ଆମ ଜିଲା ଖବର

ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସଫଳତା, ୯୮% ରଖି ପ୍ରିୟାଂଶୁ ମହାରଣା ପ୍ରଥମ

ଲାଞ୍ଜିଗଡ,୧୭।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦଶମ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବୁଧବାର ପରୀକ୍ଷା ଫଳାଫଳ ପ୍ରକାଶିତ ହେବା ମାତ୍ରେ ଛାତ୍ରୀଛାତ୍ର, ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ମହଲରେ ଖୁସିର…

ଗଞ୍ଜାମ ଶତ୍ରୁଷୋଲରେ ଟପ୍ପର ହେଲେ ପ୍ରତୀକ୍ଷା ପଲାଇ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଶତ୍ରୁଷୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ ପରୀକ୍ଷାରେ ଅସାଧାରଣ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି। ପ୍ରତୀକ୍ଷା ମୋଟ ୫୦୦ ମାର୍କରୁ ୪୭୧ ମାର୍କ…

ଦ୍ରୁତଗତିରେ ଆସି ହାଇୱାକୁ ପଛପଟୁ ଧକ୍କା ଦେଲା ମୋଟର ସାଇକେଲ୍, ତା’ପରେ…

ବନ୍ତ,୧୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଜାମିତୀରା ଛକ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ୫୩ ନମ୍ବର ରାଜ୍ୟ ରାଜପଥରେ ନୋ-ଏଣ୍ଟ୍ରି ଥିବାରୁ ଏକ ବାଲି ବୋଝେଇ ହାଇୱା ରାସ୍ତା…

ସାଇକେଲ୍‌ରେ ଘରକୁ ଫେରୁଥିବା ବେଳେ ଯୁବକଙ୍କୁ ଦଳିଦେଲା ହାତୀ, କ୍ଷତିପୂରଣ ଦାବିରେ ଟାୟାର ଜାଳି ଗ୍ରାମବାସୀଙ୍କ ରାସ୍ତାରୋକୋ

ଖୋର୍ଦ୍ଧା/ନିରାକାରପୁର,୧୭।୪(ପ୍ରଭାତ ପାଣିଗ୍ରାହୀ/ମାନସ ଚନ୍ଦ୍ର ପଟ୍ଟନାୟକ) : ଟାଙ୍ଗୀ ରେଞ୍ଜ ନିଧିପୁର ଗାଁରେ ଅଭାବନୀୟ ଘଟଣା । ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ନିଧିପୁର ଗ୍ରାମର ସୁଶାନ୍ତ ପ୍ରଧାନ(୪୦)। ଗୁରୁବାର ରାତିରେ ଶୌଚ ହେବାକୁ ଯାଇ ସାଇକେଲ୍‌ରେ…

ପଲଟି ମାରିଲେ ନବୀନ: ଦିନକ ଭିତରେ ବଦଳିଗଲା ମତ, ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର):କେନ୍ଦ୍ର ସରକାର ଦେଶରେ ଲାଗୁ କରାଇବାକୁ ଚାହୁଁଥିବା ଜାତୀୟ ମହିଳା ସଂରକ୍ଷଣ ବିଲ୍‌ ଏବଂ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ୨୦୨୬କୁ ନେଇ ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିନକ ଭିତରେ ମତ ବଦଳାଇଛନ୍ତି। ନବୀନ ବୁଧବାର…

କିଟ ବିନା ଜନଗଣନା କରୁଛନ୍ତି ଶିକ୍ଷକ: ପ୍ରଥମ ଡିଜିଟାଲ ଅଭିଯାନକୁ ଉପହାସ!

