ଆମ ଜିଲା ଖବର

ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା

ଅମରପାଲି,୧୫।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ ରବିବାର ଇସ୍ତଫା ଦେଇଛନ୍ତି। ସ୍ବାଧୀନତା ଦିବସ ପାଳନ ଅବସରରେ ଏକ ହୋଟେଲରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସନ୍ତୋଷ ଏହି ଘୋଷଣା କରିଛନ୍ତି। ବ୍ୟକ୍ତିଗତ ଓ ଘରୋଇ କାରଣ ଯୋଗୁ…

ଦୁର୍ଘଟଣାରେ ପୂର୍ବତନ ସମିତିସଭ୍ୟଙ୍କ ଜୀବନ ଗଲା

ଖଇରା, ୧୫।୮(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ, ଭାଜପାର ସୁସଙ୍ଗଠକ, ନେତା ଅଭୟ କୁମାର ମହାନ୍ତି(୫୨)ଙ୍କ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସେ ବାଇକ୍‌ରେ ଔପଦା-ଗଣ୍ଡିବେଡ଼ ରାସ୍ତାରେ ଆସୁଥିବା ବେଳେ…

ରାୟଗଡ଼ାରେ ଉଡ଼ିଲା ତ୍ରିରଙ୍ଗା

ରାୟଗଡ଼ା ଅଫିସ,୧୫।୮ ରାୟଗଡ଼ାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ପଡ଼ିଆଠାରେ ନିରାଡମ୍ବର ଭାବେ ଆଜି ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

ସ୍ବାଭିମାନ ଅଞ୍ଚଳରେ ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା,୧୫।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗୁରୁପ୍ରିୟା ସେତୁ ନିକଟରେ ଉଡ଼ିଲା ତ୍ରିରଙ୍ଗା। ପାପରମେଟେଲା ଥାନାଧିକାରୀ ଚନ୍ଦ୍ରକାନ୍ତି ତାଣ୍ଡିଙ୍କ ନେତୃତ୍ୱରେ ଗୁରୁପ୍ରିୟା ସେତୁ ଏବଂ ବଡ଼ପଡ଼ାରେ, ଯୋଡ଼ାମ୍ବ ଥାନା, ଯୋଡ଼ାମ୍ବ ବିଏସ୍‌ଏଫ କ୍ୟାମ୍ପ, ଗୋରାସେତୁ ବିଏସ୍‌ଏଫ୍‌ କ୍ୟାମ୍ପରେ ସ୍ବାଧୀନତା ଦିବସ…

ଢେଙ୍କାନାଳରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୧୫।୮: ଢେଙ୍କାନାଳ ଷ୍ଟାଡିୟମ୍‌ଠାରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ କରୋନା…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଅର୍ଥ ଓ ଅବକାରୀ ମନ୍ତ୍ରୀ

ବରଗଡ଼ ଅଫିସ,୧୫।୮: ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ରବିବାର ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ: ଖୋର୍ଦ୍ଧାରେ ତ୍ରିରଙ୍ଗା ଉଡ଼ାଇଲେ ଜିଲାପାଳ

ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୫ତମ ଜିଲାସ୍ତରୀୟ ସ୍ବାଧୀନତା ସମାରୋହ ବିଜେବି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସନତ ମହାନ୍ତି ପତାକା ଉତ୍ତୋଳନ ସହ ଅଭିବାଦନ ଗ୍ରହଣ କରି କହିଲେ, କଳା, ସାହିତ୍ୟ, ସଂସ୍କୃତି, ଭାସ୍କର୍ଯ୍ୟ କ୍ଷେତ୍ରରେ…

୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା

ଖଇରା, ୧୫।୮(ଡି.ଏନ.ଏ.)-ସ୍ବାଧୀନତା ଦିବସ ପାଳନ ଅବସରରେ ବାଲେଶ୍ୱର ଜିଲା ପତଞ୍ଜଳି ଯୋଗ ସମିତି ଓ ଆଜାଦ ସୁଭାଷ ସେନା ମିଳିତ ଆନୁକୂଲ୍ୟରେ ପ୍ରସ୍ତୁତ ୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା ଖଇରା ବଜାରରେ କରାଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ, ସମିତି…

ସ୍ବାଧୀନତା ସଂଗ୍ରାମରେ ଗଞ୍ଜାମର ଅବଦାନ ଅତୁଳନୀୟ: ପୂର୍ତ୍ତ ବିଭାଗ ମନ୍ତ୍ରୀ

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଇସ୍ପାତ, ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଅନୁଷ୍ଠିତ ପରେଡ୍‌ରେ ସେ…

କଟକଣାରେ ସ୍ବାଧୀନତା ଦିବସ ପାଳିତ : ଶ୍ରମ ମନ୍ତ୍ରୀ କଲେ ପତାକା ଉତ୍ତୋଳନ

ବଲାଙ୍ଗୀର ଅଫିସ,୧୫।୮: ବଲାଙ୍ଗୀର ସହର ମନୋହରପୁର ପୋଲିସ ପଡ଼ିଆରେ ୭୫ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ…

୧୬ରୁ ସ୍ଵର୍ଗଦ୍ୱାରରେ ବାହାର ଲୋକଙ୍କୁ ଶବଦାହ ଅନୁମତି

ପୁରୀ ଅଫିସ,୧୫।୮: ସ୍ଵର୍ଗଦ୍ୱାରରେ ଶବସତ୍କାର ଓ ମହୋଦଧିରେ ଅସ୍ଥି ବିସର୍ଜନ ନେଇ ରହିଥିବା କଟକଣାକୁ ପୁରୀ ଜିଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି। ଆସନ୍ତା ୧୬ ତାରିଖରୁ ବାହାର ଜିଲା ଓ ରାଜ୍ୟର ଲୋକେ ସ୍ଵର୍ଗଦ୍ୱାରରେ ଅଣକୋଭିଡ୍‌ ମୃତକଙ୍କ ଦାହ କରିପାରିବେ। ସେହିଭଳି…

୭୫ତମ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ସୁନ୍ଦରଗଡ଼ ଅଫିସ,୧୫।୮: ସୁନ୍ଦରଗଡ଼ରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଶଙ୍କରାସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?