ଆମ ଜିଲା ଖବର

ବିକାଶ, ବିନାଶକୁ ନେଇ ଚର୍ଚ୍ଚା

ଯାଜପୁର ଅଫିସ,୭ା୧୧: ଯାଜପୁର ଜିଲାର ଯାଜପୁର ପୌରାଞ୍ଚଳରେ ବିକାଶ ଚାଲିଥିବା ବେଳେ ଓ ବ୍ୟାସନଗର ପୌରାଞ୍ଚଳରେ ତାହା ନାହିଁ। ଏହାକୁ ନେଇ ଏବେ ସବୁଠି ଚର୍ଚ୍ଚା ଜୋର ଧରିଛି। ଯାଜପୁର ସହରରେ ବିକାଶମୁଖୀ ବିଭିନ୍ନ ପ୍ରକଳ୍ପ ଆଶାତୀତ ହେଉଥିବାବେଳେ ଏପଟେ ବ୍ୟାସନଗର…

ହାତୀ ପାଇଁ ବିପଦ ହାତୀ ଚଲାପଥ

ସମ୍ବଲପୁର, ୭।୧୧(ବ୍ୟୁରୋ): ହାତୀ ପାଇଁ ବିପଦ ହାତୀ ଚଲାପଥ। ଅଣ୍ଡରପାସ୍‌ ନିର୍ମାଣ ନ କରି ରାସ୍ତା ଉପରେ ହାତୀ ଚଲାପଥ ନିର୍ମାଣ କରିବାରୁ ହାତୀ ସହିତ ଅନ୍ୟ ବନ୍ୟପ୍ରାଣୀ, ସରୀସୃପଙ୍କ ଜୀବନ ପ୍ରତି ବିପଦ ରହିଛି। ଜିଲାରେ ନିର୍ମାଣାଧୀନ ସମ୍ବଲପୁର-ତିଲେଇବଣି ୫୫ନଂ.…

ହାଟ ମଝିରେ ସତ୍କାର

ବିଶୋଇ, ୭।୧୧(ଡି.ଏନ.ଏ.): ଜମି ବିବାଦକୁ କେନ୍ଦ୍ର କରି ଅନ୍ତିମ ସଂସ୍କାର କରାଇ ନ ଦେବାରୁ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତଦେହ ୨୪ ଘଣ୍ଟା ପଡ଼ିରହିଲା। ଶେଷରେ ପୋଲିସ ଫୋର୍ସ ଉପସ୍ଥିତିରେ ସାପ୍ତାହିକ ହାଟ ମଝିରେ ଶବସତ୍କାର କରାଯାଇଛି। ମୟୂରଭଞ୍ଜ ଜିଲା ବିଶୋଇ…

ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓଙ୍କ ପରଲୋକ

ପୁରୀ ଅଫିସ,୭।୧୧: ଓଡ଼ିଶାର ସ୍ବନାମଧନ୍ୟ ବିଶିଷ୍ଟ ହାସ୍ୟ ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓ(୯୩)ଙ୍କ ଶୁକ୍ରବାର କୁଣ୍ଢେଇବେଣ୍ଟ ସାହିସ୍ଥିତ ପଞ୍ଚଚଉରା ନିକଟ ବାସଭବନରେ ପରଲୋକ ହୋଇଛି। ସେ ଜେଲ ବିଭାଗର ମୁକ୍ତବନ୍ଦୀ ଶିବିରର ଅଧିକାରୀ ଭାବେ କାର୍ଯ୍ୟକରି ଅବସରଗ୍ରହଣ କରିଥିଲେ।…

ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ

ଦାରିଙ୍ଗବାଡ଼ି,୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଶନିବାର ପାରଦ ୧୩ ଡିଗ୍ରୀ ରହିଥିବା ବେଳେ ରବିବାର ପାରଦ ଖସି ୯.୫ଡିଗ୍ରୀ ରହିଥିବା ବେଳେ ପ୍ରଶାସନ ରିପୋର୍ଟରୁ ଜଣାପଡ଼ିଛି। ପାଗ ଶୁଖିଲା ଥିବା ବେଳେ ବିଲମ୍ବିତ ରାତି…

ଅଦରକାରୀ ହୋଇଛି ଜାଗା ମିଶନ ଯୋଜନା

ବ୍ରହ୍ମପୁର ଅଫିସ୍‌, ୭ା୧୧: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୨ ନଂ. ୱାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସ୍ବଚ୍ଛ ବ୍ରହ୍ମପୁର ନେଇ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଏହି ୱାର୍ଡରେ ସ୍ବଚ୍ଛତା…

