କ୍ଷତି ସହୁଛନ୍ତି ମକା ଚାଷୀ
ଚମ୍ପୁଆ,୭।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍ଏସି ଅନ୍ତର୍ଗତ ଗୋଧୂଳି ଗ୍ରାମ ମକା ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଛି। ଗୋଧୂଳି ଅଞ୍ଚଳ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ଧାନ ଚାଷ ଅପେକ୍ଷା ମକା ଚାଷକୁ ଏଠାକାର ଲୋକ ଗୁରୁତ୍ୱ ଦେଇଥାନ୍ତି।…
୨୧ ହଜାର ଟଙ୍କା ସହ ଧରାପଡ଼ିଲେ
ଝାରସୁଗୁଡା ଅଫିସ, ୬।୯: ଝାରସୁଗୁଡା ଟାଉନ ଥାନା ଅନ୍ତର୍ଗତ ପୁରୁଣାବସ୍ତି ଶୁଖୁଆ ଗୋଦାମ ନିକଟରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ସୋମବାର ଚଢାଉ କରି ୬ଜୁଆଡିଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ତେଲିଭଟାର ସୌରଭ ଅହମ୍ମଦ(୨୭), ପାୱାର…
ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଜଗର ସାପ
କୋକସରା,୬।୯(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ କୁସୁମଖୁଣ୍ଟି ଇନ୍ଦ୍ରାବତୀ ସହାକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୋମବାର ଏକ ଅଜଗର ସାପକୁ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ, ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଝରକାରେ ସାଢ଼େ ପାଞ୍ଚଫୁଟ ଲମ୍ବର ଏକ ଅଜଗର ସାପ ଓହଳି ରହିଥିବା…
ବର୍ଷା ଅଭାବରୁ ପୁଣି ଜୀବନ ହାରିଲେ ଆଉ ଜଣେ ଚାଷୀ: ୪ ଦିନ ଭିତରେ ୨ ଜଣଙ୍କ ଆତ୍ମହତ୍ୟା
ବଲାଙ୍ଗୀର ଅଫିସ,୬।୯: ବଲାଙ୍ଗୀର ଜିଲାରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପାଟଣାଗଡ ବ୍ଲକ ଭାଲୁଜୁରି ଗାଁର ଚାଷୀ ଯୁଧିଷ୍ଠିର ଭୋଇ (୪୦) ମରୁଡି ପରିସ୍ଥିତି ଦେଖା ଦେବାରୁ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ…
କଖାରୁ ବୋଝେଇ କ୍ୟାଣ୍ଟରରୁ ୧୮ ବସ୍ତା ଗଞ୍ଜେଇ ଜବତ
କେସିଙ୍ଗା,୬।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ଅଣ୍ଡର ବ୍ରିଜ ନିକଟରୁ ୧୮ ବସ୍ତା ୨୮୧ ପ୍ୟାକେଟ ଗଞ୍ଜେଇ ଜବତ ହୋଇଥିବା ବେଳେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ରବିବାର ଏକ କଖାରୁ ବୋଝେଇ କ୍ୟାଣ୍ଟର ରାୟଗଡ଼ାରୁ ଉତ୍ତରପ୍ରଦେଶର ଗାଜିଆବାଦ…
ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି
କର୍ଲାମୁଣ୍ଡା,୬।୯(ଡି.ଏନ.ଏ.): କଳାହାଣ୍ଡି ଜିଲ କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ସହ କୃଷି ଋଣ, ଜଳକର ଛାଡ଼, ଓ ତେଲନଦୀ ଠାରେ ବୃହତ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ଦାବି ହୋଇଛି। ଏ ନେଇ ରିଷିଡା ଗ୍ରାମ୍ୟ…
ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି
ଢେଙ୍କାନାଳ, ୬।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବାକୁ ଦାବି ହୋଇଛି । ସାମାଜିକ ସଂଗଠନ ଆମ ହିନ୍ଦୋଳ ପକ୍ଷରୁ ବ୍ଲକର କୃଷକମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ଉଦୟ କୁମାର ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ…
ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ, ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ
ପାଟଣା,୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ସାହୁ କମ୍ପ୍ଲେକ୍ସ ଭିତରୁ ଏସ୍ବିଆଇର ଏଟିଏମ୍କୁ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଭାଙ୍ଗି ଲୁଟ୍ ଉଦ୍ୟମ କରିଛନ୍ତି। ସୋମବାର ସକାଳୁ କିଛି…
ମହିଳାଙ୍କୁ ନିର୍ମମ ହତ୍ୟା, ୪ ଅଟକ
ରେଢ଼ାଖୋଲ,୬ା୯(ଡି.ଏନ୍.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଲଇଣ୍ଡାମାଳ ଗ୍ରାମରେ ରବିବାର ରାତିରେ ବନିତା ମିର୍ଦ୍ଧା (୩୦) ନାମକ ଜଣେ ମହିଳାଙ୍କୁ ତାଙ୍କ ଘର ଅଗଣାରେ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଖବରପାଇ ରେଢ଼ାଖୋଲ ଏସ୍ଡିପିଓ ପ୍ରଶାନ୍ତ କୁମାର ମେହେର,ଥାନା ଅଧିକାରୀ…
ଫେସବୁକ୍ରେ ଫେକ୍ ଆକାଉଣ୍ଟ ଖୋଲି ନାବାଳିକାଙ୍କ ଅଶ୍ଳୀଳ ଫଟୋ ଛାଡ଼ିଲେ ଦୁଇ ଯୁବକ, ଆଉ ତା’ ପରେ
ପାଟଣା,୬ା୯(ସ୍ବ.ପ୍ର.): ଫେସବୁକ୍ରେ ଫେକ୍ ଆକାଉଣ୍ଟ ଖୋଲି କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଜଣେ ନାବଳିକାଙ୍କୁ ଅଶ୍ଳୀଳ ମେସେଜ ସହ ନାବାଳିକାଙ୍କ ଫଟୋକୁ ଏଡିଟ୍ କରି ଫେସବୁକ୍ରେ ଛାଡ଼ିବା ଦୁଇ ଯୁବକଙ୍କୁ ମହଙ୍ଗା ପଡ଼ିଛି। ନାବାଳିକାଙ୍କ ବାପାଙ୍କ ନାମରେ ଫେକ୍ ଆକାଉଣ୍ଟ ଖୋଲି…
କର୍ମ ନିଯୁକ୍ତି ଭିତ୍ତିଭୂମି ନାହିଁ
କେନ୍ଦ୍ରାପଡ଼ା ଅଫିସ,୬।୯: ସପ୍ତାହକ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ରାଜକନିକା ଥାନା ଅଞ୍ଚଳରେ ୪ ଲୁଟ୍ ଘଟଣା ଘଟିଛି। କାଟଣା ଅଞ୍ଚଳର ଜଣେ ଛାତ୍ରୀଙ୍କ ମୋବାଇଲକୁ ୨ ଦୁର୍ବୃତ୍ତ ବାଇକ୍ରେ ଆସି ଛଡାଇ ନେଇଛନ୍ତି। ୧ ତାରିଖରେ ଅଶୋକ ବଜାରରେ ରହୁଥିବା ଅବସରପ୍ରାପ୍ତ…
କ୍ଲିନିକ୍ ସିଲ୍ କରି ଚୁପ୍ ବସିଛି ପ୍ରଶାସନ
ନୟାଗଡ଼ ଅଫିସ,୬।୯: ପଞ୍ଜୀକରଣ ନ ଥାଇ ନୟାଗଡ଼ ଜିଲା ଖଣ୍ଡପଡ଼ା ସହରର ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ବାଲାଜୀ କ୍ଲିନିକ୍ ପ୍ରାୟ ୮ମାସ ହେଲା ବେଆଇନ ଭାବେ ଚାଲୁ ଥିଲା । ହେଲେ ସେହି କ୍ଲିନିକ୍ ଉପରେ ଚଢ଼ାଉ କରାଯାଉ ନ ଥିଲା…

