ଆମ ଜିଲା ଖବର

ଓଡ଼ିଆ ଝିଅ ପାଇଲେ ମେକ୍‌ଅପ୍‌ କଳାକାର ଟାଇଟଲ

ସମ୍ବଲପୁର,୩୦ା୮(ବ୍ୟୁରୋ): ସମ୍ବଲପୁର ଝିଅ ମନିଶା ପଣ୍ଡା ଶ୍ରେଷ୍ଟ ମେକ୍‌ଅପ୍‌ କଳାକାର ଟାଇଟଲ ହାସଲ କରିଛନ୍ତି। ଗୋଆରେ ଭିକୋନେଟ ଷ୍ଟାର ଇଭେଣ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଭାଗ ନେଇ ମନିଶା ବିଜୟୀ ହୋଇଛନ୍ତି। ରବିବାର ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବା ସହ ପୁରସ୍କାର…

ଟିକା ନେବାକୁ ଆସି ଭାଙ୍ଗିଲେ କବାଟ, ରେଲିଂ

କବିସୂର୍ଯ୍ୟନଗର,୩୦ା୮: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ମେଡିକାଲରେ ସୋମବାର ପ୍ରଥମ, ଦ୍ୱିତୀୟ ଡୋଜ୍‌ ଟିକା ନେବା ଲାଗି ପ୍ରବଳ ଭିଡ ହୋଇଥିଲା। ଟିକାକରଣ ସକାଳ ୯ଟାରୁ ଆରମ୍ଭ ହୋଇଥିଲା। ଏଥିଲାଗି ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଆଗୁଆ ଭିଡ ଜମାଇଥିଲେ। ଆବଶ୍ୟକ ପରିମାଣ…

ନାବାଳିକାଙ୍କୁ ବଳାତ୍କାର ପରେ ଭିଡିଓ ଭାଇରାଲ କଲେ ଅଭିଯୁକ୍ତ

ରୂପସା,୩୦।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସେକ୍‌ ସବୀର। ଗତ ୧୦ ତାରିଖରେ…

୧୦ ଦିନରେ ୨୨ ଶିଶୁ ପଜିଟିଭ

ଭଦ୍ରକ ଅଫିସ,୩୦।୮: ଭଦ୍ରକ ଜିଲାରେ ଦୈନିକ କୋଭିଡ୍‌ ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ଶିଶୁମାନେ ସଂକ୍ରମିତ ହେଉଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଗତ ୧୦ ଦିନରେ ଜିଲାରେ ୧୩୬ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ…

ଗାଈ ଗୋଠରେ ବଜ୍ରପାତ: ଗଲା ୨୫ ଗୋରୁଙ୍କ ଜୀବନ

ନାକଟିଦେଉଳ,୩୦।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ପାଣିମୁରା ପଞ୍ଚାୟତ ଜରେସିଙ୍ଘା ଗ୍ରାମରେ ସୋମବାର ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ଗୋଠରେ ଥିବା ୨୫ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଏନେଇ ଗୋପାଳନ କରୁଥିବା ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି।…

ମାନସିକ ପୂର୍ଣ୍ଣ ପାଇଁ ଆସିଥିଲେ ମହିଳା: ହାତୀ ନେଇଗଲା ଜୀବନ

ବାଲିଶଙ୍କରା,୩୦।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଘୋଘର ଗ୍ରାମରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ମାନସିକ ପୂର୍ଣ୍ଣ ପାଇଁ ଆସିଥିବା ଜଣେ ମହିଳାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ବିଲେଇବାଇ(୪୫)। ବିଲେଇ ଭୋରୁ ଶୌଚ ହେବାପାଇଁ ଯାଇଥିବା…

ମାମୁ ଘର ବୁଲାଇ ନେବା କହି ଜଙ୍ଗଲରେ ଗର୍ଭବତୀ ସ୍ତ୍ରୀର ଗଳା କାଟିଲେ ସ୍ବାମୀ ….

