି। ସେଥିପାଇଁ ରାଜ୍ୟ ବାହାରେ ଏହି ଭେଣ୍ଡି ବିକ୍ରି ବଢ଼ିଛି। ବିଦେଶରେ ଏହି ଭେଣ୍ଡି କେଜି ୪୦୦ ରୁ ୮୦୦…
ଲଗାଣ ବର୍ଷାରେ ତେଲ ନଦୀ, ଗୋହିରା ନାଳ ପୋଲ ଉପରେ ବନ୍ୟାଜଳ ପ୍ରବାହିତ
ପାଟଣା,୧୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଲଗାଣ ବର୍ଷା ଫଳରେ ବିଭିନ୍ନ ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ମଙ୍ଗଳବାର ବିଳମ୍ବିତ ରାତିରେ ସାହାରପଡ଼ା ବ୍ଲକ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ଗୋଜାପଥର ନିକଟରେ ଗୋହିରା ନାଳ ପୋଲ ଉପରେ…
ସଙ୍କଟରେ ଜାତୀୟ ଉଦ୍ୟାନ ମାନ୍ୟତା
କେନ୍ଦ୍ରାପଡ଼ା ଅଫିସ, ୧୫ା୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ଅବବାହିକାରେ ଥିବା ଭିତରକନିକାର ଜୈବ ବିବିଧତା ବିଶ୍ୱ ପ୍ରସିଦ୍ଧ। ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ପ୍ରଜନନ ସ୍ଥଳ, ବହୁ ଲୁଣା କୁମ୍ଭୀର, ଦେଶୀ ବିଦେଶୀ ପକ୍ଷୀଙ୍କ ସମାହାର ଓ ହେନ୍ତାଳବଣ ଗବେଷକଙ୍କ…
ମୋବାଇଲ ଲାଇଟ୍ରେ ଚିକିତ୍ସା
ବ୍ରହ୍ମପୁର ଅଫିସ,୧୫ା୯:ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି) ମେଡିକାଲରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଦ୍ୟୁତ ବିଭ୍ରାଟ ଯୋଗୁ ମଙ୍ଗଳବାର କ୍ୟାନସର ୱାର୍ଡ଼ ଆଉଟ୍ଡୋରରେ ମୋବାଇଲ ଲାଇଟ୍ରେ ରୋଗୀ ସେବା କରାଯାଇଛି। ମୋବାଇଲ ଫୋନ୍ ଟର୍ଚ୍ଚ ଲଗାଇ ଡାକ୍ତର ରୋଗୀଙ୍କୁ ଦେଖି ଔଷଧ ଲେଖିବା ସହ…

