ଆମ ଜିଲା ଖବର

ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ)/ଦିଗପହଣ୍ଡି୧୩/୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଗପହଣ୍ଡିଠାରେ ଏକ ତୁଳା ଜିନିଂ ଓ ପ୍ରେସିଂ ମିଲ୍‌ ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ…

ବଣ୍ଟନ କମ୍‌, ବିକ୍ରି ବେଶି

ଆଠମଲ୍ଲିକ/ ବଇଣ୍ଡା,୧୩ା୮ (ଡି.ଏନ.ଏ.) ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗରିବ ଲୋକଙ୍କ ପାଇଁ ସରକାର କିରୋସିନ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସମୟରେ ଏହି ସରକାରୀ କିରୋସିନରୁ ହଜାର ହଜାର ଲିଟର କଳାବଜାରରେ ବିକ୍ରି କରିଦିଆଯାଉଛି। ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଏପରି…

ଅଧାରେ ଅଟକିଛି ବ୍ରିଜ୍‌ମ୍ୟାନ୍‌ଙ୍କ ସ୍ୱପ୍ନ

କେନ୍ଦୁଝର,୧୩।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ସୋସୋ-କାନପୁର ଗ୍ରାମର ଗଙ୍ଗାଧର ରାଉତ (୬୫) ନିଜର ପେନ୍‌ସନ୍‌ ଅର୍ଥରେ ସାଳନ୍ଦୀ ନଦୀରେ ୨୭୦ ଫୁଟ ଲମ୍ବ ଓ ୧୦ ଫୁଟ ଓସାରର ପୋଲ ନିର୍ମାଣ କରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି କାମ…

ଚିତି ସାପକୁ କାମୁଡ଼ି ଦୁଇଖଣ୍ଡ କରି ରକ୍ତ ପିଇଲେ

କଳିଙ୍ଗନଗର,୧୩ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଦାନଗଦୀ ବ୍ଲକ ଅଧୀନ ଶାଳିଜଙ୍ଗା ପାଞ୍ଚୟତ ଗମ୍ଭାରୀପାଟିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର କିଶୋର ବଦରା(୪୫) ବିଲରୁ ଫେରୁଥିବା ବେଳେ ତାଙ୍କୁ ଏକ ଚିତି ସାପ କାମୁଡ଼ି ଦେଇଥିଲା। ପରେ ସାପକୁ ଗୋଡେଇ ଧରିଥିଲେ…

ଖେଳୁ ଖେଳୁ ବୁଡ଼ି ଗଲେ ଦୁଇ ଭଉଣୀ

କେନ୍ଦୁଝର, ୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଗ୍ରାମ ମଣ୍ଡା ସାହିରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଦୁଇ ଭଉଣୀ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ପଡ଼ିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଯୋଗୀ ମୁଣ୍ଡାଙ୍କ ୩…

୩ ବର୍ଷର ପୁଅଙ୍କୁ ମାରି ଫାଶି ଲଗାଇଲେ ବାପା

ଝରିଗାଁ,୧୨।୮(ସ୍ବ.ପ୍ର.): ନିଶାଗ୍ରସ୍ତ ମଣିଷ ନିଜର ହିତାହିତ ଜ୍ଞାନ ଭୁଲିଯାଏ। ନିଶାର ବଶବର୍ତ୍ତୀ ହୋଇ ମଣିଷ ବଡ଼ବଡ଼ ଭୁଲ୍‌ କରିବସେ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅର୍ଜ୍ଜୁନଗୁଡ଼ା ଗାଁରେ। ନିଶାଶକ୍ତ ଜଣେ ବାପା…

୯୦.୨୭ କୋଟି ବ୍ୟୟରେ ନିର୍ମାଣ ହେବ ବରଗଡ଼ କ୍ୟାନସର ହସ୍ପିଟାଲ

ବରଗଡ଼ ଅଫିସ୍‌,୧୨।୮: ବରଗଡ଼ରେ କ୍ୟାନସର କେୟାର ସେଣ୍ଟର ସ୍ଥାପନ ପାଇଁ ସରକାରଙ୍କ ପ୍ରଶାସନିକ ଅନୁମୋଦନ ମିଳିଛି । ୧ଲକ୍ଷ ୩୬ ହଜାର ୫୦୮.୭୯ ବର୍ଗଫୁଟରେ ଉକ୍ତ କ୍ୟାନସର କେୟାର ସେଣ୍ଟର ୫ ମହଲା ବିଶିଷ୍ଟ ହେବ। ଏନେଇ ୯୦କୋଟି ୨୭ଲକ୍ଷ ଟଙ୍କା…

