ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ
ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି ପରେ ନିର୍ଦ୍ଧାରିତ ସମୟରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରାପହଁରା କରିଛନ୍ତି।...
ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ବୋଝେଇ ମିନିଟ୍ରକ୍ ଜବତ, ଡ୍ରାଇଭର ଫେରାର
ଓଡ଼ଗାଁ,୫ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ନାଉଖାଲ ନିକଟରୁ ବନ ବିଭାଗ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଲକ୍ଷାଧିକ ଟଙ୍କା ମୂଲ୍ୟର ଶାଳଗଣ୍ଡି ବୋଝେଇ ମିନି ଟ୍ରକ ଜବତ କରିଛି। ସୂଚନା ଅନୁସାରେ ଗୁରୁବାର ବିଳମ୍ବିତ ରାତିରେ କରଚୁଲି...
ସ୍ନାନମଣ୍ଡପରେ ଶ୍ରୀ ବଳଦେବଜୀଉ: ମନ୍ଦିର ନିକଟରେ ୧୪୪ ଧାରା ଜାରି, ଦର୍ଶନରୁ ବଞ୍ଚିତ ଶ୍ରଦ୍ଧାଳୁ
କେନ୍ଦ୍ରାପଡ଼ା ଅଫିସ,୫ା୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ଶୁକ୍ରବାର ଅରମ୍ଭ ହୋଇଛି। ପ୍ରତ୍ୟୁଷରୁ ମଙ୍ଗଳାର୍ପଣ ପରେ ଶ୍ରୀ ବଳଦେବଜୀଉଙ୍କ ସହିତ ପ୍ରଭୁ ଜଗନ୍ନାଥ ଏବଂ ମା’ ସୁଭଦ୍ରାଙ୍କୁ ସ୍ନାନମଣ୍ଡପକୁ ସୀମିତ ସଂଖ୍ୟକ ସେବାୟତମାନେ ନେଇଥିଲେ। ଶ୍ରୀଜିଉଙ୍କ ସ୍ନାନ...
ଢେଙ୍କାନାଳରେ ସ୍ନାନପୂର୍ଣ୍ଣିମା
ଢେଙ୍କାନାଳ ଅଫିସ,୫ା୬: ଢେଙ୍କାନାଳର ଶ୍ରୀ ବଳରାମ ମନ୍ଦିରରେ ଶୁକ୍ରବାର ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁ ଶ୍ରୀ ବଳରାମ, ଜଗନ୍ନାଥ ଏବଂ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇ ସ୍ନାନମଣ୍ଡପରେ ବିଜେ କରିଛନ୍ତି। ଶ୍ରୀଜିଉମାନଙ୍କ ଚନ୍ଦନ ବେଶ ଆରମ୍ଭ ହୋଇଛି।
ସ୍ନାନ ବେଦୀରେ ଦାରୁଦିଅଁ
ପୁରୀ ଅଫିସ୍,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି ହୋଇଥିଲା। ସ୍ନାନବେଦୀରେ ବିଜେ କରିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି। ମଙ୍ଗଳାର୍ପଣ ରାତି...
ଆଜି ସ୍ନାନଯାତ୍ରା
ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା...
ଧିମେଇ ଚାଲିଛି ଧାନକିଣା
ସୋନପୁର,୫।୬(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରେ ମେ ୧୫ ତାରିଖରୁ ଧାନ କିଣା ଆରମ୍ଭ ହୋଇଛି। ଜୁନ୍ ୧୫ ତାରିଖରେ ଏହି ଅବଧି ସରିବ। ହେଲେ ମୌସୁମୀ ପାଖେଇ ଆସିଥିବା ବେଳେ ସରକାରଙ୍କ ମନ୍ଥର ଗତିରେ ଧାନ ସଂଗ୍ରହ ଚାଷୀଙ୍କୁ ଚିନ୍ତାରେ...
ଗୋଟିଏ ଦିନରେ କାମ କଲେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକ
ବଲାଙ୍ଗୀର ଅଫିସ, ୫ା୬ – କରୋନା ମହାମାରୀ ଓ ଲକ୍ଡାଉନ୍ ସମୟରେ ବଲାଙ୍ଗୀର ଭଳି ଦାଦନପ୍ରବଣ ଓ ଶିଳ୍ପବିହୀନ ଜିଲାରେ ଲୋକଙ୍କୁ ରୋଜଗାର ଯୋଗାଇବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି ା ରାଜ୍ୟ ବାହାରେ ଥିବା ଲକ୍ଷାଧିକ ପ୍ରବାସୀ ଏବେ...
ଶୋଚନୀୟ ଅବସ୍ଥାରେ ହୋଟେଲ ଶିଳ୍ପ
ଢେଙ୍କାନାଳ ଅଫିସ, ୫।୬ – କରୋନାକୁ ନେଇ ବିଶ୍ୱ ଅର୍ଥନୀତି ଛାରଖାର ହୋଇଯାଇଥିବାବେଳେ ଏଥିରୁ ବାଦ୍ ପଡ଼ିନି ହୋଟେଲ ଶିଳ୍ପ। ପାଖାପାଖି ୨ମାସ ଧରି ହୋଟେଲ ବନ୍ଦ ରହିବା ପରେ ବ୍ୟବସାୟୀଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ନିକଟରେ ସରକାର...
ମୌସୁମୀ ପୂର୍ବରୁ ଜଳବନ୍ଦୀ
ଅନୁଗୋଳ ଅଫିସ,୫ା୬ – ମୌସୁମୀ ଆସିବା ପୂର୍ବରୁ ଅନୁଗୋଳ ପୌରପରିଷଦର ୯ନଂ. ଓ୍ବାର୍ଡ ବଣିଆବାହଳ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି। ବୁଧବାର କାଳବୈଶାଖୀ ବର୍ଷା ପରେ ଏପରି ଅବସ୍ଥା ସୃଷ୍ଟି ହୋଇଥିବାରୁ ଆଗାମୀ ଦିନରେ ମୌସୁମୀ ବର୍ଷା ହେଲେ ପରିସ୍ଥିତି କିପରି...
ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ୧୭୮ ପ୍ରବାସୀ
ଦାରିଙ୍ଗବାଡ଼ି,୫ା୬(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସଙ୍ଗରୋଧ କେନ୍ଦ୍ରରୁ ଅଦ୍ୟାବଧି ୧୭୮ ପ୍ରବାସୀ ଘରକୁ ଫେରିଛନ୍ତି। ଏବେ ଆହୁରୀ ୫୬୫ ଜଣ ୯ଟି ସଙ୍ଗରୋଧ କେନ୍ଦ୍ରରେ ରହିଛନ୍ତି। ସରକାରୀ ତାଲିକା ପ୍ରକାରେ ସେମାନଙ୍କୁ ଖାଦ୍ୟ ଦିଆଯାଉଛି। ନିୟମିତ ସ୍ବାସ୍ଥ୍ୟପରୀକ୍ଷା କରାଯାଉଥିବା...
ଗଞ୍ଜାମରେ ସୁସ୍ଥ ହେଲେଣି ୩୫୪
ଛତ୍ରପୁର,୫ା୬(ଡି.ଏନ୍.ଏ.)- କରୋନା ଲକ୍ଷଣ ଦେଖାଗଲେ ନ ଲୁଚାଇ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅ। ଏପରି କଲେ ପ୍ରାଣଘାତୀ ଭୂତାଣୁକୁ ହରାଇ ହେବ। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ଏହା କହିଛନ୍ତି। ଏଥିସହ ଜନଗହଳି ସ୍ଥାନକୁ...
Archives


