ମୌଳିକ ସୁବିଧାରୁ ବଞ୍ଚିତ ବସ୍ତିବାସୀ
ରାଉରକେଲା ଅଫିସ,୧୭।୨: ରାଉରକେଲା ସ୍ମାର୍ଟ ସିଟି ଯେପରି ଦିନକୁ ଦିନ ଉନ୍ନତି ପଥରେ ଗତି କରୁଛି ସେହି ପରିମାଣରେ ସହରରେ ଥିବା ବସ୍ତି ଅଞ୍ଚଳର ସମସ୍ୟା ସମାଧାନ ହେଉନି। ଫଳରେ ଏହି ବସ୍ତିବାସିନ୍ଦା ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାଉରକେଲା ସହର ଆଖପାଖରେ…
ଡ୍ରେନ୍, ପାନୀୟ ଜଳ ସମସ୍ୟାରେ ସାହି ବାସିନ୍ଦା ଉବୁଟୁବୁ
ବ୍ରହ୍ମପୁର ଅଫିସ୍,୧୭।୨: ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ୱାର୍ଡ ସଫେଇ ନିମନ୍ତେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ଏପରିକି ବିଭିନ୍ନ ୱାର୍ଡରେ ବୈଠକ ଡକାଯାଇ ପରିଷ୍କାର ଓ ପରିଚ୍ଛନ୍ନତା ନେଇ ବିଭିନ୍ନ ସମୟରେ ସଚେତନତା ମଧ୍ୟ କରାଯାଉଛି। କିନ୍ତୁ ବିଏମ୍ସି…
ଅସୁରକ୍ଷିତ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ : ପ୍ଲାଟିନମ ଜୁବୁଲି ଗେଟ୍ ଭାଙ୍ଗିଲେ ଦୁର୍ବୃତ୍ତ
ବଲାଙ୍ଗୀର ଅଫିସ, ୧୭।୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବୁଲି ଗେ୍ଟ ଓ ପାଚେରିରେ ଲଗାଯାଇଥିବା ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମାଷ୍ଟର ପ୍ଲାନକୁ ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଭାଙ୍ଗି ଦେଇଛନ୍ତି। ବୁଧବାର ସକାଳେ ବିଶ୍ବବିଦ୍ୟାଳୟକୁ ଛାତ୍ରୀଛାତ୍ରମାନେ ଆସିବା ପରେ ଏହା ଦେଖିବାକୁ…
ପୋଲ ତଳକୁ ଖସିଲା ବରଯାତ୍ରୀ ଅଟୋ: ୨ ମୃତ
ବରଗଡ଼ ଅଫିସ,୧୭।୨: ବରଗଡ଼ ଜିଲା ବିଜେପୁର-ବରଗଡ଼ ରାସ୍ତାର ସର୍ଣ୍ଣାପାଲି ବ୍ରିଜ୍ରେ ବୁଧବାର ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଜେପୁରରୁ ବରଗଡ଼ ବ୍ଲକ ଅନ୍ତର୍ଗତ ରୁହୁଣିଆଁକୁ ଫେରୁଥିବା ଏକ ବରଯାତ୍ରୀ ଗାଡ଼ି(ଅଟୋ) ସର୍ଣ୍ଣାପାଲି ପୋଲ ତଳକୁ ଖସି ପଡିବାରୁ ୨…
ରଥକାଠ ପୂଜାର୍ଚ୍ଚନା
ପୁରୀ ଅଫିସ,୧୭।୨:ପବିତ୍ର ଶ୍ରୀପଞ୍ଚମୀରେ ମଙ୍ଗଳବାର ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀନଅର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏହି ପୂଜାର୍ଚ୍ଚନା ସମ୍ପନ୍ନ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା…
ଜାତୀୟ ବଜାରରେ ମିଳିବ କୁଚିଣ୍ଡା ଲଙ୍କାଗୁଣ୍ଡ
ସମ୍ବଲପୁର,୧୭ା୨(ବ୍ୟୁରୋ):କେବଳ ରାଜ୍ୟରେ ନୁହେଁ ଜାତୀୟ ବଜାରରେ ଉପଲବ୍ଧ ହେବ କୁଚିଣ୍ଡା ଲଙ୍କାଗୁଣ୍ଡ। ଏନେଇ ସମ୍ମିଳିତ ଉଦ୍ୟମ ଆରମ୍ଭ ହୋଇଛି। ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡରେ ପ୍ରଚୁର ଲଙ୍କା ଚାଷ ହୋଇଥାଏ। ହେଲେ ବିଭିନ୍ନ କାରଣରୁ ସ୍ଥାନୀୟ ଚାଷୀମାନେ ଅଭାବୀ ବିକ୍ରିର ଶିକାର…
