ଆମ ଜିଲା ଖବର

ସାମାଜିକ ଦୂରତ୍ୱ ରହୁନି: ଅର୍ନିଦ୍ଦିଷ୍ଟ କାଳ ପାଇଁ ରାଇକିଆ ହାଟ ବନ୍ଦ

ରାଇକିଆ,୭।୬(ଡି.ଏନ.ଏ.)-କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟ ସୋମବାର ବନ୍ଦ ରହିବ। ଏ ନେଇ ରବିବାର ପଞ୍ଚାୟତ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରାଯାଇଛି। ପ୍ରକାଶ ଯେ, ଉକ୍ତ ହାଟରେ ବ୍ୟାପକ ଜନସମାଗମ ହେଉଥିବାବେଳେ ସାମାଜିକ ଦୂରତ୍ୱ ରହୁନାହିଁ। ଗତ...

ଗ୍ୟାସରୁ ନିଆଁ ଲାଗି ଜଳିଗଲା ଆଇରନ ବୋଝେଇ ଟ୍ରକ

ବଇଣ୍ଡା,୭।୬(ଡି.ଏନ.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ଥାନା ଶୁଶବଠାରେ ରବିବାର ସକାଳେ ଏକ ଆଇରନ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଏଥିରେ ଟ୍ରକରେ ବସିଥିବା ଚାଳକ ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାରୁ ଜଣାପଡ଼ିଛି, ପାରାଦୀପରୁ ସମ୍ବଲପୁର...

କେରଳରୁ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଲେ ୧୦୭୪ ପ୍ରବାସୀ

ରାୟଗଡ଼ା ଅଫିସ,୭।୬: କେରଳରେ କାମ କରୁଥିବା ପ୍ରବାସୀ ଶ୍ରମିକ ସତନ୍ତ୍ର ଟ୍ରେନ ଯୋଗେ ଫେରିଛନ୍ତି। ୧୦୭୪ ଜଣ ପ୍ରବାସୀ ଶ୍ରମିକ କେରଳର ଆଲ୍ଲେପି ସମ୍ବଲପୁର ଟ୍ରେନରେ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଛନ୍ତି । ଏତେ ସଂଖ୍ୟକ ପ୍ରବାସୀଙ୍କ ଆସିବା ଫଳରେ ଷ୍ଟେଶନ...

ଖୋର୍ଦ୍ଧା ଜିଲାରେ ସଂଘରୋଧ ଅବଧି ବୃଦ୍ଧି: ଏଣିକି ୧୪ ଦିନ ରହିବେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୭।୬ :ଖୋର୍ଦ୍ଧା ଜିଲାରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସଂଘରୋଧ ଅବଧି ୭ଦିନ ବୃଦ୍ଧି ଘଟିଛି। ଏନେଇ ଜିଲାପାଳ ଶିତାଂଶୁ ରାଉତ ଚିଠି ଲେଖି ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଏହାର ଅବଧି ସାତ ଦିନ ଥିଲା। ଏହି...

ଶଟ୍‌ଡାଉନ୍‌ ପ୍ରଭାବ: ଗରଦପୁର ଅଞ୍ଚଳ ଜନଶୂନ୍ୟ

ପାଟକୁରା,୭।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ୧୧ଟି ଜିଲାରେ ଜୁନ୍‌ ମାସ ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେଥି ମଧ୍ୟରେ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଭୁକ୍ତ। ତେବେ ରବିବାର ଜିଲାର ଗରଦପୁର ବ୍ଲକ ଅଞ୍ଚଳରେ ଶଟ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି।...

ସୋମବାରଠାରୁ ଗଞ୍ଜାମରେ ଘର ଘର ବୁଲି କରାଯିବ ସ୍କ୍ରିନିଂ: ଜିଲାପାଳ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ କରୋନା ପଜିଟିଭ ତାଲିକାରେ ଜିଲା ପ୍ରଥମରେ ରହିଛି। ଗଞ୍ଜାମରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଜିଲାକୁ ଫେରି...

