ଆମ ଜିଲା ଖବର

୪ ସ୍ବତନ୍ତ୍ର କୋର୍ଟରେ ହେବ ନେତାଙ୍କ ବିରୋଧରେ ମାମଲାର ଶୁଣାଣି

କଟକ,୨୭।୧୧(ପି.ଟି.): ବର୍ତ୍ତମାନର ଓ ପୂର୍ବତନ ଏମ୍‌ପି ଏବଂ ବିଧାୟକମାନଙ୍କ ବିରୋଧରେ ବିଚାରାଧୀନ ମାମଲାଗୁଡ଼ିକର ଶୁଣାଣି ପାଇଁ ୪ କୋର୍ଟର ଭିତ୍ତିଭୂମି ବିକାଶ କରି ସେଗୁଡ଼ିକୁ ସ୍ବତନ୍ତ୍ର ଅଦାଲତର ମାନ୍ୟତା ଦିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଗୁରୁବାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ…

ଲୁଟ୍‌ର ଡେମୋ ଦେଖାଇଲେ ଅଭିଯୁକ୍ତ

କଟକ ଅଫିସ,୨୭।୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାର ଚେର ଲମ୍ବି ଲମ୍ବି ଚାଲିଛି । ବୁଧବାର କମିଶନରେଟ ପୋଲିସ ସଂସ୍ଥାର ମହିଳା ଅଧିକାରୀଙ୍କ ସମେତ…

ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

ପୁରୀ ଅଫିସ,୨୭।୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚକର ଦ୍ୱିତୀୟ ଦିନରେ ଗୁରୁବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ଶେଷ ହେବା ପରେ ଠାକୁରମାନଙ୍କ ବାଙ୍କଚୂଡ଼ା ବେଶ କରାଯାଇଥିଲା। ଏହି ବେଶରେ ଶ୍ରୀଜଗନ୍ନାଥ ଏବଂ ବଳଭଦ୍ରଙ୍କ…

କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା

ପୁରୀ ଅଫିସ/ଖୋର୍ଦ୍ଧା ଅଫିସ/ ନିରାକାରପୁର/ ନିମାପଡ଼ା/ଗୋପ/ କୋଣାର୍କ/ଡେଲାଙ୍ଗ/ପିପିଲି, ୨୭।୧୧(ଡି.ଏନ୍‌.ଏ.)କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ ନୀତି ପ୍ରତିବାଦରେ ଗୁରୁବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଡାକରା ଦିଆଯାଇଥିବା ଧର୍ମଘଟର ପ୍ରଭାବ ପୁରୀରେ ଦେଖିବାକୁ ମିଳିଛି। ଶ୍ରମିକ ସଙ୍ଗଠନଗୁଡ଼ିକର କର୍ମକର୍ତ୍ତମାନେ ସହରର ବିଭିନ୍ନ ସ୍ଥାନରେ…

ନାଗାବେଶରୁ ହୋଇଛି ନାଁ

ପୁରୀ ଅଫିସ, ୨୭।୧୧: ଦାରୁଦିଅଁଙ୍କ ନାଗାର୍ଜୁନ ବେଶ ଖୁବ୍‌ ଆକର୍ଷଣୀୟ ଓ ମନୋମୁଗ୍ଧକର। ଏହି ବେଶରେ ଠାକୁରମାନେ ଯାହା ବିଭୂଷିତ ହୁଅନ୍ତି ତାହାକୁ କାରିଗରମାନେ ନିଷ୍ଠା ଓ ଏକାଗ୍ରତାର ସହ ତିଆରି କରିଥାନ୍ତି। ସୋଲ, କନା, ଜରି, ବେତ ଓ କଇଁଥ…

ପତିତପାବନଙ୍କ ଦର୍ଶନ ମିଳିବନି

ପୁରୀ ଅଫିସ,୨୭।୧୧: ନାଗାର୍ଜୁନ ବେଶ ଅବସରରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜନସାଧାରଣଙ୍କ ଭିଡ଼ ଆଶଙ୍କା କରି ଏବଂ କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ଶୁକ୍ରବାର ମହାପ୍ରଭୁଙ୍କ ବେଶ…

ଆଜି ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୭।୧୧: ଶୁକ୍ରବାର ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ରତ୍ନସିଂହାସନରେ ଏହି ବୀର ବେଶରେ ସଜେଇ ହେବେ ଦାରୁଦିଅଁ। ୨୫ ବର୍ଷ ପରେ ପଡ଼ିିଥିବା ଏହି ଦୁର୍ଲଭ ବେଶକୁ କିନ୍ତୁ ଏଥର ଭକ୍ତ ଦେଖିପାରିବେନି। କରୋନା ମହାମାରୀ ପାଇଁ ଶ୍ରୀମନ୍ଦିରକୁ ପ୍ରବେଶ…

ଗାଁ ଶ୍ମଶାନରେ କାଳିଆକୁ ବିଦାୟ

ଫୁଲବାଣୀ ଅଫିସ, ୨୭।୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ ଜଗା, କାଳିଆଙ୍କ ମଧ୍ୟରୁ କାଳିଆ ବୁଧବାର କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ ଓ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିଲା। ଗୁରୁବାର ମୃତଦେହ…

କୋକସରା ଭାଜପା ପକ୍ଷରୁ ସମ୍ବିଧାନ ଦିବସ ପାଳିତ

କୋକସରା, ୨୭।୧୧ (ଡି.ଏନ.ଏ.)  – କଳାହାଣ୍ଡି ଜିଲା କୋକସରା ବ୍ଲକ ଭାରତୀୟ ଜନତା ଦଳ ଓ ଆମପାଣି ଜୋନ ପକ୍ଷରୁ ସମ୍ବିଧାନ ଦିବସ ଟେମରା ଓ ଦରଲୀପଡାରେ ପାଳନ କରାଯାଇଛି। ଡ଼. ଆମ୍ବେଡକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ଭାଜପା ସଦସ୍ୟମାନେ…

ବର୍ଷେ ହେବ ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ

କୋକସରା, ୨୭।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପାଣିଗାଁ ଶବରପଡାରେ ଥିବା ସୋଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଆଜକୁ ୧ ବର୍ଷରୁ ଅଧିକ ହେବ ଅଚଳ ହୋଇ ପଡିଛି। ଫଳରେ ଗାଁର ପ୍ରାୟ ୨୦ରୁ…

ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧୀ ନୀତିକୁ ବିରୋଧ

ଜୁନାଗଡ଼, ୨୭।୧୧ (ଡି.ଏନ.ଏ.)  – କେନ୍ଦ୍ର ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧୀ ନୀତି ବିରୋଧରେ ଗୁରୁବାର ସାରା ଦେଶରେ ବନ୍ଦ ପାଳନ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଜୁନାଗଡ଼ଠାରେ ବନ୍ଦ ପାଳନ କରାଯାଇଥିଲା। ସକାଳେ ବିଭିନ୍ନ ସଙ୍ଗଠନ…

ଭାଜପା ପକ୍ଷରୁ ସମ୍ବିଧାନ ଦିବସ ପାଳିତ

ଜୁନାଗଡ଼, ୨୭।୧୧ (ଡି.ଏନ.ଏ.)  – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାବସପୁର ମଣ୍ଡଳସ୍ଥିତ ଚକୁଳି ଗ୍ରାମଠାରେ ଗୁରୁବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ସମ୍ବିଧାନ ପ୍ରଣେତା ଡ. ବି ଆର ଆମ୍ବେଡକରଙ୍କ ଫୋଟୋ ଚିତ୍ରରେ ଫୁଲମାଲ ଦିଆଯାଇ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri