୭ ଦିନ ଲାଗି ୨ ଓ୍ବାର୍ଡ କଣ୍ଟେନମେଣ୍ଟ ଜୋନ୍ ଘୋଷିତ
ବାଲିଅନ୍ତା, ୫ା୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ବାଲିଅନ୍ତା ବ୍ଳକର ଜୟଦେବ ପଞ୍ଚାୟତ ଅଧୀନ ୨ଟି ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ ରୂପେ ଘୋଷଣା କରାଯାଇଛି। ସରପଞ୍ଚ ପ୍ରଜ୍ଞା ପାରମିତା ଜେନାମଣି ଓ ବ୍ଲକ ପ୍ରଶାସନ...
ଅଲାରନାଥଙ୍କ ପୀଠରେ ୧୪୪ ଧାରା ଜାରି
ବ୍ରହ୍ମଗିରି,୫ା୬(ଡି.ଏନ.ଏ.)- ଅନବସର ଦର୍ଶନ ପାଇଁ ମହାପ୍ରଭୁ ବ୍ରହ୍ମଗିରି ଅଲାରନାଥଙ୍କ ପୀଠରେ ପ୍ରଶାସନ ତରଫରୁ ୧୪୪ ଧାରା ଜାରି ହୋଇଛି। ଶୁକ୍ରବାର ଚତୁର୍ଦ୍ଧାମୂତ୍ତିଙ୍କ ମହାସ୍ନାନପରେ ଶ୍ରୀଜୀଉମାନେ ଶୁକ୍ରବାରଠାରୁ ଅନବସର ଗୃହରେ ଗୁପ୍ତ ପୂଜା ପାଇବେ। ଏହି ସମୟରେ ଅଲାରନାଥ ପୀଠରେ ମହାପ୍ରଭୁଙ୍କ...
ଅଙ୍ଗନୱାଡି କେନ୍ଦ୍ରରୁ ଚୋରି
ଶଙ୍କରାଖୋଲ,୫ା୬(ଡି.ଏନ୍.ଏ.)- ଚକାପାଦ ବ୍ଲକ ଶଙ୍କରାଖୋଲ ପଞ୍ଚାୟତ ଅଡାବାଡି ଗ୍ରାମରେ ଥିବା ଅଙ୍ଗନୱାଡି କେନ୍ଦ୍ରରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଙ୍ଗନୱାଡି କର୍ମୀ ପ୍ରେମୀ ନାଏକ ଟିକାବାଲି ଥାନାରେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ଶୁକ୍ରବାର ସକାଳେ ସେ...
ଧରାପଡ଼ିଲା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗ
କଟକ ଅଫିସ,୫ା୬: ଏକ ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗକୁ କାବୁ କରିଛି କମିଶନରେଟ ପୋଲିସ। ରାଜ୍ୟର ବିଭିନ୍ନ ଜିଲାରେ ଏହି ଗ୍ୟାଙ୍ଗ ଅନେକ ଅପରାଧିକ କାର୍ଯ୍ୟକଳାପ ଘଟାଇଥିବା ପୋଲିସ ରେକର୍ଡରେ ରହିଛି। ଗତ ମେ ୨୭ ସକାଳେ ଏମାନେ ମାତ୍ର ୪...
ସମ୍ବର୍ଦ୍ଧନା ପରେ ସଙ୍ଗରୋଧ
କଟକ ଅଫିସ,୫ା୬: ପଶ୍ଚିମବଙ୍ଗରେ ସେଠାକାର ସରକାରଙ୍କ ଅନୁରୋଧକ୍ରମେ ବାତ୍ୟା ଅମ୍ଫନ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ ଓଡ଼ିଶାର ଅଗ୍ନିଶମ ବାହିନୀ। ମୁଖ୍ୟ ଅଗ୍ନିଶମ ଅଧିକାରୀ ମହେଶ୍ୱର ସ୍ବାଇଁଙ୍କ ନେତୃତ୍ୱରେ ୩୭୨ ଜଣ ଅଗ୍ନିଶମ କର୍ମଚାରୀ କରୋନା ଭଳି ପ୍ରତିକୂଳ ପରିସ୍ଥିତିରେ...
