ଆମ ଜିଲା ଖବର

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା ଦେଇଛନ୍ତି।…

ଜଗତ୍‌ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍‌ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୋଟ ୨୯ ପ୍ରକଳ୍ପ ପାଇଁ ୨୧୫ କୋଟି ଟଙ୍କା ବ୍ୟୟ ଅଟକଳ…

ବିପିନଙ୍କ ପରିବାରଙ୍କୁ ସୁରଜ ଆୱାର୍ଡ

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.): ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ବୋରସିଂ ପଞ୍ଚାୟତ ଭାତପଡା ଗାଁର ସ୍ବର୍ଗତ ବିପିନ ପ୍ରଧାନଙ୍କ ପରିବାରକୁ ସୁରଜ ଆୱାର୍ଡ ପ୍ରଦାନ କରାଯାଇଛି।ଏହି ଆଓ୍ବାର୍ଡ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଟଙ୍କା ମଞ୍ଜୁର…

ସ୍କୁଲ ମିଶ୍ରଣ ନୀତି ପ୍ରତ୍ୟାହାର ନ ହେଲେ ଗଣ ଆନ୍ଦୋଳନ

କଟକ ଅଫିସ,୧୪ା୮: ରାଜ୍ୟ ସରକାର ଉପସ୍ଥାନ କମ୍‌ ଆଳରେ ୧୪,୩୭୯ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି। ସେଥିମଧ୍ୟରୁ କଟକ ଜିଲାର ୪୪୮ ଓ ମହାନଗର ନିଗମର ୨୫ ସରକାରୀ ପ୍ରାଥମିକ ବିଦ୍ୟାଳୟ ବନ୍ଦ ହେବାକୁ ଯାଉଛି ବୋଲି…

ମହିଳା ବନପାଳଙ୍କୁ ନିର୍ଯାତନା

ଖୋର୍ଦ୍ଧା ଅଫିସ,୧୪ା୮: ଖୋର୍ଦ୍ଧା ଜିଲା ଚିଲିକା ବନ୍ୟପ୍ରାଣୀ ବନଖଣ୍ଡର ନୂଆପଡ଼ା ରେଞ୍ଜ୍‌ରେ କାର୍ଯ୍ୟରତ ଜଣେ ମହିଳା ବନପାଳଙ୍କୁ ଉପରିସ୍ଥ ଅଧିକାରୀ ନିର୍ଯାତନା ଦେଉଛନ୍ତି। ଏନେଇ ସେ ଚିଲିକା ଡିଏଫ୍‌ଓ ଦାୟିତ୍ୱରେ ଥିବା ଏସିଏଫ ଓ ନୂଆପଡ଼ା ରେଞ୍ଜରଙ୍କ ବିରୋଧରେ ଭୁବନେଶ୍ୱର ଆଞ୍ଚଳିକ…

ଉଚ୍ଛେଦ ପୂର୍ବରୁ ବସ୍ତିବାସିନ୍ଦାଙ୍କୁ ଥଇଥାନ କର

କଟକ ଅଫିସ,୧୪ା୮: ବିନା ଥଇଥାନରେ ଜଗତ୍‌ପୁର ଝାଡୁ ବସ୍ତି ସମେତ ଅନ୍ୟାନ୍ୟ ବସ୍ତି ଉଚ୍ଛେଦ ପ୍ରତିବାଦରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବସ୍ତି ବାସିନ୍ଦାମାନେ ଦୀର୍ଘବର୍ଷ ଧରି ଉକ୍ତ…

୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ

କଟକ ଅଫିସ,୧୩ା୮: ଆଥ୍‌ଲେଟ୍‌ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍‌ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍‌ ମହାନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର…

