ଆମ ଜିଲା ଖବର

ଅମାନିଆ ହୋଇ ଡଙ୍ଗା ଧାରରେ ବସିଥିଲେ: ଖସିପଡ଼ିବାରୁ ଜୀବନ ଗଲା

ଚିତ୍ରକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଡଙ୍ଗାରୁ ନଦୀରେ ଖସିପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବଡ଼ପଡ଼ା ପଞ୍ଚାୟତ ବାଇଲିଗୁମା ଗ୍ରାମର ଘେନୁ ପାଙ୍ଗି(୪୦)। ସୂଚନାନୁଯାୟୀ, ଘେନୁ ଟଙ୍କା ଉଠାଇବାକୁ ନିଜ ଗ୍ରାମରୁ ଚିତ୍ରକୋଣ୍ଡା ବ୍ୟାଙ୍କ ଆସିଥିଲେ l…

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ

ମାଲକାନଗିରି,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଛତିଶଗଡ଼ର ଗମପଦ ଓ କାହ୍ନୟଗୁଡ଼ା ମଧ୍ୟରେ ସର୍ଚ୍ଚ ଅପରେଶନ ଚାଲିଥିଲାବେଳେ ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ। ପରେ…

ଖଟିଆରେ ବୁହା ହେଲେ ରୋଗୀ

ବରଗଡ଼ ଅଫିସ,୨୪।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମକୁ ଏଯାବତ୍‌ ଭଲ ରାସ୍ତାଟିଏ ହୋଇପାରି ନାହିଁ। ଅନ୍ୟପକ୍ଷରେ ଏହି ଗ୍ରାମକୁ ସଂଯୋଗ କରୁଥିବା ପତ୍ରାପାଲି-ଭୁତଟିକ୍ରା ରାସ୍ତା ମଧ୍ୟ ବର୍ଷବର୍ଷ ଧରି ଶୋଚନୀୟ ହୋଇ ପଡିଛି। ଫଳରେ…

ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ ଅଫିସ:୨୪।୮: ଭଦ୍ରକ ସିଡିପିଓଙ୍କ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲୀଲତା ଦାସଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ବେଳେ ସେ ବହୁ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ…

ବରପାଲି ବ୍ଲକ ପ୍ୟାକ୍ସ ସମ୍ପାଦକଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରପାଲି,୨୪।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କୁମ୍ଭାରୀ ପ୍ରାଥମିକ ସେବା ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଗୌରଚନ୍ଦ୍ର ବୁଧିଆଙ୍କ ବାସଭବନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। ଏକକାଳୀନ…

ଅଧା ମହାପ୍ରସାଦ ବଳିଲା

ପୁରୀ ଅଫିସ,୨୪।୮ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ ପାଇଁ ଅନୁମତି ନ ଥିବାରୁ ମହାପ୍ରସାଦ ବିକ୍ରି ଧିମେଇଥିବା ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପଢିହାରୀ କହିଛନ୍ତି। ସେ କହିଛନ୍ତି, ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ଆଗମନ ବଢିବ। ଏଭଳି ସ୍ଥଳେ…

୬ ସପ୍ତାହ ସମୟ ମାଗିଲେ ତଦନ୍ତକାରୀ ନିର୍ଦ୍ଦେଶକ

ଯାଜପୁର ଅଫିସ,୨୪।୮: ଲୋକାୟୁକ୍ତରେ ପୂର୍ବ ନିର୍ଦ୍ଧାରିତ ଅନୁସାରେ ସୋମବାର ଆରୁହା ପାହାଡ଼ରୁ କଳାପଥର ଲୁଟ୍‌ ମାମଲାର ଚୂଡାନ୍ତ ଶୁଣାଣି ହୋଇପାରିନାହିଁ। ଦୁର୍ନୀତିର ଗଭୀରତାକୁ ଦର୍ଶାଇ ଲୋକାୟୁକ୍ତଙ୍କ ତଦନ୍ତକାରୀ ନିର୍ଦ୍ଦେଶକ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ଆହୁରି ୬ ସପ୍ତାହ ସମୟ ମାଗିଛନ୍ତି।…

ହାଇକୋର୍ଟ ଯିବାକୁ କହିଲେ ସୁପ୍ରିମକୋର୍ଟ

ନୟାଗଡ଼ ଅଫିସ୍‌,୨୪।୮: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଯାଇ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ମିଳୁ। ଏହି ମର୍ମରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପରୀଙ୍କ ମା’ ସୌଦାମିନୀ ସାହୁ। ଏଥିପାଇଁ ସେ ପ୍ରଥମେ ରିଟ୍‌ ପିଟିଶନ ଦାଖଲ କରିଥିଲେ। ହେଲେ…

୩ ପୋଲିସ ଅଧିକାରୀଙ୍କ ସମେତ ଡ୍ରାଇଭର ମୃତ

ବ୍ରହ୍ମପୁର ଅଫିସ,୨୪।୮: ଆନ୍ଧ୍ରପ୍ରଦେଶ ପଲାସା ସୁମାଦେବୀ ଜଙ୍କ୍‌ସନ ନିଟକ ଜାତୀୟ ରାଜପଥରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏରେ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ୩ ଅଧିକାରୀ ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପଲାସା ମଣ୍ଡଳ…

ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ

ରାଜନଗର, ୨୪।୮(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟଉଦ୍ୟାନରେ ସୋମବାରଠାରୁ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ଏହି ଗଣନା କାର୍ଯ୍ୟ ୭ ଦିନ ଧରି ଚାଲିବ। ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତିଙ୍କ ତତ୍ତ୍ୱାବଧାନରେ ଜାତୀୟଉଦ୍ୟାନ ଏବଂ…

ଅଦରକାରୀ ସାମଗ୍ରୀରେ କୃଷି ଯନ୍ତ୍ରପାତି

ଛେଣ୍ଡିପଦା,୨୪।୮(ଅଜିତ ଧଳ) ଅର୍ଥ ଅଭାବ ଚାଷ କାର୍ଯ୍ୟରେ ବାଧକ ସାଜୁଥିଲା। ଜମି ଚଷିବାକୁ ବଳଦ ନ ଥିଲା। ଟଙ୍କା ଦେଇ ଟ୍ରାକ୍ଟରରେ ହଳ କରିବା ତାଙ୍କ ପକ୍ଷେ ସମ୍ଭବ ହେଉ ନ ଥିଲା। କିନ୍ତୁ ନିଜ ଜମିରେ ଫସଲ ଫଳାଇବାର ଇଚ୍ଛା…

ବର୍ଷା ହେଲେ ବଞ୍ଚିବ

ଆଠମଲ୍ଲିକ,୨୪ା୮(ଡି.ଏନ.ଏ.) ଆଷାଢ଼ରେ ହୋଇଥିଲା ନିଅଣ୍ଟିଆ ବର୍ଷା। ତଥାପି ଶ୍ରାବଣକୁ ଆଶା ରଖି ଚାଷୀ ବଢ଼ିଥିଲେ ଆଗକୁ। ରୁଆ ବେଉଷଣ କାର୍ଯ୍ୟ ପ୍ରାୟ ଏକ ତୃତୀୟାଂଶ ଶେଷ ହୋଇଯାଇଥିଲା। ଭଲ କରି ଅସରାଏ କି ଦୁଇ ଅସରା ବର୍ଷା ହୋଇଥିଲେ, ବାକି ଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?