ପିଲା, ଗର୍ଭବତୀଙ୍କୁ ଦିଆଯାଉଛି ଆଉଟ୍‌ଡେଟେଡ୍‌ ଖାଦ୍ୟ

ସାରସକଣା,୧୨।୮(ଡି.ଏନ୍‌.ଏ.): ସରକାର ଗର୍ଭବତୀ, ପ୍ରସୂତି ଓ ଶିଶୁମାନଙ୍କୁ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ଛତୁଆ, ଅଣ୍ଡା, ସୁଜି ଆଦି ପୁଷ୍ଟିସାର ଯୁକ୍ତ ଖାଦ୍ୟ ଯୋଗାଉଛନ୍ତି। ତେବେ ମୟୂରଭଞ୍ଜ ଜିଲା ଉପାନ୍ତ ସାରସକଣା ବ୍ଲକ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ମାସେ ପରେ ମଧ୍ୟ ମୃତ୍ୟୁ ଉପରୁ ହଟିନି ରହସ୍ୟ

ପାରଳାଖେମୁଣ୍ଡି,୧୨ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ଶୁକ୍ରବାର ମାସେ ପୂରିବ। ହେଲେ ଏ ଯାଏ ପୋଲିସ ସୌମ୍ୟଙ୍କ ଦେହରେ କିଭଳି ନିଆଁ ଲାଗିଲା ତାହା ସ୍ପଷ୍ଟ କରିପାରି ନାହିଁ। ଅନ୍ୟପକ୍ଷେ ନ୍ୟାୟ ପାଇଁ…

ସୋସିଆଲ ମିଡିଆର ଅପବ୍ୟବହାର: ସରକାରୀ ଚିଠି ଶେୟାର କରୁଛନ୍ତି ସରକାରୀ କର୍ମଚାରୀ

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସରକାରୀ ଅଫିସର କର୍ମଚାରୀମାନେ ସୋସିଆଲ ମିଡିଆର ଅପବ୍ୟବହାର କରୁଥିବା ଜିଲାପାଳଙ୍କ ନଜରକୁ ଆସିଛି। ବିଶେଷକରି ସରକାରୀ ଅଫିସଗୁଡ଼ିକର କିରାଣି ଷ୍ଟାଫ୍‌ମାନେ ବିଭିନ୍ନ ସକରାରୀ ଚିଠିକୁ ହ୍ବାଟ୍ସଆପ୍‌ ଏବଂ ଅନ୍ୟ ବିଭିନ୍ନ ସୋସିଆଲ ମିଡିଆରେ ଅନ୍ୟମାନଙ୍କୁ…

ସ୍ପଷ୍ଟ ଦିବାଲୋକରେ ଘରେ ପଶି ନଗଦ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୧୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ନେତ୍ରାନନ୍ଦ ମହାନ୍ତଙ୍କ ଘରେ କେହି ନ ଥିବା ବେଳେ ଦୁର୍ବୃତ୍ତମାନେ ଗେଟ୍‌ ଭାଙ୍ଗି ଘରେ ପଶି ଗଡରେଜରୁ ନଗଦ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଲୁଟିନେଇଛନ୍ତି।…

ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣର ପ୍ରତିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଭାଜପା

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ବିଜେଡି ନେତା ଓ କର୍ମୀମାନଙ୍କ ଦ୍ୱାରା ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣ, ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ ରହିବା ନେଇ ରାଜ୍ୟ ଭାଜପା ଅନୁସୂଚିତ ମୋର୍ଚ୍ଚା ପକ୍ଷରୁ ନିନ୍ଦା କରାଯାଇଛି ା ଏହାର ପ୍ରତିବାଦରେ ଗୁରୁବାର ଛତପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?