ଅମ୍ଫନ୍ କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍
ଚାନ୍ଦବାଲି/ଭଦ୍ରକ ଅଫିସ, ୫ା୬(ଡି.ଏନ୍.ଏ.): ୪ଜଣିଆ କେନ୍ଦ୍ରୀୟ ଟିମ୍ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଶ୍ରୀ ପ୍ରକାଶ, ସହକାରୀ କମିଶନର ଡ. ସୋମନାଥ ଅଗସିମଣି, କେନ୍ଦ୍ରୀୟ ମତ୍ସ୍ୟ ବିଭାଗର ସହକାରୀ କମିଶନର ଏସ୍.କେ. ରଥ, କେନ୍ଦ୍ରୀୟ ପରିବହନ ଓ ରାଜପଥ...
ଇମାମୀନଗର ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା
ରେମୁଣା, ୫।୬(ଡି.ଏନ.ଏ.): କରୋନା କଟକଣା ପାଇଁ ଶୁକ୍ରବାର ମହାପ୍ରଭୁଙ୍କ ପ୍ରସିଦ୍ଧ ସ୍ନାନଯାତ୍ରା ନିରାଡ଼ମ୍ବର ଭାବେ ସମ୍ପନ୍ନ ହୋଇଛି। ଇମାମୀ ନଗର ଜଗନ୍ନାଥଙ୍କ ମନ୍ଦିରରେ ଅନୁଷ୍ଠିତ ସ୍ନାନଯାତ୍ରା ଭକ୍ତଙ୍କ ବିନା ସମ୍ପନ୍ନ ହୋଇଛି। ପୂର୍ବାହ୍ନ ୬ଟାରେ ମଙ୍ଗଳାର୍ପଣ, ପୂର୍ବାହ୍ନ ୮ଟାରେ ଜୀଉମାନଙ୍କୁ...
ଗଛ ଲଗାଇ ପାଳିଲେ ବିଶ୍ୱ ପରିବେଶ ଦିବସ
ବାଲେଶ୍ୱର ଅଫିସ, ୫।୬: ବାଲେଶ୍ୱର ଜିଲାରେ ବିଭିନ୍ନ ବ୍ଲକରେ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଯୁବଗୋଷ୍ଠୀମାନେ ଗଛ ଲଗାଇ ବିଶ୍ୱ ପରିବେଶ ଦିବସ ପାଳିଛନ୍ତି। ଅନ୍ୟପକ୍ଷରେ ଅନ୍ୟ ଯୁବଗୋଷ୍ଠୀଙ୍କୁ ପରିବେଶ ସୁରକ୍ଷା ଦାୟିତ୍ୱ ଗ୍ରହଣ କରିବା ପାଇଁ ନିବେଦନ କରିବା ପରମ୍ପରା...
ଥାନା ପରିସରରେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର
ଠାକୁରମୁଣ୍ଡା, ୫ା୬(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନାରେ କାର୍ଯ୍ୟରତ ଡ୍ରାଇଭର ଥାନା ପରିସରରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୫୪/୨୦) ରୁଜୁ କରିବା ସହ ଅଭିଯୁକ୍ତ ଡ୍ରାଇଭର ଏମ.ଡି.ଅଜାରୁଦ୍ଦିନଙ୍କୁ ଗିରଫ କରିଛି। ସୂଚନା...
୨ ଭାଲୁ ଆକ୍ରମଣରେ ୬ ଗୁରୁତର
ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ବାଉଁଶବଣିଆ ଏବଂ ଟଣକା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ୨ଟି ଭାଲୁ ଆକ୍ରମଣରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କୁଲଡ଼ିହା...
ବାଲେଶ୍ୱର ସହରରେ ଲାଗିଲା ୬ ସାନିଟାଇଜ ମେଶିନ
ବାଲେଶ୍ୱର ଅଫିସ, ୫।୬: ମହାମାରୀ କରୋନା ଯୋଗୁ ସବୁବର୍ଗର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହାତପାଣ୍ଠିରୁ ୧୦ଲକ୍ଷ ଟଙ୍କା ବ୍ୟୟବରାଦରେ ସହରରେ ୬ଟି ଅତ୍ୟାଧୁନିକ ସାନିଟାଇଜ ମେଶିନ ଲଗାଯାଇଛି। ପୌରପାଳ ଅଧିକାରୀ...
