ଆମ ଜିଲା ଖବର

ସିବିଏସ୍‌ଇ ଦଶମ ପରୀକ୍ଷାରେ ବିକାଶର ବାଜିମାତ୍‌: ସମ୍ବ୍ରିଦ୍ଧି ପାଣିଗ୍ରାହୀ ଟପ୍ପର

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବାଜିମାତ୍‌ କରିଛନ୍ତି। ବିଦ୍ୟାଳୟର ୨୯ଜଣ ଛାତ୍ରୀଛାତ୍ର ୯୫, ୮୮ଛାତ୍ରୀଛାତ୍ର ୯୦ ଏବଂ ୧୭୩ ଛାତ୍ରୀଛାତ୍ର ୮୦ରୁ ଊର୍ଦ୍ଧ୍ୱ ପ୍ରତିଶତ ମାର୍କ ରଖିଛନ୍ତି। ସମ୍ବ୍ରିଦ୍ଧି ପାଣିଗ୍ରାହୀ ୯୯.୨ ପ୍ରତିଶତ…

ରେକର୍ଡ ରଚିଲେ ଇଶିକା, ସଂସ୍କୃତି: ସିବିଏସ୍‌ଇ ପରୀକ୍ଷାରେ ସଂସ୍କାର ସ୍କୁଲର ସଫଳତା

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାରେ ବରଗଡ଼ସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ବିଦ୍ୟାଳୟର ଇଶିକା ଅଗ୍ରୱାଲ ଓ ସଂସ୍କୃତି ଜୈନ ୯୯.୨ ପ୍ରତିଶତ ଲେଖାଏ ମାର୍କ ରଖି ରେକର୍ଡ ରଚିଛନ୍ତି ବୋଲି ସ୍କୁଲ କର୍ତ୍ତୃପକ୍ଷ…

ସତ କୋକେଇରେ ମିଛ ଶବ: କାନ୍ଦ ବୋବାଳିରେ ଗାଁ ଦାଣ୍ଡ ଫାଟିଲା: ପୂରା ଘଟଣା ଜାଣିଲେ…

ଧାମନଗର,୧୭।୪(ଦେବେନ୍ଦ୍ର ଆନ୍ଦିଆ):ମଣିଷ ବଞ୍ଚତ୍ଥିବା ଯାଏ ଆଶା ମରେନାହିଁ, କିନ୍ତୁ କିଛି ଆଶା ଯେତେବେଳେ ନିରାଶାରେ ପରିଣତ ହୁଏ, ସେତେବେଳେ ସମୟ ବି ଦୁଃଖର ବୋଝ ଲଦି ଦିଏ। ସତରେ କୋକେଇ ବନ୍ଧା ହେଲା, ସାହି ଭାଇ ପରିବାର ଓ ପ୍ରିୟଜନ ମିଛି…

ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ଧରାପଡ଼ିଲେ ନାବାଳିକା

ପୁରୀ,୧୭ା୪(ଅଜିତ୍‌ କୁମାର ମହାନ୍ତି):ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ଗୁରୁବାର ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍‌ ଦ୍ୱାରା ଭିଡିଓ ଏବଂ ଫଟୋ ଉତ୍ତୋଳନ କରୁଥିବାବେଳେ ଜଣେ ନାବାଳିକା(୧୫) ସୁରକ୍ଷା କର୍ମଚାରୀଙ୍କ ହାତରେ ଧରାପଡ଼ିଛନ୍ତି। ସେ ତେଲଙ୍ଗାନା ହାଇଦ୍ରାବାଦରୁ ଆସିଥିଲେ…

ସାପ ନେଲା ମେଧାବୀ ଛାତ୍ରୀଙ୍କ ଜୀବନ

ଗୁଣପୁର,୧୬l୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ ଅଧୀନ କୁଜେନ୍ଦ୍ରି ଗ୍ରାମରେ ଅବସ୍ଥାପିତ ସଂଗ୍ରାମୀ ବିଶ୍ୱନାଥ ପଟ୍ଟନାୟକ ବାଇରୁ ଗମାଙ୍ଗ ଶିଶୁ ସଦନ କନ୍ୟାଶ୍ରମରେ ପଢ଼ୁଥିବା ଜଣେ ଛାତ୍ରୀଙ୍କ ସପକାମୁଡ଼ାରେ ମୃତ୍ୟୁ ଘଟିଛି। ସେ ହେଲେ ଡିମ୍ପଲ ମେଲକା। ଝିଅକୁ ସାପ…

