ଲୁହାପଥର ନିଲାମ ବିଫଳ
ଯାଜପୁର ଅଫିସ,୨୮।୮: ଶିଳ୍ପ ଆସିଲେ ବିକାଶର ଏକ ନୂତନ ଧାରା ସୃଷ୍ଟି ହେବ ବୋଲି ସରକାର ଯେଉଁ ଦୃଢ଼ୋକ୍ତି ପ୍ରକାଶ କରୁଥିଲେ ତାହା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଫସର ଫାଟିଛି। ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମ୍ସି) ଉପରେ ନିର୍ଭରଶୀଳ ଶିଳ୍ପ କାରଖାନାଗୁଡିକ ଗୋଟିଏ ପରେ…
୫ ଟପ୍ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି, ୨୮।୮(ଡି.ଏନ୍.ଏ.): ଶୁକ୍ରବାର ଛତିଶଗଡ଼ ଓ ତେଲଙ୍ଗାନା ରାଜ୍ୟରେ ୫ ଟପ୍ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବୁଦୁରା ସୋଡି, ମନକି ଆଲାମୀ, ସୁନ୍ଦର ପାଦାମୀ, ମୋଟି ମାଣ୍ଡବୀ ଓ ସୀତାରାମ ରେଡ୍ଡି। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦନ୍ତଓ୍ବୋଡା…
ବାହାରିଲାନାହିଁ ନିଷ୍କର୍ଷ
କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ, ୨୮।୮(ସ୍ବ.ପ୍ର.): ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି। ପ୍ରତିଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗି ରହିଛି। ଏପରିକି ଶାନ୍ତିପୂର୍ଣ୍ଣ…
ଋଷିକୂଲ୍ୟାରେ ଭାସୁଛି ପଥରରେ ବନ୍ଧା ହୋଇଥିବା ଯୁବତୀଙ୍କ ମୃତଦେହ
ଗଞ୍ଜାମ,୨୮ା୮(ଡି.ଏନ୍.ଏ.): ଗଞ୍ଜାମ ସହର ପୋତାଗଡ଼ସ୍ଥିତ ଋଷିକୂଲ୍ୟା ନଦୀପାର୍ଶରେ ପଥରରେ ବନ୍ଧା ହୋଇ ଏକ ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତ ଯୁବତୀ ଜଣକ ନାଇଟ୍ ପିନ୍ଧିଥିବା ବେଳେ ଏକ ଚାଦର ଘୋଡ଼େଇ ହୋଇଥିବାରୁ ମୁହଁ ସ୍ପଷ୍ଟ ଦେଖାଯାଉନି। ଉକ୍ତ…
ଅନୁଭବଙ୍କ ପକ୍ଷରୁ ସତ୍ୟପାଠ ଦାଖଲ
କଟକ ଅଫିସ,୨୮।୮: କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି କଟକ ଜିଲା ପରିବାର ଅଦାଲତରେ ଶୁକ୍ରବାର ହେବାର ଥିଲା। ହେଲେ ଉଭୟ ଅଦାଲତକୁ ଆସି ନ ଥିଲେ। ଅନୁଭବଙ୍କ…
ମାନବବାଦ ସଦସ୍ୟ ଭୁଲିଗଲେ ମାନବିକତା
ଖୋର୍ଦ୍ଧା ଅଫିସ,୨୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଚାଲିଛି ତାଲିବାନୀ ଶାସନ। ମାନବବାଦ ସଙ୍ଗଠନ ନଁାରେ ନିରୀହ ଆଦିବାସୀଙ୍କୁ ଦିଆଯାଉଛି ଅକଥନୀୟ ଅତ୍ୟାଚାର। ସଙ୍ଗଠନରେ ସାମିଲ ନ ହେଲେ କିମ୍ବା ବିରୋଧ କଲେ ହାତଗୋଡ଼ ବାନ୍ଧି ମାଡ଼ ମରାଯାଉଛି। ପୋଲିସ…