ହୁମୁରି ତାମ୍ପରା ସମେତ ୫ ଜଳାଶୟ ପ୍ରଦୂଷିତ

ଛତ୍ରପୁର,୭ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଥିବା ହୁମୁରି ତାମ୍ପରା ସମେତ ୫ ଜଳାଶୟ ପ୍ରଦୂଷିତ ରହିଛି। ସେଥିମଧ୍ୟରେ ଛତ୍ରପୁର ବ୍ଲକ ହୁମୁରି ତାମ୍ପରା ହ୍ରଦ(୩୩୭.୮୫୭ ଏକର), ଭଞ୍ଜନଗର ଇନ୍ଦ୍ରଗୁଡା ଗ୍ରାମରେ ଥିବା ଦହ ଜଳଭଣ୍ଡାର,(୯୬.୭୧ଏକର), ଭଞ୍ଜନଗର ଜିଲୁଣ୍ଡି ପୋଖରୀ (୧୫.୨୩ ଏକର), ଖଲ୍ଲିକୋଟ…

ଯୁବବର୍ଗ ଜିଲା ଛାଡ଼ିବାକୁ ପ୍ରସ୍ତୁତ

କେନ୍ଦ୍ରାପଡ଼ା ଅଫିସ,୭ା୧୧: ପାଟିରୁ ରକ୍ତ ବାହାରିଲେ ମଧ୍ୟ ଓଟ କଣ୍ଟାପତ୍ର ଖାଇବାକୁ ବାଧ୍ୟ। ସେ ଜାଣିଛି, କଣ୍ଟାପତ୍ର ନ ଖାଇଲେ ଜୀବନ ଧାରଣ ଅସମ୍ଭବ। ଠିକ୍‌ ସେହି ଓଟଙ୍କ ଜୀବନ ପରି କେନ୍ଦ୍ରାପଡ଼ା ଜିଲାର ଯୁବବର୍ଗ ଦୁଃଖ କଷ୍ଟ ଭୋଗୁଛନ୍ତି। କୃଷିଭିତ୍ତିକ…

ଭାଗବଣ୍ଟା ଛିଣ୍ଡୁନି, ପ୍ରକଳ୍ପ ବିଳମ୍ବିତ

ଯାଜପୁର ଅଫିସ, ୭ା୧୧: ଖର୍ଚ୍ଚ ଭାଗବଣ୍ଟା (କଷ୍ଟ ଶେୟାରିଂ) ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ଓଡ଼ିଶାର ୩ ରେଳ ପ୍ରକଳ୍ପ କାର୍ଯ୍ୟ ଠିକଭାବେ ଆଗକୁ ବଢ଼ିପାରୁନାହିଁ। ଏଥିରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର, ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ନୂଆ ରେଳଲାଇନ ପ୍ରକଳ୍ପ ରହିଛି। ସେଥିମଧ୍ୟରୁ…

ଜଙ୍ଗଲରୁ ଗଛ କାଟି ବନ୍ଧା ହେଲେ ୭

କୋକସରା,୬ା୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅଧୀନ ସାହାଜଖୋଲ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଗଛ କାଟିବା ଅଭିଯୋଗରେ ବନ ବିଭାଗ ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କୋକସରା ବ୍ଲକ ସାନ ପୋଡ଼ାଗୁଡ଼ା ଗ୍ରାମର…

ପୋଲିସ ଗୁଳିରେ ଟଳିଲେ ହାର୍ଡକୋର ମାଓବାଦୀ

ମାଲକାନଗିରି,୬।୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲାର ମେଘନାର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମରେ ୫ଲକ୍ଷ ଟଙ୍କା ପୁରସ୍କାର ରହିଥିଲା। ମୃତ ମାଓବାଦୀ…

ଥାନା ଅଧିକାରୀଙ୍କ ପରିଚୟ ଦେଇ ଠକିନେଲେ ୨୦ ହଜାର

କଣ୍ଟାବାଞ୍ଜି,୬।୧୧(ଡି.ଏନ.ଏ.): ନିଜକୁ ପୋଲିସ ପରିଚୟ ଦେଇ ପୁଅବୋହୂଙ୍କ କଳିର ଥାନାରେ ଆପୋଷ ସମାଧାନ କରିଦେବେ କହି ଜଣେ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଠକିିନେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଏନେଇ କଣ୍ଟାବାଞ୍ଜି ଥାନାରେ ଶୁକଦେବା ମହାନ୍ତି ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?