ରାଜ୍ୟ ଉପରେ ଦୋଷ ଲଦିଲା ରେଲଓ୍ବେ ବୋର୍ଡ
ଗୁଣପୁର,୧୭ା୨(ଡି.ଏନ୍.ଏ.):ଫେବୃୟାରୀ ୧ରେ ଉପସ୍ଥାପିତ ସାଧାରଣ ବଜେଟରେ ରାୟଗଡ଼ା ଜିଲା ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧ହଜାର ଟଙ୍କା ମଞ୍ଜୁର ନେଇ ଘୋଷଣା କରିଥିଲେ। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଘଟଣା ଏବେ ନୂଆ ମୋଡ଼ ନେଇଛି। ପ୍ରକଳ୍ପ…
୧୮ରୁ ଚନ୍ଦ୍ରଭାଗା ପଡ଼ିଆରେ ୧୪୪ ଧାରା
ପୁରୀ ଅଫିସ, ୧୭।୨:ଚଳିତବର୍ଷ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କୋଭିଡ୍ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମାଘ ମେଳା ଆୟୋଜନ ହେବ। ଜନସମାଗମ ଯୋଗୁ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଲାଗୁ କରାଯିବ। ଆସନ୍ତା ୧୮…
ମହାପ୍ରଭୁଙ୍କୁ ୨.୫ କୋଟିର ଅଳଙ୍କାର
ପୁରୀ ଅଫିସ,୧୭।୨: ବସନ୍ତପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଜନୈକ ଭକ୍ତ ୮କିଲୋରୁ ଊର୍ଦ୍ଧ୍ୱ ଓଜନର ସୁନା ଓ ରୁପା ଅଳଙ୍କାର ଦାନ କରିଛନ୍ତି। ଏହି ଅଳଙ୍କାର ମଧ୍ୟରେ ବଳଭଦ୍ରଙ୍କର ୪୦ଟି ଶ୍ରୀମୁଖ ପଦ୍ମ, ୨ଟି…
ତ୍ୱରାନ୍ବିତ ହେବ ଉପଖଣ୍ଡ ଉନ୍ନୟନ
ମାଧପୁର/ ଆଠମଲ୍ଲିକ,୧୭ା୨ – ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନକୁ ରାଜ୍ୟ ସରକାର ଦ୍ୱିଗୁଣିତ କରିଛନ୍ତି। ଏଥିସହ ପରିଷଦ ଅଧୀନରେ ଆସୁଥିବା ୧୦ ଜିଲା ଓ ଅନୁଗୋଳ ଜିଲାର ଆଠମଲ୍ଲିକ ଉପଖଣ୍ଡରେ ଡବ୍ଲ୍ୟୁଓଡିସିର ଆଞ୍ଚଳିକ କାର୍ଯ୍ୟାଳୟ ଖୋଲାଯିବ ବୋଲି…
ମୃତଦେହରେ କେମିକାଲ ବ୍ୟବହାର ପ୍ରମାଣ ମିଳିନି
ନୟାଗଡ଼ ଅଫିସ,୧୭।୨:ବହୁଚର୍ଚ୍ଚିତ ନୟାଗଡ଼ ଯଦୁପୁରର ୫ବର୍ଷୀୟା ଶିଶୁ ପରୀ ହତ୍ୟା ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚର ଏସ୍ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍) ସୋମବାର ୪୮୨ପୃଷ୍ଠାର ଚାର୍ଜଶିଟ୍ ସ୍ଥାନୀୟ ଚିଲ୍ଡ୍ରେନ କୋର୍ଟରେ ଦାଖଲ କରିଛି। ଏଥିରେ ଏସ୍ଆଇଟି ୭୨ଜଣଙ୍କୁ ସାକ୍ଷୀ ଭାବେ ନେଇଛି।…
ଜଙ୍ଗଲ ଜମିରୁ ବେଆଇନ ମୋରମ ଉଠାଣ
କେନ୍ଦୁଝର,୧୭ା୨(ସ୍ବ.ପ୍ର.)-ଜଙ୍ଗଲ ଜମିରେ ଚାଲିଛି ବେଆଇନ ମାଟି ଉଠାଣ। ବାଂଶପାଳ ତହସିଲ ଶୁଆକାଟୀ ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଉପର ସୁମଠ ଠାରେ ବେଆଇନ ଭାବେ ଜୁଆଙ୍ଗ ଲୋକ ପାଇଥିବା ଜଙ୍ଗଲ ପଟ୍ଟା ଜମିରୁ ମାଟି ଓ ମୋରମ ଉତ୍ତୋଳନ କରାଯାଇ ରାସ୍ତା ନିର୍ମାଣ…
Archives


