ଆମ ଜିଲା ଖବର

ଜିଏସ୍‌ଟି ଠକେଇ ଅଭିଯୋଗ: ଫର୍ନିଚର ଶୋ’ରୁମ୍‌ରେ ଚଢ଼ାଉ

ବାଲେଶ୍ୱର ଅଫିସ,୧୮।୧୧: ଜିଏସ୍‌ଟି (ଗୁଡ୍‌ ସର୍ଭିସ୍‌ ଟ୍ୟାକ୍ସ) ଠକେଇ ଅଭିଯୋଗରେ ଏନଫୋର୍ସମେଣ୍ଟ ଟିମ୍‌ ପକ୍ଷରୁ ବୁଧବାର ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସହରର ସିନେମା ହଲ୍‌ ଛକ ନିକଟସ୍ଥ ପଣ୍ଡା ଫର୍ନିଚର ଶୋ’ରୁମ୍‌ ଏବଂ ଉକ୍ତ ମାଲିକଙ୍କ ଅନ୍ୟ…

ପ୍ଲାଷ୍ଟିକ୍‌ ମୁକ୍ତହେବ ଇକୋ ସେନ୍‌ସିଟିଭ୍‌ ଜୋନ୍‌

ଢେଙ୍କାନାଳ ଅଫିସ, ୧୮।୧୧: ପ୍ଲାଷ୍ଟିକମୁକ୍ତ ହେବ ଢେଙ୍କାନାଳ ଜିଲାର ଇକୋ ସେନ୍‌ସିଟିଭ୍‌ ଜୋନ୍‌ (ସମ୍ବେଦନଶୀଳ ପରିବେଶ ଅଞ୍ଚଳ)। କପିଳାସ ଅଭୟାରଣ୍ୟ ସୀମାଠାରୁ ୫୦୦ ମିଟର ସମେତ ବିଭିନ୍ନ ସ୍ଥାନରେ ଘୋଷଣା କରାଯାଇଥିବା ମୋଟ ୧୩ କିଲୋମିଟର ଅଞ୍ଚଳକୁ ସଫାସୁତରା ରଖିବାକୁ ବନ…

ଆବର୍ଜନା ପାଇଁ ମିଳୁନି ଜାଗା

କେନ୍ଦୁଝର, ୧୮।୧୧ (ସ୍ବ.ପ୍ର.): ବର୍ଜ୍ୟବସ୍ତୁ ପରିଚାଳନାରେ କେନ୍ଦୁଝରଗଡ଼ ପୌରପାଳିକା ସମ୍ପୂର୍ଣ୍ଣ ବିଫଳ ହୋଇଥିବା ସଦର ବିଧାୟକ ମୋହନ ମାଝି ଅଭିଯୋଗ କରିଛନ୍ତି। ବୁଧବାର ସହରର ବିଭିନ୍ନ ମଇଳା ଆବର୍ଜନା ଜମା କରାଯାଉଥିବା ଅଞ୍ଚଳ ପରିଦର୍ଶନ କରି ସେ ଏହା କହିଛନ୍ତି। ଅନ୍ୟାନ୍ୟ…

ରେଳ ସଂଗ୍ରହାଳୟ ଲୋକାର୍ପିତ

ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ବାରିପଦାଠାରେ ବହୁ ପ୍ରତୀକ୍ଷିତ ଐତିହ୍ୟ ରେଳ ସଂଗ୍ରହାଳୟ ବୁଧବାର ଲୋକାର୍ପିତ ହୋଇଛି। ଦକ୍ଷିଣପୂର୍ବ ରେଲଓ୍ବେ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ଇଂ.ବିଶ୍ୱେଶ୍ୱର ଟୁଡୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

‘ଚାକିରି କରି ଭୁଲ୍‌ କରିଛି, ମୋତେ ଭିକ୍ଷା ଦିଅନ୍ତୁ ’

ଜଳେଶ୍ୱର, ୧୮।୧୧(ଡି.ଏନ୍‌.ଏ.) ମୁଁ ଚାକିରି କରି ଭୁଲ୍‌ କରିଛି, ମୋତେ ଭିକ୍ଷା ଦିଅନ୍ତୁ ବୋଲି କହି ଜଳେଶ୍ୱର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସମସ୍ତଙ୍କ ନିକଟରେ ନେହୁରା ହେଉଛନ୍ତି ଜଣେ ଅବସରପ୍ରାପ୍ତ କର୍ମଚାରୀ। ଚଳିତବର୍ଷ ଫେବୃୟାରୀରେ ବାଲେଶ୍ୱର ଜିଲାର ଜଳେଶ୍ୱର ତହସିଲ କାର୍ଯ୍ୟାଳୟରୁ…

