ଆଜିଠୁ ପଶ୍ଚିମଦ୍ୱାର ଦେଇ ଦର୍ଶନ
ପୁରୀ ଅଫିସ,୧।୧୧: ନୂତନ ଏସ୍ଓପି ଅନୁଯାୟୀ ସୋମବାରଠାରୁ ପୁରୀ ସହରବାସୀ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର ଦେଇ ପ୍ରବେଶକରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏଥିପାଇଁ କୋଭିଡ୍ କଟକଣା ପାଳନ ସହ ଆବଶ୍ୟକ ପରିଚୟପତ୍ର ଓ କୋଭିଡ୍ ନେଗେଟିଭ୍ ରିପୋର୍ଟ କିମ୍ବା ଦୁଇଡୋଜ୍ ଟିକା…
‘ମୁକ୍ତି ସଳିତା’ରେ ବାଜିଙ୍କ ଜୀବନୀ
ଢେଙ୍କାନାଳ ଅଫିସ,୧।୧୧: ମାତ୍ର ୧୨ବର୍ଷ ବୟସରେ ବ୍ରିଟିଶ ଶାସନ ବିରୋଧରେ ରଣହୁଙ୍କାର ଦେଇ ଗୁଳି ଖାଇ ଶହୀଦ ହୋଇଥିଲେ ବାଜି ରାଉତ। ଏଥିସହିତ ଭାରତୀୟ ସ୍ବାଧୀନତା ସଂଗ୍ରାମର ଇତିହାସରେ ତାଙ୍କ ନାମ ଯୋଡ଼ି ହୋଇଥିଲା ସର୍ବକନିଷ୍ଠ ଶହୀଦ ଭାବରେ। ଆତ୍ମ ବଳିଦାନ…
ସହରରେ ଖେଳପଡ଼ିଆ ଅଭାବ
ବାଲେଶ୍ୱର ଅଫିସ,୧।୧୧: ବାଲେଶ୍ୱର ସହରରେ ଖେଳ ପଡ଼ିଆର ଅଭାବ ଯୋଗୁ ସହର ଉପକଣ୍ଠ ଗ୍ରାମାଞ୍ଚଳ ପଡ଼ିଆରେ ଅଭ୍ୟାସରତ ଖେଳାଳି ଏବଂ ସେମାନଙ୍କ ସହିତ ପ୍ରଶିକ୍ଷକମାନଙ୍କୁ ଦେଖିବାକୁ ମିଳୁଛି। ସଦର ବ୍ଲକ ଶାସଙ୍ଗ ପଞ୍ଚାୟତରେ ଥିବା କଣ୍ଟାବଣିଆ ପଡ଼ିଆରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ…
ପାଣି ମିଶା ପେଟ୍ରୋଲକୁ ନେଇ ଉତ୍ତେଜନା
ଆନନ୍ଦପୁର,୧।୧୧(ସ୍ବ.ପ୍ର.) ଦିନକୁ ଦିନ ବର୍ଦ୍ଧିତ ତୈଳ ଦରକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଥିବାବେଳେ ଅପମିଶ୍ରିତ ପେଟ୍ରୋଲକୁ ନେଇ ରବିବାର ଆନନ୍ଦପୁର ପୌରପରିଷଦ ଘସିପୁରା ଠାରେ ଉତ୍ତେଜନା ପ୍ରକାଶ ପାଇଛି। ଘସିପୁରା ଠାରେ ଥିବା ଅରବିନ୍ଦ ଫିଲିଂ ଷ୍ଟେଶନର ପାଣି…
ଉଦ୍ଘାଟନର ୬ ମାସରେ ରାସ୍ତା ଫାଟି ଆଁ
ପଟ୍ଟାମୁଣ୍ଡାଇ,୧ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ ଅଧୀନରେ ନିର୍ମିତ ଗୁଣୁପୁରଠାରୁ କାଠିଆପଡା ୭. ୫୦୦ କି.ମି. ରାସ୍ତାଟି ଉଦ୍ଘାଟନର ୬ ମାସ ମଧ୍ୟରୁ ଫାଟି ଅଁା କରିଛି। ରାସ୍ତାରୁ ପିଚୁ ଉଠିଗଲାଣି। ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟ୍ଟକଳରେ ନିର୍ମିତ…
ପ୍ରଚାର ଅଭାବରୁ ପର୍ଯ୍ୟଟକଙ୍କ ପାଦ ପଡୁନି
କେନ୍ଦ୍ରାପଡ଼ା ଅଫିସ,୧ା୧୧: ଜାତୀୟଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦ୍ୱୀପରେ ମା’ ବରୁଣେଇ ଦୀର୍ଘବର୍ଷ ଧରି ପୂଜା ପାଉଛନ୍ତି। ପ୍ରଚାର ପ୍ରସାର ଅଭାବରୁ ପର୍ଯ୍ୟଟକଙ୍କ ପାଇଁ ଏହା ଅପହଞ୍ଚ ହୋଇ ରହିଛି। ଜଳପଥ ହିଁ ଏହି ସ୍ଥାନ ପାଇଁ…