କିଲୋ ପିଛା ବଢ଼ିଲା ୧୦ ଟଙ୍କା
କଟକ ଅଫିସ,୫ା୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶକ...
କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର
କଟକ ଅଫିସ,୫ା୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ...
ଚାଷୀଙ୍କୁ ୪୫୦ କୋଟି କୃଷିଋଣ
କଟକ ଅଫିସ,୫ା୬: ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ଶୁକ୍ରବାର ୨୦୨୦ ଖରିଫ ଚାଷ ପାଇଁ କଟକ ଜିଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ଭବାନୀ ଶଙ୍କର ଚୟନୀ ଏଥିରେ ଅଧ୍ୟକ୍ଷତା କରି ସାମୂହିକ କୃଷି...
ବିକ୍ରି ହେଉଛି ଏକ୍ସପାଏରି ଖାଦ୍ୟ ପ୍ୟାକେଟ୍
କଟକ ଅଫିସ,୫ା୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍ଡାଉନ୍ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ ବଡ଼ ଦୋକାନରେ ସାମଗ୍ରୀ ଷ୍ଟକ୍ ବଢ଼ିଯାଇଛି। କ୍ଷତିରୁ ବର୍ତ୍ତିବା ପାଇଁ ଏବେ ବ୍ୟବସାୟୀମାନେ...
ସୁନ୍ଦରଗଡରେ କରୋନା ଆକ୍ରାନ୍ତ ସଂଖ୍ୟା ୮୧ ଛୁଇଁଲା
ସୁନ୍ଦଋଗଡ, ୫।୬ (ଡି.ଏନ୍.ଏ.)-ସୁନ୍ଦରଗଡ ଜିଲାରେ ପୁଣି ୭ଜଣ (୪ ପୁରୁଷ ଓ ୩ ମହିଳା) କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୭ଜଣଙ୍କ ମଧ୍ୟରେ ୫ଜଣ ମହାରାଷ୍ଟ୍ର ଫେରନ୍ତା ରହିଛନ୍ତି। ଏମାନେ ବାଲିଶଙ୍କରା ଟିଏମସି କ୍ୱାରାଣ୍ଟାଇନରେ ରହିଥିଲେ। ଅନ୍ୟ ୨ଜଣ...
ସୁବର୍ଣ୍ଣପୁରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା
ସୋନପୁର,୫।୬(ନି.ପ୍ର.)-ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ସୁବର୍ଣ୍ଣପୁରର ବିଭିନ୍ନ ମନ୍ଦିରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପାଳିତ ହୋଇଯାଇଛି । ଏଥିପାଇଁ ସହରର ଗଡଭିତର ଜଗନ୍ନାଥ ମନ୍ଦିର, ଘୋଡାଘାଟପଡାର ଦଧିବାମନ ମନ୍ଦିର ଓ ରାୟଗୁରୁପଡାର ବୃନ୍ଦାବନବିହାରୀ ମନ୍ଦିର ଚଳଚଞ୍ଚଳ ହୋଇ ଉଠିଥିଲା । ସକାଳେ...
‘ମହାଭାରତ : ବିଜ୍ଞାନ ଓ ମନୋବିଜ୍ଞାନ’ ଉନ୍ମୋଚିତ
ବାଲେଶ୍ୱର ଅଫିସ, ୫।୬: ଡା. ଚୌଧୁରୀ ସତ୍ୟବ୍ରତ ନନ୍ଦଙ୍କ ‘ମହାଭାରତ: ବିଜ୍ଞାନ ଓ ମନୋବିଜ୍ଞାନ’ଗ୍ରନ୍ଥ ବାଲେଶ୍ୱର ଗୋପାଳଗାଁ ସ୍ଥିତ ତାଙ୍କ ବାସଭବନରେ ଲୋକାର୍ପିତ ହୋଇଯାଇଛି। ସାମାଜିକ ଦୂରତା ବଜାୟ ସହ ଏକ ନିରାଡ଼ମ୍ବର ପରିବେଶରେ ପାଳିିତ ଏହି ଉତ୍ସବରେ ଲୋକାର୍ପଣ...
Archives


