ସ୍କୁଲ ଗେଟ୍ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…
ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍ ତଳେ ଚାପି ହୋଇ ୨ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ତେବେ ଆଜି ଘଟଣାସ୍ଥଳରେ…
ସିବିଏସ୍ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ
ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍ଇ ପରୀକ୍ଷାରେ ୫୦୦ରୁ ୪୭୧ମାର୍କ( ୯୪.୨%) ରଖି ବ୍ଲକ ଟପ୍ପର ହୋଇଥିବା ଜଣାପଡିଛି ।…
ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…
ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି। ସଭା ଆରମ୍ଭରେ ବିଜେଡି ନେତାମାନେ ବିଜୁବାବୁଙ୍କ ଫଟୋ ଚିତ୍ରରେ ଧୂପଦୀପ ଓ ପୁଷ୍ପ…
ପୁରୁଣା ବଜାର ଅଞ୍ଚଳକୁ ଓଏମ୍ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା ସହରବାସୀଙ୍କୁ ଓଡ଼ିଶା ଖଣି ନିଗମ ଦ୍ୱାରା କୌଣସି ସୁବିଧା ସୁଯୋଗ ଦିଆଯାଉ ନ…
ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ
ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ମାଓବାଦୀ ମୁକ୍ତ ପାଇଁ ଜୋରଦାର ଅପରେଶନ କରାଯାଇ ଦାରିଙ୍ଗବାଡି ଅଞ୍ଚଳରେ ଚଳପ୍ରଚଳ କରୁଥିବା…
ସାବଧାନ! ଏଣିକି ସୋସିଆଲ ମିଡିଆରେ ଲୁଚାଇ ପାରିବେ ନାହିଁ ପରିଚୟ, ଧରିଦେବ AI, ଜାଣନ୍ତୁ କେମିତି
AI ବା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ଯୁଗରେ ସୋସିଆଲ ମିଡିଆରେ ନିଜର ପରିଚୟ ଲୁଚାଇବା ଏବେ କଷ୍ଟକର ହୋଇପଡୁଛି। ଯଦି ୟୁଜର୍ସମାନେ ଭାବନ୍ତି ଯେ, ସେମାନେ ସିକ୍ରେଟ୍ ଭାବରେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ, ତେବେ ସେହି ଦିନ ଆଉ ନାହିଁ। ନୂତନ…
ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ
ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ଏଥିସକାଶେ ସ୍ଥାନୀୟ ହୋଟେଲ ତ୍ରିବେଣୀଠାରେ ଶୁକ୍ରବାର ଖବରଦାତା ସମ୍ମିଳନୀ କରାଯାଇଥିଲା। ପର୍ଶୁରାମ ବାହିନୀ…
ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ
ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି। ତେବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପଞ୍ଚମ ଶ୍ରେଣୀ ଭାଷା ମହକ…
ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ହତ୍ୟାର ଶିକାର ବ୍ୟକ୍ତି ହେଲେ କେ. ଭଗବାନ ରେଡ୍ଡୀ। ଏହି ମାମଲାରେ ଅଭିଯୁକ୍ତ…
ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ
ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ ତିରୋଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଦଳୀୟକର୍ମୀମାନେ ପାଣ୍ଡିଆ ଛକ…
ଘୁମୁସର ବନଖଣ୍ଡରୁ ରଥଯାତ୍ରା ପାଇଁ ପୁରୀ ଗଲା କାଠ: ରାସ୍ତାକଡ଼ରେ ଭକ୍ତିମୟ ପରିବେଶ
ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରୁ ପୁରୀ ଅଭିମୁଖେ ୧୬ ଖଣ୍ଡ ଫାଶୀ କାଠ ଯାଇଛି। ଉକ୍ତ ସମସ୍ତ କାଠ ଲୋକେ ଦାନ କରିଥିଲେ। ବନ ବିଭାଗ ଅଧିକାରୀ ଏଥିରେ ସହଯୋଗ କରିଥିଲେ। ରଥକାଠ ଯିବା…
ବ୍ରିଜ କାନ୍ଥକୁ ପିଟି ହୋଇ ଓଲଟି ପଡିଲା CRPF ବାଟାଲିଅନ ଗାଡ଼ି, ୨ ଗୁରୁତର
ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର ): ଦୁର୍ଘଟଣା ଗସ୍ତ ହେଲା CRPF ବାଟାଲିଅନ ଗାଡ଼ି । ସମ୍ବଲପୁର ବରଗଡ଼ ୫୩ନଂ ଜାତୀୟ ରାଜପଥ ଅତାବିରା ଦମଦମା ପୋଲ ଉପରେ ଶୁକ୍ରବାର ସକାଳ ୭ଟାରେ ଭାରସାମ୍ୟ ହରାଇ ବ୍ରିଜ କାନ୍ଥକୁ ପିଟି ବୋଲେରୋଟି ଓଲଟି…

