ଆମ ଜିଲା ଖବର

ସ୍କୁଟିକୁ ପିଟିଲା ମାଲ ବୋଝେଇ କଣ୍ଟେନର: ରାସ୍ତା ମଝିରେ ଲାଗିଲା ନିଆଁ

ବାଲେଶ୍ୱର ଅଫିସ,୨୧ା୮: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ୬୦ ନଂ. ଜାତୀୟ ରାଜପଥ ମଧୁବନ ଢାବା ସମ୍ମୁଖରେ ଶୁକ୍ରବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଟିକୁ ମାଲ ବୋଝେଇ କଣ୍ଟେନର ଧକ୍କା ଦେବାରୁ ଘଟଣାସ୍ଥଳରେ ସ୍କୁଟିଚାଳକଙ୍କ ମୃତ୍ୟୁ ଘଟିଛି।…

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଗେଷ୍ଟ ହାଉସ୍‌ରେ ଡିଏଫ୍‌ଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି,୨୧ା୮: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶନିବାର ଗଜପତି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ ୪ ଜଣିଆ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ପଚରାଉଚରା ଜାରି ରଖିଛି। ତେବେ ଗୁରୁବାର ଡିଏଫ୍‌ଓଙ୍କ ଏକ…

ଏଟିଏମ୍‌ ଟଙ୍କା ଭର୍ତ୍ତି ଭ୍ୟାନ୍‌ରୁ ୨୪ ଲକ୍ଷ ଲୁଟ୍‌ ଘଟଣା: ମାଷ୍ଟରମାଇଣ୍ଡ ଅଟକ

ବ୍ରହ୍ମପୁର ଅଫିସ,୨୧ା୮: ବଡ଼ବଜାର ଥାନା ନିକଟ ଆକ୍ସିସ ବ୍ୟାଙ୍କ ନିକଟରୁ ଏଜିଏସ୍‌ କମ୍ପାନୀର ଏଟିଏମ୍‌ ଟଙ୍କା ଭର୍ତ୍ତି ଗାଡ଼ିରୁ ୨୪ ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହେବାକୁ ଯାଉଛି। ସେହି ଗାଡ଼ିର ଚାଳକ ଆଶିଷ ଦିଘାଲ ହିଁ ଏହି ବହୁ…

ବ୍ୟାପକ ହେଉଛି ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ,୨୧।୮: ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁଦିନ ବ୍ୟାପକ ହେବାରେ ଲାଗିଛି। ଜିଲା ଓ ଜିଲା ବାହାରେ ଏହାର ସମର୍ଥକଙ୍କ ସଂଖ୍ୟା ବଢି ଚାଲିଛି। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତିକୁ ଅଞ୍ଚଳବାସୀଙ୍କ ସହ ବିରୋଧୀ ରାଜନୈତିକ ଦଳ,…

କାଉଣ୍ଟର ଦସ୍ତଖତ ଜାଲ୍‌ ଥିଲା

ନୟାଗଡ଼ ଅଫିସ,୨୧।୮: ଜାଲ୍‌ ଦସ୍ତଖତରେ ୮୦କୋଟି ଟଙ୍କା ଆତ୍ମସାତ୍‌ ହୋଇଥିବା ତତ୍କାଳୀନ ଭାପୁର ବ୍ଲକ୍‌ ଅଧ୍ୟକ୍ଷା ଶାନ୍ତିଲତା ବେହେରା ଅଭିଯୋଗ କରିଥିଲେ ା ଯାହାକୁ ନେଇ ଅନାସ୍ଥା ପ୍ରସ୍ତାବରେ ଅଧ୍ୟକ୍ଷା ବେହେରାଙ୍କୁ ପଦଚ୍ୟୁତ କରାଯାଇଥିଲା। ହେଲେ ଯାଞ୍ଚ ପରେ ଶାନ୍ତିଲତାଙ୍କ ସେହି…

ଲ୍ୟାମ୍ପସ୍‌ ଆଗରେ ୟୁରିଆ ପାଇଁ ଧସ୍ତାଧସ୍ତି

ଝରିଗାଁ, ୨୧।୮ସ୍ବ.ପ୍ର.): ନବରଙ୍ଗପୁର ଜିଲାରେ ସାର ଅଭାବ ଲାଗି ରହିଛି। ଝରିଗାଁ ବ୍ଲକ ଲ୍ୟାମ୍ପସ୍‌ରେ ଶୁକ୍ରବାର ସାର ବଣ୍ଟନବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। େ କତେଜଣ ଚାଷୀ ଅଧିକ ସାର ଦାବିରେ ଲ୍ୟାମ୍ପସ୍‌ ଏମ୍‌ଡିଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

