ଆମ ଜିଲା ଖବର

ବଡ଼ଚଣାରେ ଖୋଲିଲା ବିହନ ପରୀକ୍ଷା କେନ୍ଦ୍ର

ଚଣ୍ଡିଖୋଲ,୧୪ା୧୧(ଡି.ଏନ.ଏ.): ବଡ଼ଚଣାଠାରେ ଏକ ବିହନ ପରୀକ୍ଷାଗାର କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହାକୁ ଶୁକ୍ରବାର କୃଷିମନ୍ତ୍ରୀ ଅରୁଣ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଓଡ଼ିଶା ରାଜ୍ୟ ବିହନ ଓ ଜୈବ ଉପ୍ତାଦ ପ୍ରମାଣନ ସଂସ୍ଥା ଦ୍ୱାରା ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ…

ପରିବେଶ ପର୍ଯ୍ୟଟନସ୍ଥଳୀରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଖଣ୍ଡପଡ଼ା,୧୪ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ରହିଛି ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳୀ। ୨ବର୍ଷ ତଳେ ଏହା ଲୋକାରଣ୍ୟ ହୋଇଉଠୁଥିଲା। ରାଜ୍ୟ ତଥା ରାଜ୍ୟ ବାହାରରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିଲା। ଏବେ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିଲେ ହେଁ ଆଉ ପୂର୍ବପରି…

ଗଜପତିରୁ ୪ ପଜିଟିଭ ଚିହ୍ନଟ

ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍‌.ଏ.): ଗଜପତିରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାରଳା ପୌର ପରିଷଦରୁ ୩ ଜଣ, ଗୋଷାଣିରୁ ଜଣେ ଆକ୍ରାନ୍ତ ହୋଇଥିବା ଗଜପତି ଜିଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୩ରେ…

ଲକ୍ଷାଧିକ ଟଙ୍କାର ବାଣ ଜବତ, ବ୍ୟବସାୟୀ ଗିରଫ

ଦିଗପହଣ୍ଡି,୧୪ା୧୧(ଡି.ଏନ୍‌.ଏ.): ଦିଗପହଣ୍ଡି ପୋଲିସ ଡେଙ୍ଗାଓସ୍ତା ଗ୍ରାମର ଏକ ଦୋକାନରେ ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିବା ସହ ବ୍ୟବସାୟୀ ୟୁ. କୈଳାସ ପାତ୍ରଙ୍କୁ ଗିରଫ କରିଛି। କୈଳାସ ବାଣ ବିକୁଥିବା ଖବର ପାଇ ଆଇଆଇସି…

ଜମିରେ ଧାନ କାଟୁଛନ୍ତି ଡାବୁଗାଁ ବିଧାୟକ

ନବରଙ୍ଗପୁର,୧୪୧୧(ବି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜର ନିଅାରା କାଯର୍ୟ ଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ଏବେ ନବରଙ୍ଗପୁର ବ୍ଲକ ଅଧୀନ ପୂଜାରୀଗୁଡାସ୍ଥିତ ନିଜ ଚାଷଜମିରେ ସେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଭିଡିଓ ଭାଇରାଲ ହୋଇଛି ନିଜେ ପ୍ରତ୍ୟେକ୍ଷ…

ଅନୁମତି ପରେ ଶ୍ରୀସେତୁ କାମ

ପୁରୀ ଅଫିସ,୧୪ ।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପ କାମ ଚାଲିଥିବାବେଳେ ଆଗକୁ ଆହୁରି ଏକାଧିକ ପ୍ରକଳ୍ପ କାମ ଆରମ୍ଭ ହେବ। ଏହି ପ୍ରକଳ୍ପ ମଧ୍ୟରୁ ଶ୍ରୀସେତୁ ଅନ୍ୟତମ।…

ଟିଟୋ ସହଯୋଗୀ ମୁନା ଲାଡେନ୍‌ ଗିରଫ

କଟକ ଅଫିସ,୧୪ ।୧୧: ଦାଦାବଟି ମାମଲାରେ ଦରଘାବଜାର ପୋଲିସ ଗ୍ୟାଙ୍ଗଷ୍ଟର ଟିଟୋଙ୍କ ସହଯୋଗୀ ବାଙ୍କା ବଜାରର ମୁନା ଲାଡେନ୍‌ ଓରଫ ସୟଦ ମୁତାକ୍ୱିଦଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ଗୋଟିଏ ୯ ଏମ୍‌ଏମ୍‌ ପିସ୍ତଲ, ୬ ରାଉଣ୍ଡ ଗୁଳି, ମାଗାଜିନ ଓ…

ଠକେଇ ମାମଲାରେ ଯୁବକ ଗିରଫ

ଚନ୍ଦାହାଣ୍ଡି, ୧୪ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ବରିଷ୍ଠ ନାଗରିକଙ୍କ ଏଟିଏମ୍ କାର୍ଡ ନେଇ ଅାକାଉଣ୍ଟରୁ ଲକ୍ଷାଧତ୍କ ଟଙ୍କା ଲୁଟ୍ ମାମଲାରେ ଜୁନାଗଡ଼ ପୋଲିସ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପୂଜାରୀଗୁଡା ଗ୍ରାମର ଚୈତନ୍ୟ ନାଗ (୨୪)ଙ୍କୁ ଗିରଫ କରିଛି ା ଏହାପରେ ଜୁନାଗଡ଼…

ପାହାଡଶ୍ରୀଗିଡ଼ାରେ ଚାଞ୍ଚଲ୍ୟ: ବାପାଙ୍କୁ କଚାଡ଼ି ହତ୍ୟା କଲା ସାନପୁଅ

ସରଣ୍ଡା,୧୪।୧୧(ଡି.ଏନ୍‌.ଏ.)- ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ପାହାଡ଼ଶ୍ରୀଗୀଡା ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ଼ ଥାନା ବରଡୋଲ ଗାଁର ସୌକିଲାଲ ସେଠ(୫୮)। ଅଭିଯୋଗ ଅନୁଯାୟୀ, ସୌକିଲାଲଙ୍କୁ ତାଙ୍କ ସାନ ପୁଅ ପ୍ରଦୀପ…

୭ କ୍ଷୁଦ୍ର କାଳୀମୂର୍ତ୍ତି ନିର୍ମାଣ କଲେ ସତ୍ୟ

ବ୍ରହ୍ମପୁର ଅଫିସ,୧୪ ।୧୧: ଗଞ୍ଜାମ ଜିଲାର ବାଲୁକା ଶିଳ୍ପୀ ସତ୍ୟ ମହାରଣା ନିଆରା କଳାକୃତି କରି ବିଶ୍ୱସ୍ତରରେ ପରିଚିତ ହୋଇଛନ୍ତି। ୨୦୧୭ ମସିହାରେ ସେ ନିର୍ମାଣ କରିଥିବା କ୍ଷୁଦ୍ର କାଳୀମୂର୍ତ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଥିଲା। ଏବେ ସେ…

ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା

ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ ରହୁଥିବା ବେଳେ ପିଅନ କାଁ ଭାଁ କାର୍ଯ୍ୟାଳୟ ଖୋଲି ନିଜର ଉପସ୍ଥାନ ପକାଇ…

ଟୋଲ୍‌ ଫି ଲାଭ ଆଗ

ଯାଜପୁର ଅଫିସ,୧୪।୧୧: ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୬ ନମ୍ବର ଜାତୀୟ ରାଜପଥ(ଏନ୍‌ଏଚ୍‌ )ରେ ଥିବା କଟକ ମଙ୍ଗୁଳି ଟୋଲ୍‌ପ୍ଲାଜାକୁ ବନ୍ଦାଳ ନିକଟକୁ ସ୍ଥାନାନ୍ତର କାର୍ଯ୍ୟ ପ୍ରାୟ ଶେଷ ହେବାକୁ ବସିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri