ଆମ ଜିଲା ଖବର

ଟିକସ ଫାଙ୍କିବା ନେଇ ୨ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢ଼ାଉ

ଟିଟିଲାଗଡ଼,୧୩।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଜିଏସ୍‌ଟି ଏବଂ ଏନଫୋର୍ସ ମେଣ୍ଟ ରେଞ୍ଜ ବିଭାଗ ପକ୍ଷରୁ ସହରର ଠିକାଦାରପଡାସ୍ଥିତ ଦୁଇଟି ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଶୁକ୍ରବାର ଚଢ଼ାଉ ଜାରି ରହିଛି। ଟିକସ ଫାଙ୍କୁଥିବା ଅଭିଯୋଗ ପରେ ବିଭାଗର ୧୦ ଜଣିଆ ଅଧିକାରୀ,…

ମାତିଲେ ଦୁର୍ବୃତ୍ତ: ରାତାରାତି ୨ ଦୋକାନରୁ ନେଇଗଲେ ୧୬ ଲକ୍ଷ

ବ୍ରହ୍ମପୁର ଅଫିସ,୧୩।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ଏବେ ଦୁର୍ବୃତ୍ତ ମାତିଛନ୍ତି। ଗୋଟିଏ ରାତିରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପୃଥକ ସ୍ଥାନରେ ଥିବା ଦୁଇଟି ଦୋକାନରେ ଏହି ଦୁର୍ବୃତ୍ତ କଳାକାନା ବୁଲାଇଛି। ଯାହାକି ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଖବରପାଇ…

ହାତୀ ଆକ୍ରମଣରେ ବାପା ପୁଅ ଆହତ

ଭଞ୍ଜନଗର,୧୩।୮:(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ତାରସି ରେଞ୍ଜ ଅନ୍ତର୍ଗତ ତିନିଚକିଆ ଜଙ୍ଗଲରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ବାପ ପୁଅ ଆହତ ହୋଇଛନ୍ତି। ସେମାନେ ହେଲେ ଦଲକର ସୁରେନ୍ଦ୍ର ରାଉତ ଓ ତାଙ୍କ ପୁଅ ଶୁଭମ। ଖବର ପାଇ ରେଞ୍ଜର ଆଶାଲତା ଦିଗାଲ…

୫୦ ହଜାର ହେକ୍ଟର ଜମିରେ ଜଳ ନିଷ୍କାସନ ସମସ୍ୟା

ଜଗତ୍‌ସିଂହପୁର ଅଫିସ,୧୩ା୮: ଜଗତ୍‌ସିଂହପୁର ଜିଲାରେ ଡ୍ରେନେଜ୍‌ ସମସ୍ୟା ଚାଷ ପାଇଁ କାଳ ହୋଇଛି। ଦିନେ, ଦୁଇଦିନ ଲଗାଣ ବର୍ଷା ହେଲେ ଅଧିକାଂଶ ଜମିରୁ ଜଳ ନିଷ୍କାସନ ସହଜ ହେଉନାହିଁ। ଫଳରେ ଚାଷ ପ୍ରଭାବିତ ହେଉଛି। ଏହାର ସ୍ଥାୟୀ ପ୍ରତିକାର ପାଇଁ ଦାବି…

ସ୍କୁଲ ଯିବା ବାଟରେ ମୁଣ୍ଡକୁ ଆସିଲା ଏମିତି କଥା, ଫୋନ ବିକି ଅକ୍ଷୟ କୁମାରଙ୍କୁ ଭେଟିବାକୁ ଚାଲିଗଲେ ସୁନ୍ଦରଗଡ଼ର ଛାତ୍ର

ସୁନ୍ଦରଗଡ,୧୩।୮(ଡି.ଏନ୍‌.ଏ.): ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କୁ ଦେଖିବା ନିଶା ଏମିତି ଯେ ଫୋନ୍‌ ବିକି ମୁମ୍ବାଇ ଚାଲିଯାଇଥିଲେ ଜଣେ ଛାତ୍ର। ପରେ ତାଙ୍କୁ ମୁମ୍ବାଇସ୍ଥିତ ବଲିଉଡ ହିରୋ ଅକ୍ଷୟ କୁମାରଙ୍କ ବାସଭବନ ସମ୍ମୁଖରୁ ଉଦ୍ଧାର କରାଯାଇଛି। ଉକ୍ତ ଛାତ୍ର ଜଣକ ହେଉଛନ୍ତି…

ବ୍ରହ୍ମପୁରରୁ ଭଦ୍ରକ ଯାଏ ଲମ୍ବିଛି ଧଳା ଜହର ଚେର, ୨ ଗିରଫ

ପଦ୍ମପୁର,୧୩ା୮(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପୋଲିସ ଦୁଇ ଯୁବକଙ୍କୁ ବ୍ରାଉନ ସୁଗାର କାରବାର ଅଭିଯୋଗରେ ଗିରଫ କରିଛି। ଗିରଫ ଯୁବକ ଦ୍ୱୟ ହେଲେ ଚରମ୍ପା ପଥରାଡ଼ିର ଅଜୟ ଦାସ ଓ ଲାଞ୍ଜିପଲ୍ଲୀ ବ୍ରହ୍ମପୁରର ସତ୍ୟନାରାୟଣ ଆଚାର୍ଯ୍ୟ। ସେମାନଙ୍କ ଠାରୁ…