୧୭ ବର୍ଷରୁ କମ୍‌ ବାଳିକା କ୍ରିକେଟ ଖେଳିବେ ସାଇ ପ୍ରତୀକ୍ଷା

ହାଟଡିହୀ,୧୬l୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଛାତ୍ରୀ ସାଇ ପ୍ରତୀକ୍ଷା ଜେନା ୧୭ ବର୍ଷରୁ କମ ବାଳିକା କ୍ରିକେଟ ଖେଳିବା ପାଇଁ ଚୟନ ହୋଇଛନ୍ତି l ସାଇ ପ୍ରତୀକ୍ଷା ଦଶମ ଶ୍ରେଣୀର ଛାତ୍ରୀ ହୋଇଥିବା ବେଳେ…

କଳବଳ କରୁଛି ଅସହ୍ୟ ଖରା

ରିଷିଡ଼ା,୧୬ା୪(ସୁଶାନ୍ତ ମଲ୍ଲିକ): ଗତ କିଛିଦିନ ହେଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଏଠାରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ପ୍ରବଳ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାର ପ୍ରଭାବ ରିଷିଡା, ଗଜବାହାଲ, ପୌରକେଲା, ରାଜପୁର,…

ନର୍ଲା ବିଧାୟିକାଙ୍କ ସ୍ୱାମୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ,୧୬।୪: ନର୍ଲା ବିଧାୟିକାଙ୍କ ସ୍ୱାମୀ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ହାଇକୋର୍ଟ ଦୁର୍ଗା ପ୍ରସାଦଙ୍କୁ ୬ ସପ୍ତାହ ପାଇଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ନର୍ଲା ତହସିଲଦାରଙ୍କୁ ହତ୍ୟା ଧମକ ଦେଇ ବିବାଦରେ ପଡିଥିଲେ ଦୁର୍ଗା ପ୍ରସାଦ।

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ, ୪ ଗିରଫ, ୨ ଯୁବତୀ ଉଦ୍ଧାର

ଭଦ୍ରକ,୧୬।୪: ଭଦ୍ରକ ସହରରୁ ଗୁରୁବାର ଏକ ବଡ଼ ଧରଣର ସେକ୍ସ ରାକେଟ ଠାବ୍‌ ହୋଇଛି। ସେକ୍ସ ରାକେଟରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ୨ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ, ସହରର ରାଜଘାଟ ବ୍ରିଜ ଏବଂ…

ବିଶ୍ୱ ଶାନ୍ତି ମହାଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ, ସିସିଟିଭି ନଜରରେ ଯଜ୍ଞସ୍ଥଳ ଓ ମିନା ବଜାର

ଗଞ୍ଜାମ,୧୬।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତି ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ବିଶ୍ୱ ଶାନ୍ତି ମହାଯଂଜ୍ଞ ଅନୁଷ୍ଠିତ ହେବ । ଏହି ଯଜ୍ଞ ଆସନ୍ତା ୨୨…

ଆଜିଠୁ ଆରମ୍ଭ ହେଲା ଘରକୁ ଘର ବୁଲି ଜନଗଣନା, ବୁଲିବୁଲି ଘର ନଂ ପ୍ରକାଇଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୪(ଦିଲ୍ଲୀପ ସାମଲ) : ଏପ୍ରିଲ ୧ ରୁ ଆରମ୍ଭ ହୋଇଯାଇଛି ଡିଜିଟାଲ ଜନଗଣନା ୨୦୨୭ । ପ୍ରଥମେ ଏପ୍ରିଲ ୧ ରୁ ୧୫ ତାରିଖ ପ୍ରର୍ଯ୍ୟନ୍ତ ସ୍ୱ-ଜନଗଣନା ହୋଇଥିଲା । ଏହାପରେ ଗୁରୁବାରଠୁ ତଥା ଏପ୍ରିଲ ୧୬ ରୁ ମେ ୧୫…

ଫୁଟବଲ୍ ପଡିଆରେ ଚାଲିଥିଲା କଫ ସିରପ କାରବାର, ମାଡି ବସିଲା ବରଗଡ଼ ପୋଲିସ୍

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ ସଫଳତା । କଫ୍ ସିରପ କାରବାର ବେଳେ ମାଡିବସିଲା ପୋଲିସ । ବେହେରା ଫୁଟବଲ ପଡିଆରେ ଏହି କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢାଉ କରିଥିଲା। ଚଢାଉ ସମୟରେ ୯୬୦ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?