ଲୋଇସିଂହା,୧୭।୪(ସୁଶାନ୍ତ ବାରିକ): ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରଥମ ଡିଜିଟାଲ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ହେଲେ ବିନା ଉପକରଣରେ ଶିକ୍ଷକ ଜନଗଣନାକୁ ଓହ୍ଲାଇ ଥିବାରୁ ସାଧାରଣରେ ଚିନ୍ତା ବ୍ୟକ୍ତ ହେଉଛି। ଅଭିଯୋଗ ହେଉଛି, ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଓ ଲୋଇସିଂହା…

ସମ୍ପର୍କରେ କଳଙ୍କ, ଝିଆରୀଙ୍କୁ ବଳାତ୍କାର କରି କାକା ଗିରଫ

ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଝିଆରୀକୁ ବଳାତ୍କାର ଅଭିଯୋଗରେ କାକା ଗିରଫ । ଏଭଳି ଏକ ଅଭାବନୀୟ ତଥା କୁତ୍ସିତ ଘଟଣା ଘଟିଛି ଦେବଗଡ ଜିଲାର ବାରକୋଟ ଥାନା ଅଂଚଳରେ । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାରକୋଟ ଥାନା ଅନ୍ତର୍ଗତ…

କଳାହାଣ୍ଡିରେ ଚମକିଲେ ଲକ୍ଷ୍ମୀ ବିକାଶ ଛାତ୍ରୀଛାତ୍ର: ଶତପ୍ରତିଶତ ସଫଳତା, ଆବିର୍ଭାବ ଟପ୍ପର

ଭବାନୀପାଟଣା,୧୭ା୪(ଉତ୍ତମ କୁମାର ଦାଶ):ସିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷାରେ ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଶତପ୍ରତିଶତ ସଫଳତା ହାସଲ କରି ଜିଲାରେ ଚମକିଛନ୍ତି। ମୋଟ ୨୧୨ ଜଣ ପରୀକ୍ଷା ଦେଇଥିବା ବେଳେ ୯ ଜଣ ୯୫%ରୁ ଉଦ୍ଧର୍‌ବ, ୩୩ଜଣ ୯୦%ରୁ ଅଧିକ…

ଏମଜିଏନଆରଇଜିଏସରେ ଦୁର୍ନୀତି ଗନ୍ଧ: ଶିବିର ଅଧାରୁ ପଳାଇଲେ ବ୍ଲକ ଅଧ୍ୟକ୍ଷ, ଏବିଡିଓ

ଲୋଇସିଂହା,୧୭।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ପୁରୁଣା ସଭାଗୃହରେ ଏମଜିଏନଆରଇଜିଏସ ଲୋଇସିଂହା ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ହାତଗଣତି କେତେଜଣ ବିଭାଗୀୟ କର୍ମଚାରୀ ଥିବା ବେଳେ କେହି ଜଣେ ହେଲେ ଜବକାର୍ଡଧାରୀ ଶ୍ରମିକ…

ସକାଳୁ ସକାଳୁ ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ବନ୍ଦ ହେଲା ଜଗା ଦର୍ଶନ

ପୁରୀ, ୧୭।୪(ଅଜିତ୍ କୁମାର ମହାନ୍ତି): ଶୁକ୍ରବାର ସକାଳେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ପଡ଼ିଥିବା କାରଣରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି । ଶୁକ୍ରବାର ଶ୍ରୀବିଗ୍ରହମାନଙ୍କ ମଙ୍ଗଳ ଆଳତି ସମୟରେ…

ଟାଣଖରାରେ ଉଚ୍ଛେଦକୁ ବିରୋଧ: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଟାଣଖରା, ଗୁଳୁଗୁଳି ଯୋଗୁ ଘରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡୁ ଥିବାବେଳେ ସହରର…

ବଲାଙ୍ଗୀର ଓଡିଶା ଆଦର୍ଶ ବିଦ୍ୟାଳୟରେ ଶତ ପ୍ରତିଶତ ସଫଳତା; ଶ୍ରେୟାଂଶ ୯୯.୬%, ସୋନାକ୍ଷୀ ୯୯.୨%…

ବଲାଙ୍ଗୀର,୧୭।୪(ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ବଲାଙ୍ଗୀର ପଥରଚେପା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ରେକର୍ଡ କରିଛନ୍ତି । ଏହି ସ୍କୁଲର ପରୀକ୍ଷାର୍ଥୀ ଶହେ ପ୍ରତିଶତ ସଫଳତା ହାସଲ କରି ଉତୀର୍ଣ୍ଣ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?