ଖଣି, ଶିଳ୍ପାଞ୍ଚଳରେ ଠିକାସଂସ୍ଥା ମାଲାମାଲ୍: ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ
ଯାଜପୁର ଅଫିସ,୧ା୧୧: ଶିଳ୍ପୋନ୍ନତ ଯାଜପୁର ଜିଲାରେ ଥିବା କମ୍ପାନୀଗୁଡିକ ସେମାନଙ୍କ ପାଇଁ ଥିବା ନୀତି ନିୟମକୁ ଉଲ୍ଲଂଘନ କରୁଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି। ଏମାନଙ୍କ କଳା କାରନାମା ଦେଖି ଖଣି ଓ କମ୍ପାନୀ ଅଧୀନରେ ଥିବା ଠିକାସଂସ୍ଥାଗୁଡିକ ମଧ୍ୟ ପ୍ରଶାସନକୁ ଠକି…
ଉତ୍ପାତ କରୁଥିବା ହାତୀକୁ ଟ୍ରାଙ୍କୁଲାଇଜ କଲେ ବିଶେଷଜ୍ଞ ଟିମ୍
ମହାକାଳପଡ଼ା,୧ା୧୧ (ଡି.ଏନ୍.ଏ.): ଯାଜପୁର ଜିଲାରୁ ଆସିଥିବା ହାତୀଟି ଉତ୍ପାତ ଚଳାଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗଡ଼ରୋମିତ ପଞ୍ଚାୟତର ସୋବଳାର ଗହୀର ପାଟ ଚାଷ ଜମିରେ ହାତୀଟି ରବିବାର ସକାଳେ ପହଞ୍ଚତ୍ ଥିଲା। ଶେଷରେ ସନ୍ଧ୍ୟାରେ ନନ୍ଦନକାନନର ଟ୍ରାଙ୍କୁଲାଇଜର ବିଶେଷଜ୍ଞ ଟିମ୍…
ବିକ୍ରି ଉପରେ କଟକଣା, ତଥାପି ଚାଲିଥିଲା ବାଣ କାରଖାନା
ଆସିକା,୧ା୧୧(ଡି.ଏନ.ଏ.): ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନଳବଣ୍ଟା ଗ୍ରାମରେ ପୋଲିସ ଚଢାଉ କରି ବାଣ ପ୍ରସ୍ତୁତି କାରଖାନାରୁ ବହୁ ପରିମାଣର ବାଣ ଓ ବାରୁଦ ଜବତ କରିଛି । ଏସବୁର ମୂଲ୍ୟ ପ୍ରାୟ ୧୦ଲକ୍ଷ ଟଙ୍କା ହେବ ବୋଲି…
ବାଇକ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ
ନୟାଗଡ଼ ଅଫିସ,୧।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ତୁଳସୀପୁର ସାଇମନ୍ଦିର ନିକଟରେ ରବିବାର ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ମୃତକ…
ଉତ୍ତର ପ୍ରଦେଶରୁ ଆସି ଓଡ଼ିଶାରେ ଚୋରି, ବିକୁଥିଲେ ଛତିଶଗଡ଼ରେ
ଉମରକୋଟ, ୩୧ା୧୦(ସ୍ବ.ପ୍ର.): ଉତ୍ତର ପ୍ରଦେଶରୁ ଆସି ନବରଙ୍ଗପୁର ଜିଲା ଉମରକୋଟରେ ରହି ମୋବାଇଲ୍ ଟାଓ୍ବାରରୁ ବ୍ୟାଟେରି ଚୋରି କରୁଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୨ ଜଣଙ୍କୁ ଉମରକୋଟ ପୋଲିସ ଗିରଫ କରିଛି। ଦୁହେଁ ହେଲେ ଉତ୍ତର ପ୍ରଦେଶ ରାଜ୍ୟ ମିରଟ୍ ଜିଲାର…
ବିଦ୍ୟୁତ୍ ଯୋଗାଣ ବନ୍ଦ କରି ଦେବାରୁ ରୋଗୀଣା ମା’ଙ୍କୁ ଟ୍ରଲିରେ ବୋହିଲେ
ମାଲକାନଗିରି, ୩୧ା୧୦(ଡି.ଏନ୍.ଏ.): ମନମାନି ଚଳାଇଛି ଟାଟା କମ୍ପାନୀ। ବିଦ୍ୟୁତ୍ ବିଲ୍ ପୈଠ ସତ୍ତ୍ୱେ ଉପଭୋକ୍ତାଙ୍କ ବିଦ୍ୟୁତ୍ କାଟୁଛି। ଘରୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହେତୁ ଘରେ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ପ୍ରତିବାଦ ସ୍ବରୂପ ତାଙ୍କ ପୁଅ…