ଶଟ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ଛତ୍ରପୁରର ୯ ଦୋକାନ ସିଲ୍‌

ଛତ୍ରପୁର,୭ା୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ୬୦ ଘଣ୍ଟିଆ ଶଟ୍‌ଡାଉନ୍‌ ଜାରିରହିଛି। ଅପରପକ୍ଷରେ ଏହି ଗାଇଡ୍‌ଲାଇନ୍‌କୁ ଅମାନ୍ୟ କରିଥିବାରୁ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରର ୯ଟି ଦୋକାନକୁ ରବିବାର ଏନ୍‌ଏସି କର୍ତ୍ତୃପକ୍ଷ ସିଲ୍‌ କରିଦେଇଛନ୍ତି। ଏଥିସହ ଏହି ଦୋକାନୀମାନଙ୍କଠାରୁ ୯...

ଲକ୍‌ଡାଉନ୍‌ ସମୟରେ କାମ ମିଳିଲା: କାର୍ଯ୍ୟ ଅବଧି ବୃଦ୍ଧି କରିବାକୁ ଦାବି କଲେ ଜବକାର୍ଡଧାରୀ

ବନ୍ତ,୭।୬(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ସମୟରେ ଦିନମଜୁରିଆଠାରୁ ପ୍ରବାସୀ ଶ୍ରମିକ ପର୍ଯ୍ୟନ୍ତ ସମସ୍ତେ କାମ ନ ପାଇ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ଭଳିସ୍ଥଳେ ଭଦ୍ରକ ଜିଲା ବନ୍ତ ବ୍ଲକ ପକ୍ଷରୁ ଗୋବିନ୍ଦପୁର ପଞ୍ଚାୟତର ଜବକାର୍ଡଧାରୀଙ୍କୁ ମନରେଗା ଯୋଜନାରେ କାମ...

ଛତିଶଗଡ଼ରେ କରୋନା ରୋଗୀ ଓଡ଼ିଶାରେ ଶଟ୍‌ଡାଉନ୍‌

ସୋହେଲା, ୭।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କରଣ୍ଡୋଲା ପଞ୍ଚାୟତର ଦୁଆନପାଲି ଓ ଅଏଁଲାପାଲି ଗ୍ରାମକୁ ସରପଞ୍ଚ ଶନିବାର ଓ ରବିବାର ଦୁଇଦିନ ଧରି ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ସୂଚନାନୁଯାୟୀ, କରଣ୍ଡୋଲା ପଞ୍ଚାୟତ ଅନ୍ତର୍ଗତ ସୀମାନ୍ତ ଦାମପାଲି...

ଖଲ୍ଲିକୋଟର ୨ ପଞ୍ଚାୟତରେ ୧୫ ପଜିଟିଭ୍‌ : ୧୦ ଗାଁ କଣ୍ଟେନମେଣ୍ଟ, ୨୨ ଗାଁ ବଫର ଜୋନ୍‌ ଘୋଷଣା

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଖଲ୍ଲିକୋଟ ବ୍ଲକର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାଦପଲି ପଞ୍ଚାୟତରେ ୧୨ ଜଣ ଓ ଆଇତିପୁର ପଞ୍ଚାୟତରେ ୩ ଜଣ ସମୁଦାୟ ୧୫ ଜଣ ଅଛନ୍ତି। ଏହାପରେ ସଂକ୍ରମଣ ଯେପରି ଆଉ ନ ବ୍ୟାପିବ ସେଥିପାଇଁ...

ସୁନ୍ଦରଗଡ଼ ଜିଲାପାଳ ଦେଲେ ତଥ୍ୟ: ୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ଆର୍‌ଜିଏଚ୍‌ର ୨ ଡାକ୍ତର, ୬ କଏଦୀ

ସୁନ୍ଦରଗଡ଼,୭।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ପକ୍ଷରୁ ଖବରଦାତା ସମ୍ମିଳନୀରେ ତଥ୍ୟ ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୫ଜଣ ପୁରୁଷ ଓ ୩...

ବୁଗୁଡ଼ା ସହରରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ

ବୁଗୁଡ଼ା,୭ା୬(ଡି.ଏନ୍‌.ଏ.): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହି ମହାମାରୀରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହର ଶନିବାର ଏବଂ ରବିବାର ଦୁଇଦିନିଆ ଧରି ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri