ଆମ ଜିଲା ଖବର

ସମଲିଙ୍ଗୀ ଯୌନ ସମ୍ପର୍କ: ଅଧ୍ୟାପକ ଗିରଫ

ଯାଜପୁର ଟାଉନ,୩୧।୮(ଡି.ଏନ.ଏ): ଛାତ୍ରଙ୍କୁ ସମଲିଙ୍ଗୀ ଯୌନ ସମ୍ପର୍କ ପାଇଁ ନିବେଦନ କରି ଗିରଫ ହୋଇଛନ୍ତି ଜଣେ ଅଧ୍ୟାପକ। ସେ ହେଲେ ସ୍ଥାନୀୟ ଏକ କଲେଜର ରାଜନୀତି ବିଜ୍ଞାନ ମୁଖ୍ୟ ଅଧ୍ୟାପକ ନିରଞ୍ଜନ ପଣ୍ଡା। ଅଧ୍ୟାପକ ଜଣକ ବିଭିନ୍ନ ଛାତ୍ରଙ୍କୁ ଫୋନ୍‌, ହ୍ବାଟ୍‌ସଆପ୍‌…

ଚିନ୍ତା ବଢ଼ାଉଛି ଟ୍ରାଫିକ ସମସ୍ୟା

୧୯୬୪ ମସିହାରେ ବାଲେଶ୍ୱର ସଦର ମହକୁମାର କେତେକ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା ବାଲେଶ୍ୱର ପୌରାଞ୍ଚଳ। ୧୯୯୨ ମସିହା ପର୍ଯ୍ୟନ୍ତ ଏହି ପୌରାଞ୍ଚଳରେ ୨୬ ଟି ୱାର୍ଡ ଥିବାବେଳେ ଏବେ ୱାର୍ଡ ସଂଖ୍ୟା ୩୧ରେ ପହଞ୍ଚିଛି। ୨୦୧୮ ନଭେମ୍ବରରୁ ନିର୍ବାଚିତ ପ୍ରତିନିଧିଙ୍କର…

୧୫୪ ବର୍ଷରେ ବ୍ରହ୍ମପୁର ପୌରସଂସ୍ଥା

୧୮୬୭ ମସିହାର କଥା। ସେ ସମୟରେ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା ଗଞ୍ଜାମ ଜିଲା। ସେହିବର୍ଷ ପ୍ରତିଷ୍ଠିତ ହୋଇଥିଲା ବ୍ରହ୍ମପୁର ପୌରସଂସ୍ଥା। ୧୫୪ ବର୍ଷର ଏହି ସ୍ବାୟତ୍ତ ଶାସନ ସଂସ୍ଥା ୧୨ ବର୍ଷ ତଳେ ମହାନଗର ନିଗମରେ ପରିଣତ ହୋଇଛି। ଅତୀତରେ…

୬ ପରିବାର ୭ବର୍ଷ ହେଲା ବିତାଡ଼ିତ

ଖୋର୍ଦ୍ଧା ଅଫିସ,୩୧।୮: ମାନବବାଦ ସଙ୍ଗଠନ ନଁାରେ ତାଲିବାନୀ ଶାସନ ଚଳାଇଥିବା ତଥାକଥିତ ଗୁରୁଜୀ ମାନସ ଦାସଙ୍କ ବିରୋଧରେ ଅଭିଯୋଗର ଫର୍ଦ୍ଦ ଲମ୍ବିବାରେ ଲାଗିଛି। ସଙ୍ଗଠନ ନଁାରେ ଗୋଟିଏ ପରେ ଗୋଟିଏ ଗୁମର ଫିଟିବାରେ ଲାଗିଛି। ସଙ୍ଗଠନର ଅତ୍ୟାଚାର ସହି ନ ପାରି…

ଆଶା କମ୍‌, ନିରାଶା ଅଧିକ

ଅନୁଗୋଳ ଅଫିସ, ୩୧ା୮ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ଭାବେ ହଜାରେ ତଳେ ରହୁଛି। ଟିକାକରଣ ଟାର୍ଗେଟ୍‌ ମଧ୍ୟ ବଢ଼ାଯାଇଛି। ଧୀରେ ଧୀରେ ଜୀବନ ଜୀବିକା ପୂର୍ବ ଗତିପଥକୁ ଫେରୁଥିବାବେଳେ ଉତ୍ସାହ ଭରିବାକୁ ପୂଜା…