ଭଙ୍ଗାରୁଜା ଘଟଣାରେ ୨୪ କୋର୍ଟଚାଲାଣ

କେନ୍ଦ୍ରାପଡ଼ା ଅଫିସ/ଢେଙ୍କାନାଳ ଅଫିସ/ରାଜକନିକା/ଆଳି(ଡି.ଏନ୍‌.ଏ.),୧୪ା୮: କେନ୍ଦ୍ରାପଡ଼ା ଜିଲା ଖରସ୍ରୋତା ନଦୀରୁ ଭଦ୍ରକକୁ ଜଳଯୋଗାଣ ପ୍ରତିବାଦରେ ରାଜକନିକା ବ୍ଲକ ବରୁଣାଡ଼ିହାରେ ପୋଲିସ, ପ୍ରଶାସନ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ହୋଇଥିବା ଖଣ୍ଡଯୁଦ୍ଧ ଘଟଣାରେ ୨୪ ଜଣ ଗିରଫ ହୋଇଛନ୍ତି। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତିର…

୭୦ ବର୍ଷ ପରେ ସୁବର୍ଣ୍ଣ ନାଗାଭରଣ ବେଶ

ଢେଙ୍କାନାଳ ଅଫିସ, ୧୪।୮ ରାଜ୍ୟର ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠ ପାଇଁ ଶୁକ୍ରବାର ଥିଲା ଐତିହାସିକ ଦିନ। କାରଣ ଦୀର୍ଘ ୭୦ବର୍ଷ ପରେ ଅନୁଷ୍ଠିତ ହୋଇଥିଲା ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଙ୍କ ସୁବର୍ଣ୍ଣ ନାଗାଭରଣ ବେଶ। ସୁନାର ପଞ୍ଚବକ୍ର ମୁକୁଟ ପରିଧାନ କରି ଶ୍ରୀଜୀଉ…

ବିପର୍ଯ୍ୟୟ ନେଇଛି ୨୧୬ ପ୍ରାଣ

ଅନୁଗୋଳ ଅଫିସ, ୧୪ା୮ କେତେବେଳେ ପାଣି ତ ଆଉ କେବେ ମାରୁଛି ବଜ୍ରପାତ। ସାପ କାମୁଡ଼ାରେ ମଧ୍ୟ ଯାଉଛି ଅନେକଙ୍କ ଜୀବନ। ଗତ ୬ ବର୍ଷ ମଧ୍ୟରେ ଅନୁଗୋଳ ଜିଲାରେ ୨୧୬ ଜଣଙ୍କ ପ୍ରାଣ ନେଇଛି ଏପରି ପ୍ରାକୃତିକ ବିପର୍ଯ୍ୟୟ। ସରକାରଙ୍କ…

ନିମନ୍ତ୍ରଣ କାର୍ଡ଼ରେ ତ୍ରିରଙ୍ଗାକୁ ଅପମାନ

ବରଗଡ଼ ଅଫିସ୍‌,୧୩।୮: ଦିନକ ପରେ ୭୫ତମ ସ୍ବାଧୀନତା ଦିବସ। ରବିବାର ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ଏଥିଲାଗିସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବେ। ସମାରୋହରେ ଯୋଗଦେବା ପାଇଁ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ…

ଆପତ୍ତିଜନକ ଅବସ୍ଥାରେ ଧରାପଡ଼ିଲେ

ବାଉଁଶୁଣୀ,୧୩।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳରେ କିଛିଦିନ ହେଲା ଚାଲିଥିଲା ସେକ୍ସ ର଼୍ୟାକେଟ। ଗୁରୁବାର ରାତିରେ ପୋଲିସ ପାଟ୍ରୋଲିଂ ବେଳେ ରୁଣ୍ଡିମହୁଲ ଛକ ନିକଟ ରାସ୍ତା ପାର୍ଶ୍ୱ ପଡ଼ିଆରେ ଆପତ୍ତିଜନକ ଅବସ୍ଥାରେ ଜଣେ ଯୁବତୀ ଓ ଜଣେ ଯୁବକଙ୍କୁ ପାଇଥିଲା। ସେଠାରେ ୪ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?