୨୬ରେ ଭଞ୍ଜନଗରରେ ମାଗଣା ସ୍ବାସ୍ଥ୍ୟ ଶିବିର, ଅଧିକ ଲୋକେ ଯୋଗ ଦେଇ ପରୀକ୍ଷା କରାଇ ନେବାକୁ…
ଭଞ୍ଜନଗର,୨୩।୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲ ପରିସରରେ ଆସନ୍ତା ୨୬ ତାରିଖରେ ମେଗା ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଏବଂ ସର୍ଜରୀ ଶିବିର ହେବ। ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖା ଏବଂ ଭାରତୀୟ ଶଲ୍ୟ ଚିକିତ୍ସକ ସଂଘ ଓଡ଼ିଶା ଶାଖା…
ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା ନା ହତ୍ୟା: ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ପରେ…
କେସିଙ୍ଗା,୨୩।୧୦(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଳ ଓଭରବ୍ରିଜରେ କାର୍ଯ୍ୟରତ ଜଣେ ଶ୍ରମିକ ବୁଧବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଶ୍ରମିକଜଣଙ୍କ ଭଦ୍ରକ ଜିଲା ସାହାପୁର ଗ୍ରାମର ସୁରେନ୍ଦ୍ର ନାଏକ ଙ୍କ ପୁଅ ତାପସ ନାଏକ (୨୫) ବୋଲି ଜଣାପଡିଛି। ଏନେଇ…
ରାଜ୍ୟସ୍ତରୀୟ ଭାଗବତ ମହୋତ୍ସବ
ଭୁବନେଶ୍ୱର,୨୩।୧୦: ପ୍ରେସ କଲୋନି ୟୁନିଟ-୩ ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ନିଖିଳ ଉତ୍କଳ ପ୍ରବକ୍ତା ପରିଷଦ ଆନୁକୂଲ୍ୟରେ ସନ୍ଧ୍ୟାତାରା ଯୁବକ ସଂଘ ଏବଂ ମନ୍ଦିର ପରିଚାଳନା କମିଟି ସହଯୋଗରେ ୭ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଭାଗବତ ମହୋତ୍ସବ ଉଦ୍ଯାପିତ ହୋଇଯାଇଛି l…
ଐତିହ୍ୟ ପରମ୍ପରାକୁ ଉଜ୍ଜୀବିତ କରୁଛି ଗିରି ଗୋବର୍ଦ୍ଧନ ପୂଜା
କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଉତ୍କଳୀୟ ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ଉଜ୍ଜୀବିତ କରିବା ପାଇଁ ସଦର ବ୍ଲକ ଭାଗବତ ପ୍ରଚାର ପ୍ରସାର ସମିତି ସଭାପତି ଜିତେନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ରାଇକଳା ପରମାନନ୍ଦ ଭାଗବତ ଟୁଙ୍ଗିରେ ଗିରି ଗୋବର୍ଦ୍ଧନ ପୂଜା ମହୋତ୍ସବ ଅନୁଷ୍ଠିତ…
ନାଁ କୁ ଆଶାକର୍ମୀ, ୨ ବର୍ଷ ହେଲାଣି ରାଜ୍ୟ ବାହାରେ; ବହିଷ୍କାର ଦାବିରେ ସ୍ବାସ୍ଥ୍ୟକେନ୍ଦ୍ରକୁ ଘେରିଲେ…
ଦାରିଙ୍ଗବାଡି, ୨୩।୧୦(ଅରୁଣ ସାହୁ)-ଦିନେ କି ଦୁଇ ଦିନ ନୁହଁ ବର୍ଷ ବର୍ଷ ଧରି ଆଶାକର୍ମୀ ତାଙ୍କ ଦାୟିତ୍ୱକୁ ସୁଚାରୁରୂପେ ସମ୍ପାଦନା କରୁନାହାନ୍ତି। କେବଳ ସେତିକି ନୁହେଁ ୨ ବର୍ଷ ଧରି ସେ ବାହାର ରାଜ୍ୟକୁ କୌଣସି କାର୍ଯ୍ୟରେ ଯାଇଥିବା ଯୋଗୁ ଗର୍ଭବତୀ…
ବକେୟା ବିଲ୍ ନଦେବାରୁ ପୁରା ଗାଁର ବିଦ୍ୟୁତ୍ ଠପ୍ କରିଦେଲା TPSODL, ପୋଡମପେଟ୍ଟାରେ ତୀବ୍ର ଉତ୍ତେଜନା
ଗଞ୍ଜାମ, ୨୩।୧୦(ଅଖିଳ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଅଧିନସ୍ଥ ମସ୍ୟଯିବି ଗ୍ରାମ ପୋଡ଼ମପେଟ୍ଟାରେ ଟିପିଏସ୍ଓଡିଏଲ(TPSODL)ର ମନମୁଖୀ କାର୍ଯ୍ୟକୁ ନେଇ ତୀବ୍ର ଉତ୍ତେଜନା ଦେଖାଦେଇଛି। ବକେୟା ବିଲ, ମିଟର ଟ୍ୟାମ୍ପରିଂ ଥିବା ଉପଭୋକ୍ତାଙ୍କୁ ଦଣ୍ଡ ଦେବାକୁ ଯାଇ ସମଗ୍ର ଗ୍ରାମର…
