କ୍ୱାରାଣ୍ଟାଇନ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଜୀବନ ଗଲା
ଭଦ୍ରକ ଅଫିସ, ୧୦।୬: ଭଦ୍ରକ ଜିଲା ଭଦ୍ରକ ବ୍ଲକ କୋର୍କୋରା ଗ୍ରାମ କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରାଧାଶ୍ୟାମ ପାଣି। ମଙ୍ଗଳବାର ରାତିରେ ରାଧାଶ୍ୟାମ କାର ଯୋଗେ କୋଲକାତାରୁ...
୪୮ ଘଣ୍ଟା ଲାଗି ୩ ଗ୍ରାମ ଶଟ୍ଡାଉନ
ଜଟଣୀ,୧୦ା୬(ଡି.ଏନ୍.ଏ.): ଜଟଣୀ ବ୍ଲକ ଅଞ୍ଚଳରେ ଜଣେ ଦୋକାନୀ କରୋନା ସଂକ୍ରମିତ ହେବା ପରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳକୁ ଶଟ୍ଡାଉନ୍ ଓ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଚିହ୍ନଟ ବ୍ୟକ୍ତିଙ୍କ ଘର ଏହି ବ୍ଲକ ପଦନପୁର ପଞ୍ଚାୟତର ବଡ଼ତୋଟା ଗ୍ରାମରେ...
ଜେଲରେ ବ୍ୟାପୁଛି କରୋନା
କଟକ ଅଫିସ,୧୦ା୬: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପିରିକି ଜେଲ୍ରେ ମଧ୍ୟ ସଂକ୍ରମଣ ବ୍ୟାପୁଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ୨ ଓ ରାଉରକେଲା ଉପ କାରାଗାରରେ ୬ ଜଣ ବିଚାରାଧୀନ କଏଦୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଗୋଷ୍ଠୀ ସଂକ୍ରମଣକୁ...
ରଥଯାତ୍ରା ବାତିଲ ପାଇଁ ଜନସ୍ବାର୍ଥ ମାମଲା: ‘ସ୍ଥିତି ଦେଖି ନିଷ୍ପତ୍ତି ନିଅନ୍ତୁ ସରକାର’
କଟକ ଅଫିସ,୧୦ା୬: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଚଳିତ ବର୍ଷ ରଥଯାତ୍ରା ସ୍ଥଗିତ ରଖିବାକୁ ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାର ମଙ୍ଗଳବାର ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ଓ ବିଚାରପତି ଜଷ୍ଟିସ ବିଶ୍ୱଜିତ ମହାନ୍ତିଙ୍କୁ ନେଇ...
ଗୁଣିଗାରେଡି ସନ୍ଦେହରୁ ମଝିଆ ଭାଇଙ୍କୁ ହତ୍ୟା, ଗ୍ରାମବାସୀଙ୍କ ଆକ୍ରମଣରେ ସାନ ଭାଇ ଗୁରୁତର
ସିନାପାଲି,୧୦।୬(ଡି.ଏନ୍.ଏ.)-ନୂଆପଡା ଜିଲା ସିନାପାଲି ଥାନା ଅନ୍ତର୍ଗତ ଝାରବନ୍ଧ ପଞ୍ଚାୟତ ନାଗଝର ଗାଁରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି। ଗୁଣିଗାରେଡିକୁ କେନ୍ଦ୍ର କରି ୨ ଭାଇଙ୍କୁ ଗ୍ରାମବାସୀ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ମଝିଆ ଭାଇ ଦେବାନନ୍ଦ ଘିଭେଲା (୬୦) ମୃତ୍ୟୁ...
‘ନନ୍ଦିନୀ ଥିଲେ ସାଲିସବିହୀନ ନେତ୍ରୀ’
ଢେଙ୍କାନାଳ ଅଫିସ, ୧୦।୬ – ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ସମାରୋହ ଢେଙ୍କାନାଳ ଜୟଗୋପାଳ ସାହିସ୍ଥିତ ଅଦ୍ୱୈତ ଭବନ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି। ନନ୍ଦିନୀ ଜଣେ ସାଲିସବିହୀନ ନେତ୍ରୀ...