ରାଜସ୍ବ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଭାଜପା ନେତାଙ୍କ ଅଣ୍ଡାମାଡ଼ ଘଟଣାରେ ଯୁବ ସଭାପତି ହେମ ରଞ୍ଜନ ବାରିକଙ୍କୁ ପୋଲିସ ଅଟକ ରଖିଛି ବୋଲି ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସୂଚନା ଦେଇଛନ୍ତି। ଅନ୍ୟମାନେ ଘଟଣା ପରେ ପଳାଇ…

କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୮ା୧୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଉପଜିଲାପାଳ ଅଫିସର ମୁଖ୍ୟ କିରାଣି ରମେଶ କୁମାର ନାଗଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ବଲାଙ୍ଗୀରସ୍ଥିତ ଶାନ୍ତିପଡ଼ା ଘର, ତାଲପାଲିପଡ଼ାର ପୈତୃକ ଘର ସହ ସୁବର୍ଣ୍ଣପୁର…

ପିପୁଲ୍ସ କଲେଜରେ ପହଞ୍ଚିଲେ ବିଶ୍ବବିଦ୍ୟାଳୟର ଦୁଇ ଜଣିଆ ଅନୁଧ୍ୟାନକାରୀ ଦଳ

ବୁଗୁଡ଼ା,୧୮।୧୧(ଡି.ଏନ୍‌.ଏ): ସ୍ଥାନୀୟ ପିପୁଲ୍ସ କଲେଜର ବର୍ଦ୍ଧିତ ସିଟ୍‌ ପାଇଁ ସ୍ଥାୟୀ ସ୍ବୀକୃତି ପ୍ରଦାନ ପରିପ୍ରେକ୍ଷୀରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ଦୁଇ ଜଣିଆ ଏକ ଅନୁଧ୍ୟାନକାରୀ ଦଳ ଗୁରୁବାର ସେଠାରେ ପହଞ୍ଚି ଅନୁଧ୍ୟାନ କରିଥିବା ଜଣାଯାଇଛି । ଉକ୍ତ ଦଳରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର…

ନିର୍ମାଣ ଶ୍ରମିକଙ୍କ ଆନ୍ଦୋଳନ

ରସୁଲପୁର, ୧୮।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱସ୍ଥ ମହିଳା ହାଟଠାରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ଆନ୍ଦୋଳନ କରିଛନ୍ତି। କରୋନାର ସ୍ବତନ୍ତ୍ର ଆର୍ଥତ୍କ ସହାୟତାର ଦ୍ୱିତୀୟ ଦଫାରୁ ବଞ୍ଚତ୍ତ ଶ୍ରମିକ ଏହି ଆନ୍ଦୋଳନ…

ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ନିରାଶ

ଯାଜପୁର ଅଫିସ, ୧୮।୧୧: ଯାଜପୁର ଜିଲା ବଡ଼ଚଣା ବ୍ଲକରେ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ହଇରାଣ ହରକତ ହେଉଛନ୍ତି। ଏଥିରେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ହିତାଧିକାରୀ ଅଧିକାଂଶ ସମୟରେ ଖାଲି ହାତରେ ଫେରୁଛନ୍ତି। ନିର୍ଦ୍ଧାରିତ ପ୍ରତି ମାସ…

ସମବାୟ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

ରାଜନଗର, ୧୮।୧୧(ଡି.ଏନ.ଏ.): ୫ଦଫା ଦାବି ନେଇ ରାଜନଗରବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ଓ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ୧୪ ତାରିଖରୁ ସମବାୟ କର୍ମଚାରୀମାନେ କଲମଛାଡ ଆନ୍ଦୋଳନ କରୁଥିବାରୁ ସମସ୍ତ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟକାର୍ଯ୍ୟନିର୍ବାହୀ…

ନିର୍ବାହୀ ଅଧିକାରୀଙ୍କୁ ତାଲା

ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ କରାଯିବା ସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ବ୍ଲକର କର୍ମଚାରୀମାନେ ପଞ୍ଚାୟତସ୍ତରରେ ଉପସ୍ଥିତ ରହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?