ଭଞ୍ଜନଗରରେ କାଳୀ ପୂଜା: ସାଂସ୍କୃତିକ କାର୍ଯ୍ୟକ୍ରମ ଜମିଲା; ଆଧ୍ୟାତ୍ମିକ ନାଟକ ସହ ଖାଦ୍ୟ ଷ୍ଟଲରେ…
ଭଞ୍ଜନଗର,୨୩।୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ହାର୍ଟ ନଗର ଏବଂ ଜଳସମ୍ପଦ ବିଭାଗ ପକ୍ଷରୁ ଡହରେ କାଳୀ ପୂଜା ଧୁମ୍ଧାମରେ ଚାଲିଛି। ଦୁଇଦିନ ହେବ ଉଭୟ ପୂଜା ମଣ୍ଡପ ସମ୍ମୁଖରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେଉଛି। ଗୁରୁବାର ପୁଣି ବଡ଼ ଧରଣର ସାଂସ୍କୃତିକ…
ବରଗଡ଼କୁ ଚାଲାଣ ହେଉଥିଲା କଫ୍ ସିରପ୍: ମାଡ଼ି ବସିଲା ଅବକାରୀ ବିଭାଗ, ୨ ଜଣଙ୍କୁ..
ବରଗଡ଼,୨୩।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଅବକାରୀ ବିଭାଗକୁ ଗୁରୁବାର ସକାଳେ ଏକ ବଡ଼ ସଫଳତା ମିଳିଛି। ଏକ ଠିକଅପ ଭ୍ୟାନ ଯୋଗେ ଭୁବନେଶ୍ୱରରୁ ବରଗଡ଼କୁ କଫ୍ ସିରପ୍ ଚାଲାଣ ହେଉଥିଲା। ଏନେଇ ଖବର ପାଇ ସହର ଉପକଣ୍ଠ ଏକାମ୍ର ଛକରେ ଅବକାରୀ…
ରକ୍ତମୁଖା ହୋଇଗଲେ ସାନ ଭାଇ, ଜମିବାଡ଼ି ପାଇଁ ନେଇଗଲେ ବଡ଼ ଭାଇଙ୍କ ଜୀବନ
ଜଳେଶ୍ୱର,୨୩।୧୦(ନବୀନ ସାହୁ): ବାଲେଶର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅନ୍ତର୍ଗତ ବରଡିହା ପଞ୍ଚାୟତର ବଣକାଟି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ଗଣ୍ଡଗୋଳକୁ କେନ୍ଦ୍ର କରି ଜଣେ ଭାଇ ଆଉ ଜଣେ ଭାଇର ଜୀବନ ନେଇଯାଇଛନ୍ତି। ମୃତକ ହେଲେ…
ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ଟଙ୍କା ସହ ସୁନା ଗହଣା
ଝାରସୁଗୁଡ଼ା,୨୩।୧୦: ଝାରସୁଗୁଡ଼ା ଜିଲା ଲଇକେରା ଥାନା କୁଅଁରମାଲ ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଘର ଲୋକଙ୍କୁ ବାନ୍ଧି ବନ୍ଧୁକ ଏବଂ ଭୁଜାଲି ଦେଖାଇ ଟଙ୍କା ସହ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି। ୪ଜଣ ମୁଖାପିନ୍ଧା ଦୁର୍ବୃତ୍ତ…
ପୁରୁଣା ଡ଼ାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ପ୍ରସଙ୍ଗ: ଭାଜପାର ଅଭିଯୋଗକୁ ଜିଲା ଯୁବକ ଏକତା ମଞ୍ଚର ଖଣ୍ଡନ
ଦେବଗଡ,୨୩।୧୦(ଶଶାଙ୍କ ଶେଖର ଝାଙ୍କର): ନୂତନ କୋଠାକୁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହେବା ଦିନଠାରୁ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଦାବି ହୋଇ ଆସୁଛି । ଦେବଗଡ ଜିଲା ଯୁବ ଏକତା ମଞ୍ଚର ଆହ୍ବାନ କ୍ରମେ…
ମାଛ ଧରିବା ପାଇଁ ଘେରିବନ୍ଧ ଘାଇ କାଟିଲେ ଦୁର୍ବୃତ୍ତ
ମହାକାଳପଡ଼ା, ୨୩ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ପାଣିଖିଆ ସାନ୍ତାଳୀପଡ଼ା ନଦୀ ଘେରି ବନ୍ଧରେ ଘାଇ ହୋଇ ସମୁଦ୍ର ଲୁଣି ପାଣି ଧାନ ଜମିରେ ପଶିବାରୁ ଥୋଡ ଧାନ ନଷ୍ଟ ହେବା…
Archives