କାଳରେ ଲୀନ ଅପେକ୍ଷାରେ ସାଧନାସ୍ଥଳ

ପାଲଲହଡା,୨୧ା୮ ପ୍ରାୟ ୭୦ ବର୍ଷ ତଳେ ପାଲଲହଡା ଗଡଜାତ (ବର୍ତ୍ତମାନର ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ)ରେ କଳାର ବିକାଶ ପାଇଁ ଗଠନ ହୋଇଥିଲା ଏକ ଅସ୍ଥାୟୀ କଳାକେନ୍ଦ୍ର। ତତ୍କାଳୀନ ରାଣୀ ସୌଭାଗ୍ୟମଞ୍ଜରୀ ପାଲ ଏବଂ କେତେଜଣ କଳାକାର ଏଥିପାଇଁ ଉଦ୍ୟମ କରିଥିଲେ।…

୨୩ରୁ ଖୋଲିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୨୧।୮(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିର ଆସନ୍ତା ୨୩ ତାରିଖ ତଥା ସୋମବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ କଟକଣା ମାନି ଶ୍ରଦ୍ଧାଳୁମାନେ ସକାଳ ୬ଟାରୁ ରାତି ୮ଟା ଯାଏ ବାବା ଆଖଣ୍ଡଳମଣିଙ୍କୁ…

ରିଂ ରୋଡ୍‌, ଆଡ଼ିବନ୍ଧ ନିର୍ମାଣ ଲାଗି ତତ୍ପରତା

ବାରିପଦା ଅଫିସ,୨୧ା୮- ବାରିପଦା ସହରକୁ ବୁଢ଼ାବଳଙ୍ଗ ନଦୀ ବନ୍ୟା ଦାଉରୁ ରକ୍ଷା କରିବା ପାଇଁ ମୟୂରଭଞ୍ଜ ଜଳସେଚନ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରିଂ ରୋଡ୍‌ ସହ ଆଡ଼ିବନ୍ଧ ଓ ସ୍ବୟଂଚାଳିତ ସୁଇସ ଗେଟ ନିର୍ମାଣ ପାଇଁ ବିଭାଗ ପକ୍ଷରୁ…

ଦୁର୍ଘଟଣାରେ ଗଲା ଶିଶୁକନ୍ୟାଙ୍କ ଜୀବନ, ଟ୍ରକ ଜାଳି ଦେଲେ ଲୋକେ

ଝାରସୁଗୁଡ଼ା ଅଫିସ,୨୦।୮: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ରାସ୍ତାର ଛତ୍ରିଆକଣ୍ଟା ଗ୍ରାମ ନିକଟରେ ଶୁକ୍ରବାର ରାତିରେ ଏକ ମାଲବୋଝେଇ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଏଥିରେ ୫ ବର୍ଷୀୟା ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୨ଜଣ ଗୁରୁତର ଆହତ ହୋଇଥିଲେ। ମୃତକ…

ରେଳମନ୍ତ୍ରୀଙ୍କୁ ଧରାଇଲେ ଅଭିଯୋଗର ଲମ୍ବା ତାଲିକା

କୋରାପୁଟ/ଦାମନଯୋଡ଼ି/ସୁନାବେଡ଼ା,୨୦ା୮(ସ୍ବ.ପ୍ର.): ସବ୍‌କା ସାଥ୍‌, ସବ୍‌କା ବିକାଶକୁ ପାଥେୟକରି ଶୁକ୍ରବାର ରେଳ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦିନିକିଆ କୋରାପୁଟ ଜିଲା ଗସ୍ତକରି କେନ୍ଦ୍ର ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଜନଧନ ଯୋଜନା,…

ବାରଣ୍ଡାରେ ଶୋଇଥିଲା ଶିଶୁ, ଭୁଶୁଡ଼ିଲା କାନ୍ଥ

ଉମରକୋଟ,୨୦।୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିପଡ଼ିଲା କାନ୍ଥ। କାନ୍ଥ ତଳେ ଚାପିହୋଇ ୬ ମାସର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଚିକଲପଦର ପଞ୍ଚାୟତ ପୂଜାରୀଭରଣ୍ଡି ଗ୍ରାମରେ। ମୃତକ ହେଲେ ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?