ଅଗ୍ନି ବିପନ୍ନଙ୍କୁ ସହାୟତା
ଭଣ୍ଡାରିପୋଖରୀ, ୧୦।୬(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଣିନାଥପୁର ଗ୍ରାମର ଅଗ୍ନିବିପନ୍ନ ପରିବାର ରବୀନ୍ଦ୍ର ସାମଲଙ୍କୁ ଭଣ୍ଡାରିପୋଖରୀ ବ୍ଲକ କଂଗ୍ରେସ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି।ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ସୁବ୍ରତ ଦାସଙ୍କ ନେତୃତ୍ୱରେ ବ୍ଲକ କଂଗ୍ରେସ ସଭାପତି ରଜନୀ...
ରାସ୍ତାପାର୍ଶ୍ୱରୁ ଗଛକଟା, ଭେଣ୍ଡିଂ ଜୋନ୍କୁ ନେଇ ପ୍ରଶାସନ-ଅଞ୍ଚଳବାସୀ ମୁହାଁମୁହିଁ
ଗଞ୍ଜାମ,୧୦ା୬(ଡି.ଏନ୍.ଏ.): ଗଞ୍ଜାମ ସହରରେ ୫ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଜବରଦଖଲ କାର୍ଯ୍ୟ ବୁଧବାର ପୂର୍ବାହ୍ନରେ ସହରାଞ୍ଚଳର ସାନବଜାର ମାଛ ମର୍କେଟଠାରେ ଚାଲିଥିବା ବେଳେ ସହରବାସୀ ଏହାକୁ ବିରୋଧ କରିଥିଲେ। ଗଞ୍ଜାମ ସହରରେ ପ୍ରତିବର୍ଷ ଐତିହାସିକ ଦୋଳଯାତ୍ରା ଆୟୋଜିତ ହେଉଥିବା...
ମହୁମାଛି ଆକ୍ରମଣରେ ଯୁବକଙ୍କ ପ୍ରାଣଗଲା, ୨ ଗୁରୁତର
କପ୍ତିପଦା,୧୦ା୬(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମାଙ୍କଡ଼ପଡ଼ା ପଞ୍ଚାୟତ ଅନ୍ତର୍ଗତ ଚେମଚଟା ଗ୍ରାମରେ ମଙ୍ଗଳବାର ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିତ୍ବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଜଙ୍ଗଲକୁ ମହୁ ସଂଗ୍ରହ କରିବାକୁ ଯାଇ...
ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ସୁରକ୍ଷା: ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ
ବଅଁରପାଳ,୧୦।୬(ଡି.ଏନ୍.ଏ.): ଲାଭଦାୟକ ସଂସ୍ଥା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କମ୍ପାନୀଗୁଡ଼ିକୁ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ମସୁଧା କରୁଛନ୍ତି। ଏହାର ବିରୋଧରେ ଭାରତୀୟ ମଜଦୁର ସଂଘ ପକ୍ଷରୁ ବୁଧବାର ବିକ୍ଷୋଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଅନୁଗୋଳ ଜିଲା ନାଲ୍କୋ ଆଲୁମିନିୟମ...
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢ଼ାଉ: ୭ ଜୁଆଡ଼ି ଗିରଫ: ୯୫ ହଜାର ୪୮୫ ଟଙ୍କା ଜବତ
କଣ୍ଟାବାଞ୍ଜି,୧୦।୬(ଡି.ଏନ୍.ଏ.): ବଲାଙ୍ଗୀର ପୋଲିସ ଅଧୀକ୍ଷକ ସନ୍ଦିପ ସମ୍ପଦ ମଡକରଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ରାତିରେ କଣ୍ଟାବାଞ୍ଜିର ଏକ ଜୁଆ ଆଡ୍ଡାରେ ପୋଲିସ ଅଚାନକ ଚଢ଼ାଉ କରିଥିଲା। ଏଥିରେ ୭ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହିତ ୭ଟି ମୋବାଇଲ ଫୋନ୍, ନଗଦ...
ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ
କେନ୍ଦ୍ରାପଡ଼ା ଅଫିସ,୧୦ା୬: କେନ୍ଦ୍ରାପଡ଼ା ଜିଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ତଥା ବରିଷ୍ଠ ସାମାଜିକକର୍ମୀ ନକୁଳ ଚରଣ ଦାସ(୯୪)ଙ୍କର ବାର୍ଦ୍ଧକ୍ୟ ଜନିତ କାରଣରୁ ବୁଧବାର ପରଲୋକ ଘଟିଛି। ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାପଡ଼ା ସହର ନିକଟ ସୁଜାନଗର ବାସଭବନରେ ତାଙ୍କୁ...
ମଦ, ଜୁଆ ଆଡ୍ଡା ଉପରେ ଚଢ଼ାଉ: ୭୦ ହଜାର ଜବତ
ଛତ୍ରପୁର,୧୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ପକ୍ଷରୁ ପୋଲିସର ଧରପଗଡ଼ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଦି ନ ଥିବା ଅମାନିଆଙ୍କଠାରୁ ୩୭ ହଜାର ୭୦୦ ଟଙ୍କା ଜରିମାନା ଆଦାୟ ହୋଇଛି...
ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ମାସ୍କ, ୫ ହଜାର ଟଙ୍କା
ପୁରୀ ଅଫିସ, ୧୦।୬: ଶ୍ରୀମନ୍ଦିର ସେବାୟତମାନେ କରୋନା ସଂକ୍ରମଣଠାରୁ କିପରି ଦୂରେଇ ରହିବେ ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି। କରୋନା ସଚେତନତା ଶିବିରଠାରୁ ଆରମ୍ଭକରି ସେବାୟତଙ୍କ କୋଭିଡ୍ ଟେଷ୍ଟ ଏବଂ ସଙ୍ଗରୋଧରେ...
କୋଭିଡ୍-୧୯ ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
ବ୍ରହ୍ମପୁର ଅଫିସ,୧୦ା୬: ଏମ୍କେସିଜି ମେଡିକାଲ କାଜୁଆଲଟି ପରିସରରେ ବୁଧବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମେଡିକାଲରୁ ଜଣେ କରୋନା ପଜିଟିଭ୍ ରୋଗୀଙ୍କୁ ନେଇ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରିବା ପାଇଁ ଯାଉଥିବା କୋଭିଡ୍-୧୯ ଆମ୍ବୁଲାନ୍ସ ନମ୍ବର ଓ ଆର ୦୭...
ଲକ୍ଡାଉନ୍ ସମୟରେ ରୋଜଗାର ମାନ୍ଦା: ଋଣଛାଡ଼ ପାଇଁ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ଦାବିପତ୍ର
କେସିଙ୍ଗା,୧୦।୬: କଳାହାଣ୍ଡି ଜିଲା କେସିଙ୍ଗା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ସ୍ଥିତ ଭମରମାଲ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରାୟ ୫୦ଜଣ ମହିଳା ବନ୍ଦନା, ମହାଶକ୍ତି, ସୂର୍ଯ୍ୟୋଦୟ, ଫଲର୍ଟନ, ଗ୍ରାମୀଣକୋଟା, ମାଇକ୍ରୋଫାଇନାନ୍ସ କମ୍ପାନୀଠାରୁ ଋଣ ଆଣିଛନ୍ତି। ମାତ୍ର କରୋନା କଟକଣା...
ଗୋଟିଏ ଦିନରେ ଜଗତସିଂହପୁରରେ ୩୩ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଲା
ଜଗତସିଂହପୁର ଅଫିସ,୧୦ା୬: ବୁଧବାର ଜଗତସିଂହପୁର ଜିଲାରେ ସର୍ବାଧିକ ୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଛି। ତେବେ ଏଥିମଧ୍ୟରୁ ୬୮ଜଣ ସୁସ୍ଥ ହୋଇଥିବା ବେଳେ ଅବଶିଷ୍ଟ ୬୨ଜଣ...
ରାୟଗଡ଼ାରେ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: କ୍ୱାରାଣ୍ଟାଇନ ସେଣ୍ଟର, ମିନି ମେଡିକାଲ କଲୋନୀ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ରାୟଗଡ଼ା,୧୦।୬: ରାୟଗଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି କ୍ରମରେ ବୁଧବାରି ଜିଲାରୁ ୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଜିଲାର ପ୍ରଥମ ଆକ୍ରାନ୍ତ ଦିଲ୍ଲୀ ଫେରନ୍ତା ଯୁବତୀଙ୍କ...
Archives