ଖରସ୍ରୋତା ପାଣି ବିବାଦ: ଜଣେ ଗିରଫ, ୨୫ରୁ ଊର୍ଦ୍ଧ୍ୱ ଅଟକ

କେନ୍ଦ୍ରାପଡ଼ା/ଢେଙ୍କାନାଳ ଅଫିସ,୧୩ା୮: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଠାରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଗୁରୁବାର ସଂଘର୍ଷ ହୋଇଥିଲା। ଆନ୍ଦୋଳନକାରୀ ପ୍ରକଳ୍ପ ଠିକା କମ୍ପାନୀର ଆସବାବପତ୍ର ନଷ୍ଟ କରିବା ସହ…

କନିକା ପ୍ରଜାମେଳିର ପୁନରାବୃତ୍ତି

କେନ୍ଦ୍ରାପଡ଼ା ଅଫିସ,୧୩।୮: କନିକା ରାଜାଙ୍କର ୬୪ ପ୍ରକାର କରକୁ ପ୍ରଜା ବହନ କରୁଥିଲେ। ଏହା ବିରୋଧରେ ୧୯୨୨ରେ ପ୍ରଜାମେଳି ହୋଇଥିଲା। ରାଜାସାହେବ ପ୍ରଜାଙ୍କ ଦମନଲୀଳା ପାଇଁ ବ୍ରିଟିଶ ପୋଲିସର ସହାୟତା ନେଇଥିଲେ। ଏହା ସତ୍ତ୍ୱେ ପ୍ରଜାଙ୍କ ବିଜୟ ହୋଇଥିଲା। ୧୦୦ ବର୍ଷରେ…

କାମ ନ ସରୁଣୁ ଭୁଶୁଡିଲାଣି ବୁରୁଜ

ନାଉଗାଁ,୧୩ ।୮(ସ୍ବ.ପ୍ର): ବନ୍ୟା ଦାଉରୁ ଦୁର୍ବଳ ନଦୀବନ୍ଧକୁ ସୁରକ୍ଷା ଦେବା ପାଇଁ ଚିହ୍ନଟ ସ୍ଥାନରେ ଜଳସେଚନ ବିଭାଗ ପକ୍ଷରୁ ପଥର ପ୍ୟାକିଂ କରାଯିବା ସହ ବୁରୁଜ ନିର୍ମାଣ କରାଯାଉଛି। କିନ୍ତୁ ଏହି ପଥର ପ୍ୟାକିଂ ଓ ବୁରୁଜ ନିର୍ମାଣ କାମ ଠିକ୍‌…

ପର୍ଯ୍ୟଟନସ୍ଥଳୀର ବିକାଶ ନୈରାଶ୍ୟଜନକ

ଯାଜପୁର ଅଫିସ,୧୩।୮: ରାଜ୍ୟରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ଅଧାରେ ଅଟକିଛି। ଏହାବାଦ୍‌ ନିମ୍ନମାନର କାର୍ଯ୍ୟ ଯୋଗୁ ପର୍ଯ୍ୟଟନସ୍ଥଳୀର ଦୀର୍ଘସ୍ଥାୟିତ୍ୱକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ୨୦୧୯-୨୦ ବର୍ଷରେ ରାଜ୍ୟର ୧୫ଟି ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ୧୬୭.୪୧ କୋଟି ଟଙ୍କା ମଞ୍ଜୁର ହୋଇଥିଲା।…

ରାଜ୍ୟର ୪ ପୋଲିସ ଅଧିକାରୀ ପାଇବେ ଉତ୍କର୍ଷ ସେବା ପଦକ

କଟକ ଅଫିସ,୧୩ା୮: ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଦେଶର ୧୫୨ଜଣ ପୋଲିସ ଅଧିକାରୀଙ୍କୁ ୨୦୨୧ ବର୍ଷ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ। ଏଥିପାଇଁ ଓଡ଼ିଶା ପୋଲିସର ୪ ଅଧିକାରୀ ଯୋଗ୍ୟ ବିବେଚିତ…

ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ମାମଲା: ଜିଲାପାଳଙ୍କୁ ୨ସପ୍ତାହ ସମୟ ଦେଲେ ଏନ୍‌ଜିଟି

କଟକ ଅଫିସ/ନୂଆଦିଲ୍ଲୀ,୧୩ା୮: ମହାନଦୀ ଶଯ୍ୟାରେ ବେଆଇନଭାବେ ନିର୍ମାଣ ହୋଇଥିବା ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଏଥିସହିତ ପଞ୍ଚମୁଖୀ ମନ୍ଦିର ଉଚ୍ଛେଦ ନେଇ କ’ଣ ସବୁ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?