କିସମ ବଦଳାଇ କାରବାର
ଢେଙ୍କାନାଳ ଅଫିସ, ୨୮।୮ କିସମ ବଦଳାଇ ଦେଲେ ଅନେକ ଗୁଣ ବଢ଼ିଯାଉଛି ଜମି ମୂଲ୍ୟ। ଥରେ କାଗଜପତ୍ରରେ ମୋହର ବାଜିଗଲେ କୋଟି କୋଟି ଟଙ୍କାର ବେଆଇନ କାରବାର କରିବାକୁ ଫିଟିଯାଉଛି ବାଟ। ଏଥିଲାଗି ଅନେକ ଫନ୍ଦି, ଫିକର, କାରସାଦି। ଜମିଦଲାଲ ଏବଂ…
ବେରୋଜଗାରିରୁ ମୁକ୍ତି ଦେଇଛି ‘ମୁକ୍ତା’
ଅନୁଗୋଳ ଅଫିସ, ୨୮ା୮ ସହରରେ ସକାଳୁ ମୂଲ ଲାଗିଲେ ସନ୍ଧ୍ୟାରେ ଚୁଲି ଜଳେ। ହେଲେ କୋଭିଡ୍ କାରଣରୁ ବନ୍ଦ ହୋଇଯାଇଥିଲା ଏହି ସହରୀ ଗରିବଙ୍କ ରୋଜଗାର। କିନ୍ତୁ ମୁଖ୍ୟମନ୍ତ୍ରୀ କର୍ମ ତପତ୍ର ଅଭିଯାନ ବା ମୁକ୍ତା ଯୋଜନା କାର୍ଯ୍ୟକାରୀ ହେବା ପରେ…
‘ଓଡ଼ିଶା ଲୋକେ ପିଉଛନ୍ତି ଝାଡ଼ଖଣ୍ଡ ପାଣି’
ବାରିପଦା ଅଫିସ,୨୮।୮-ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ କେତେକ ଗ୍ରାମର ଲୋକେ ପାନୀୟ ଜଳରୁ ବଞ୍ଚିତ ହୋଇ ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପାଣିକୁ ବ୍ୟବହାର କରୁଛନ୍ତି। ଏନେଇ ଶୁକ୍ରବାର ଅନୁଷ୍ଠିତ ୧୧ତମ ଜିଲା ପରିଷଦ ବୈଠକରେ କଥା ଉଠିବା ପରେ ଉଦ୍ବେଗ…
ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା
କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ ସୃଷ୍ଟି କରିଛି। ଗତ ଜୁଲାଇ ୩୦ ତାରିଖ ଅପରାହ୍ନରେ ଏକ ବଡ଼ ପଥର ଖସିବାରୁ…
୧୬ ଦିନ ହେଲା ନ୍ୟାୟ ଅପେକ୍ଷାରେ ଗଣବଳାତ୍କାର ପୀଡ଼ିତା
ବରଗଡ଼ ଅଫିସ୍,୨୭।୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅଞ୍ଚଳରେ ଜଣେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଘରପୋଡ଼ି ମାମଲା ହଇଚଇ ସୃଷ୍ଟି କରିଛି। ଏହି ମାମଲାରେ ୧୨ଜଣ ଅଭିଯୁକ୍ତ ସମ୍ପୃକ୍ତ ଥିବା ବେଳେ ପୋଲିସ ଏପର୍ଯ୍ୟନ୍ତ ୪ଜଣଙ୍କୁ ଗିରଫ କରିଛି। ଗିରଫ…
୫ ହଜାର ପାଇଁ ଧରାପଡ଼ିଲେ
ସମ୍ବଲପୁର,୨୭।୮(ବ୍ୟୁରୋ): ସମ୍ବଲପୁର ଭିଜିଲାନ୍ସ ଟିମ୍ ହାତରେ ଶୁକ୍ରବାର ଧରାପଡିଛନ୍ତି ଚିପିଲିମା ମେଷ ପ୍ରଜନନ କେନ୍ଦ୍ରର କନିଷ୍ଠ କିରାଣି ନରସିଂହ ଗଡତିଆ। ତାଙ୍କଠାରୁ ୫ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍। ଏ ନେଇ ଭିଜିଲାନ୍ସ ଏକ ମାମଲା ରୁଜୁ କରି…