ସୌନ୍ଦର୍ଯ୍ୟକରଣ ସରିଲେ ଶ୍ରେଷ୍ଠ ସ୍ଥାନ

ଅନୁଗୋଳ ଅଫିସ, ୩୧ା୮ ଆଖି ଝଲସାଇ ଦେବ ଅନୁଗୋଳ ସହର। କୌଣସି ମେଟ୍ରୋ ସିଟିଠାରୁ ସୌନ୍ଦର୍ଯ୍ୟରେ ଏହା କମ୍‌ ଦିଶିବନି। ପରିମଳଠାରୁ ଆଲୋକୀକରଣ, ଅତ୍ୟାଧୁନିକ ପାର୍କ ନିର୍ମାଣ, ଶୌଚାଳୟ, ହେଲ୍‌ଥ କରିଡର, ଫୁଡ୍‌ କୋର୍ଟ, ସେଲ୍‌ଫି ପଏଣ୍ଟର ନିର୍ମାଣ ଶେଷ ହେଲେ…

ବୁଲିବାକୁ ଆସି ସମୁଦ୍ରରେ ଭାସିଗଲେ ବଙ୍ଗୀୟ ପର୍ଯ୍ୟଟକ

ଭୋଗରାଇ,୩୦।୮(ଡି.ଏନ.ଏ.): ଜଣେ ବଙ୍ଗୀୟ ପର୍ଯ୍ୟଟକ ସୋମବାର ଅପରାହ୍ନରେ ବାଲେଶ୍ୱର ସ୍ଥିତ ଓଲ୍ଡ ଦୀଘା ସମୁଦ୍ରକୂଳ ଜୁଆର ପାଣିରେ ଭାସି ଯାଇଛନ୍ତି। ସାଥୀଙ୍କ ସହିତ ସମୁଦ୍ରରେ ଖେଳୁଥିବା ବେଳେ ଏହି ଘଟଣା ଘଟିଛି। ସେ ହେଲେ ପଶ୍ଚିମବଙ୍ଗ ହାଓ୍ବଡ଼ା ଅଞ୍ଚଳର ସୈକତ ଦତ୍ତ(୧୬)।…

ଓଡ଼ିଆ ଝିଅ ପାଇଲେ ମେକ୍‌ଅପ୍‌ କଳାକାର ଟାଇଟଲ

ସମ୍ବଲପୁର,୩୦ା୮(ବ୍ୟୁରୋ): ସମ୍ବଲପୁର ଝିଅ ମନିଶା ପଣ୍ଡା ଶ୍ରେଷ୍ଟ ମେକ୍‌ଅପ୍‌ କଳାକାର ଟାଇଟଲ ହାସଲ କରିଛନ୍ତି। ଗୋଆରେ ଭିକୋନେଟ ଷ୍ଟାର ଇଭେଣ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଭାଗ ନେଇ ମନିଶା ବିଜୟୀ ହୋଇଛନ୍ତି। ରବିବାର ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବା ସହ ପୁରସ୍କାର…

ଟିକା ନେବାକୁ ଆସି ଭାଙ୍ଗିଲେ କବାଟ, ରେଲିଂ

କବିସୂର୍ଯ୍ୟନଗର,୩୦ା୮: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ମେଡିକାଲରେ ସୋମବାର ପ୍ରଥମ, ଦ୍ୱିତୀୟ ଡୋଜ୍‌ ଟିକା ନେବା ଲାଗି ପ୍ରବଳ ଭିଡ ହୋଇଥିଲା। ଟିକାକରଣ ସକାଳ ୯ଟାରୁ ଆରମ୍ଭ ହୋଇଥିଲା। ଏଥିଲାଗି ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଆଗୁଆ ଭିଡ ଜମାଇଥିଲେ। ଆବଶ୍ୟକ ପରିମାଣ…

ନାବାଳିକାଙ୍କୁ ବଳାତ୍କାର ପରେ ଭିଡିଓ ଭାଇରାଲ କଲେ ଅଭିଯୁକ୍ତ

ରୂପସା,୩୦।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସେକ୍‌ ସବୀର। ଗତ ୧୦ ତାରିଖରେ…

୧୦ ଦିନରେ ୨୨ ଶିଶୁ ପଜିଟିଭ

ଭଦ୍ରକ ଅଫିସ,୩୦।୮: ଭଦ୍ରକ ଜିଲାରେ ଦୈନିକ କୋଭିଡ୍‌ ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ଶିଶୁମାନେ ସଂକ୍ରମିତ ହେଉଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଗତ ୧୦ ଦିନରେ ଜିଲାରେ ୧୩୬ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ…

ଗାଈ ଗୋଠରେ ବଜ୍ରପାତ: ଗଲା ୨୫ ଗୋରୁଙ୍କ ଜୀବନ

ନାକଟିଦେଉଳ,୩୦।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ପାଣିମୁରା ପଞ୍ଚାୟତ ଜରେସିଙ୍ଘା ଗ୍ରାମରେ ସୋମବାର ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ଗୋଠରେ ଥିବା ୨୫ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଏନେଇ ଗୋପାଳନ କରୁଥିବା ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?