ଭୋକ ଭୁଲିଛି ବେସାହାରା ହଜାରୀ
ଭଞ୍ଜନଗର,୪।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଟୋକାଗଣ୍ଡାର ମାନସିକ ଅନଗ୍ରସହ ହଜାରୀ ନାୟକ(୧୭)। ୨ ବର୍ଷ ହେଲା ସେ ବେସାହାର ହୋଇପଡ଼ିଛନ୍ତି। ପେଟରେ ଭୋକ ଥାଇ ମଧ୍ୟ ମାନସିକ ଅନଗ୍ରସହ ହଜାରୀ କାହାକୁ କହିପାରୁନାହଁାନ୍ତି। ସମ୍ପର୍କୀୟ ଭାଇ କିମ୍ବା...
ଶଟଡାଉନ ପାଇଁ ଚୌଦ୍ୱାର ପୋଲିସର ପ୍ରସ୍ତୁତି ଶେଷ: ସିଲ ହେବ ସହରର ମୁଖ୍ୟ ପ୍ରବେଶ ପଥ
ଚୌଦ୍ୱାର,୫।୬(ଡି. ଏନ.ଏ)-ରାଜ୍ୟ ସରକାରଙ୍କ ନିଷ୍ପତି ଅନୁଯାୟୀ ପଞ୍ଚମ ପର୍ଯ୍ୟାୟ ଲକ୍ ଡାଉନ ଘୋଷଣା କରାଯାଇଛି। ଏଥିସହିତ ୧୧ଟି ଜିଲାରେ ପ୍ରତି ସପ୍ତାହର ଦୁଇ ଦିନ ଅର୍ଥାତ ଶନିବାର ଓ ରବିବାର ଶଟଡାଉନ ରହିବ ବୋଲି ସରକାରଙ୍କ ତରଫରୁ ଘୋଷଣା ହୋଇଛି।...
ବଲାଙ୍ଗୀରରେ ୩ କରୋନା ପଜିଟିଭ୍ ଚିହ୍ନଟ: ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି
ବଲାଙ୍ଗୀର ଅଫିସ,୫।୬: ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି । ଶୁକ୍ରବାର ୩ କରୋନା ସଂକ୍ରମିତ ଚିହ୍ନଟ ପରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଜିଲାରେ ୮୧ ସକ୍ରିୟ କେସ୍ ଥିବା...
ବଣେଇରୁ ବଡବିଲକୁ ବାଲି ଚୋରା ଚାଲାଣ: ୭ ହାଇଓ୍ବା ଜବତ, ୭ ଗିରଫ
ବଡବିଲ,୫।୬(ସ୍ବ.ପ୍ର.)-ସୁନ୍ଦରଗଡ ଜିଲା ବଣେଇରୁ ବଡବିଲକୁ ବାଲି ଚୋରା ଚାଲାଣ ହେଉଥିବାବେଳେ କେନ୍ଦୁଝର ଜିଲା ବଡବିଲ ପୋଲିସ ଗୁରୁବାର ୭ଟି ବାଲି ବୋଝେଇ ହାଇଓ୍ବା ଟ୍ରକ ଜବତ କରିଛି। ଏହି ଘଟଣାରେ ବାଲିଘାଟର ମାଲିକ, ମ୍ୟାନେଜର ଓ ୭ ଜଣ ଟ୍ରକ...
କେନ୍ଦୁଝରରେ ଆଉ ୨ ପଜିଟିଭ ଚିହ୍ନଟ
କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ୨ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ପଜିଟିଭ୍ଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଘଟଗାଁ ଓ ସାହାରପଡ଼ା ବ୍ଲକ ଏହି ୨ ପଜିଟିଭ୍ ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନ...
ରାୟଗଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍ ଚିହ୍ନଟ
ରାୟଗଡ଼ା ଅଫିସ,୫।୬: ରାୟଗଡ଼ା ଜିଲାରେ ଶୁକ୍ରବାର ଦ୍ୱିତୀୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ୨୨ ବର୍ଷୀୟା ଜଣେ ଯୁବତୀ ଏବଂ କର୍ଣ୍ଣାଟକ ଫେରନ୍ତା ବୋଲି ଜଣାପଡ଼ିଛି। ତାଙ୍କୁ ଗଜପତି କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେ ୨୯ ତାରିଖରେ...
Archives