ନାମ ଲେଖା ନେଇ ବଢ଼ୁଛି ଚିନ୍ତା
ଅନୁଗୋଳ ଅଫିସ, ୧୦।୬ – ଜୁନ୍ ୮ରୁ ଜୁଲାଇ ୧୫ ମଧ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ନାମ ଲେଖାଯିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ପରେ ଏବେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନୁଗୋଳ ଜିଲା ଶିକ୍ଷା ଅଧିକାରୀଙ୍କ...
‘ଯାଯାବର’କୁ ହତାଦର
ଢେଙ୍କାନାଳ ଅଫିସ, ୧୦।୬ – ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହିତ କରିବାକୁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଯାଯାବର’। ଏହାର ଉଦ୍ଦେଶ୍ୟ ଥିଲା ଏକ ବର୍ଣ୍ଣାଢ଼୍ୟ ପରିବେଶରେ ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ସାମୟିକ ରହଣି ବ୍ୟବସ୍ଥା ସହ ସର୍ବୋତ୍ତମ ଆତିଥ୍ୟ...
ମହାସିଙ୍ଗିବାସୀଙ୍କ ଭରସା ଚୁଆପାଣି
ବାଲିଗୁଡା,୧୦। ୬(ଡି.ଏନ୍.ଏ.)- ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ କନ୍ଧମାଳ ଜିଲାର ବିଭିନ୍ନ ଦୁର୍ଗମ ଅଞ୍ଚଳ ଓ ଗ୍ରାମାଞ୍ଚଳରେ ପାଣି ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି ସମସ୍ୟା ଦେଖିବାକୁ ମିଳିଛି...
ଚୋରା ମହୁଲ ବୋଝେଇ ଟ୍ରକ ଜବତ
କେନ୍ଦୁଝର, ୧୦ା୬ (ସ୍ବ.ପ୍ର.)-କେନ୍ଦୁଝର ଅବକାରୀ ସ୍କ୍ବାଡ ମଙ୍ଗଳବାର ଏକ ଚୋରା ମହୁଲ ବେଝେଇ ଟ୍ରକ ଜବତ କରିଛି। ଅବକାରୀ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଟ୍ରକରେ ଲୋଡ ହୋଇଥିବା ୪ଶହ ବସ୍ତା(ଆନୁମାନିକ ୧୬୦ କ୍ୱିଣ୍ଟାଲ) ମହୁଲ...
ବାଇପାସ୍ ଛକରେ ସ୍ଥାପନ ହେବ କାନ୍ତକବିଙ୍କ ପ୍ରତିମୂର୍ତ୍ତି ଓ ଉଦ୍ୟାନ
ଭଦ୍ରକ ଅଫିସ, ୧୦ା୬- ଭଦ୍ରକ ମାଟିର ମହକ ତଥା ଓଡ଼ିଶାର ଗର୍ବ ଓ ଗୌରବ, ରାଜ୍ୟ ସଂଗୀତର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ମଙ୍ଗଳବାର ସ୍ଥାନ ପରିଦର୍ଶନ କରିଛନ୍ତି ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ। ଆଗାମୀ...
‘ମହୀୟସୀ ନନ୍ଦିନୀ ଦେବୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ’
ଭଦ୍ରକ ଅଫିସ,୧୦ା୬-ମଙ୍ଗଳବାର ଭଦ୍ରକ ‘ଧରିତ୍ରୀ’ ଜିଲା କାର୍ଯ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ପାଳିତ ହୋଇଯାଇଛି। କରୋନା କଟକଣା କାରଣରୁ ନନ୍ଦିନୀ ଦେବୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା। ବିଧାୟକ ସଞ୍ଜୀବ କୁମାର ମଲ୍ଲିକ...
Archives