କେସିଙ୍ଗା,୩୦।୮(ଡି.ଏନ୍‌.ଏ.): ମାମୁ ଘର ବୁଲାଇ ନେବା କହି ଜଙ୍ଗଲରେ ସାଙ୍ଗ ସହ ମିଶି ସ୍ତ୍ରୀର ଗଳା କାଟିଲେ ସ୍ବାମୀ। ଅଚେତ ହୋଇ ଯିବାରୁ ଛାଡ଼ି ଚାଲି ଆସିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ନର୍ଲା ବ୍ଲକ ଧରାମାଲ ଗ୍ରାମରେ।…

ବାଲି ଚୋରା ଚାଲାଣ ବେଳେ ୧୩ ଜଣଙ୍କୁ ବାନ୍ଧିଲା ପୋଲିସ : ୬ ଟ୍ରାକ୍ଟର ଜବତ

ପୁରୁଷୋତ୍ତମପୁର,୩୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀ ଘାଟର ବିଭିନ୍ନ ସ୍ଥାନରୁ ବାଲି ମାଫିଆମାନେ ବିନା ଦ୍ବିଧାରେ ବାଲି ଖୋଳି ନେବାରେ ଲାଗିଛନ୍ତି। ତେବେ ସୋମବାର ପୋଲିସ ପାଟ୍ରୋଲିଂ ସମୟରେ ରେଗିଡି ଓ ପାଗଳବାବା ଛକଠାରେ ବାଲି ବୋଝେଇ କରି…

ଯେଉଁଘରେ ପଡ଼ିଥିଲା ବିବାହ ପ୍ରସ୍ତାବ, ସେହି ଘର କୁଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁ ଘରେ ଯୁବକଙ୍କ ବିବାହ ପ୍ରସ୍ତାବ ପଡ଼ିଥିଲା ସେହି ଘରର କୂଅରୁ ତାଙ୍କର ମୃତଦେହକୁ ପୋଲିସ ଉଦ୍ଧାର ହୋଇଛିି। ମୃତ ଯୁବକଙ୍କ…

ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ଯାଇଥିଲେ ବିଜେଡି ମନ୍ତ୍ରୀ-ବିଧାୟକ: ଗାଡ଼ି ଅଟକାଇ ଭାଜପାର ବିକ୍ଷୋଭ

ପୁରୁଷୋତ୍ତମପୁର,୩୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ସର୍ବସାଧାରଣଙ୍କୁ ଦର୍ଶନ ଲାଗି ପ୍ରଶାସ ବାରଣ କରିଥିଲେ। ତେବେ ବିଜେଡି ମନ୍ତ୍ରୀ, ବିଧାୟକ ଓ ଏମ୍‌ପିମାନଙ୍କୁ ଦର୍ଶନ କରିବାକୁ ଛଡାଯିବା ଉପରେ ପ୍ରଶ୍ନ ଉଠାଇଛି ଭାଜପା। ମନ୍ତ୍ରୀ, ବିଧାୟକମାନେ…

କଟକରେ ବଢୁଛି ଡେଙ୍ଗୁ ସଂକ୍ରମଣ

କଟକ ଅଫିସ,୩୦ା୮: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ଦିନକୁ ଦିନ ଡେଙ୍ଗୁ ସଂକ୍ରମଣ ବଢିବାରେ ଲାଗିଛି ା ସହରରେ ବର୍ତ୍ତମାନ ଡେଙ୍ଗୁ ସଂକ୍ରମିତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। କଟକ ଜଗତ୍‌ପୁର, ଶଙ୍କରପୁର, ମର୍କତନଗର, ମଙ୍ଗଳାବାଗ, ଯୋବ୍ରା ଅଞ୍ଚଳରୁ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି।…

ଓ୍ବେବ୍‌ ପୋର୍ଟାଲ ମୁଖ୍ୟଙ୍କ ଗୁମର ଫିଟୁଛି

ଭୁବନେଶ୍ୱର,(ବ୍ୟୁରୋ)/ବାରଙ୍ଗ, ୩୦।୮(ଡି.ଏନ.ଏ.): ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ଅମାନୁଷିକ ନିର୍ଯାତନା ଘଟଣାରେ ନନ୍ଦନକାନନ ଥାନା ପୋଲିସ ଶନିବାର ଲାଇଭ୍‌ କଳିଙ୍ଗ ୱେବ୍‌ ପୋର୍ଟାଲର ସମ୍ପାଦିକାଙ୍କ ସମେତ ୫ଜଣଙ୍କୁ ଗିରଫ କରିଥିଲା। ତେବେ ଚଢ଼ାଉବେଳେ ଖସିଯାଇଥିବା ମୁଖ୍ୟ ଅଭିଯୁକ୍ତ ତଥା ପୋର୍ଟାଲ ସିଇଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?