ଉଗ୍ରରୂପ ନେଲା ଖରସ୍ରୋତା ଜଳ ବିବାଦ: ପୋଲିସ-ପ୍ରକଳ୍ପ ବିରୋଧୀ ଧସ୍ତାଧସ୍ତି
ଆଳି,୧୨ା୮(ଡି.ଏନ୍.ଏ.): ଖରସ୍ରୋତା ନଦୀ ପାଣି ବିବାଦ ଗୁରୁବାର ଉଗ୍ର ରୂପ ନେଇଛି। ଆନ୍ଦୋଳନକାରୀ ଚାନ୍ଦବାଲି ରାସ୍ତାର କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅଚ୍ୟୁତପୁରଠାରେ ରାସ୍ତାରୋକୋ କରିଛନ୍ତି । ଏଥିସହିତ କେନ୍ଦ୍ରାପଡ଼ା ରାଜକନିକା ବ୍ଲକ ବରୁଣାଡିହା ପାଣି ପ୍ରକଳ୍ପ ସ୍ଥାନକୁ ଯାଉଥିବା ଗାଡ଼ି…
କ୍ରିଷ୍ଣା ଦେବାଶିଷଙ୍କୁ ଗ୍ରାଣ୍ଡମାଷ୍ଟର ଉପାଧି
ରସୁଲପୁର,୧୨ା୮(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାମଦେବପୁର ଗ୍ରାମର ୨ ବର୍ଷ ୧୦ ମାସ ବୟସର ବାଳକ ଡି.ଏନ୍. କ୍ରିଷ୍ଣା ଦେବାଶିଷଙ୍କୁ ଆଉ ଏକ ସଫଳତା ମିଳିଛି। ଏସିଆ ବୁକ୍ ଅଫ୍ ରେକଡର୍ସ ପକ୍ଷରୁ ତାଙ୍କୁ ଗ୍ରାଣ୍ଡ୍ମାଷ୍ଟର ଉପାଧି ଦିଆଯାଇଛି। ସେ…
ଗ୍ରୀନ୍ କରିଡରରେ ଜଣଙ୍କୁ ଏମ୍ସ ସ୍ଥାନାନ୍ତର
କଟକ ଅଫିସ, ୧୨ା୮: କଟକ ଏସ୍ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବୁଧବାର ଶିଶୁଭବନରୁ ଭୁବନେଶ୍ୱର ଏମ୍ସକୁ…
ସୌମ୍ୟଙ୍କ ଘରେ ଖଇରା ପୋଲିସ
ଖଇରା,୧୨ା୮(ଡି.ଏନ.ଏ.): ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଏହି ରହସ୍ୟଜନକ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇ ନବୀନ ନିବାସ ଆଗରେ ଆମତ୍ାହୁତି ଦେବାକୁ ସୌମ୍ୟଙ୍କ ପରିବାର ବର୍ଗ ଚେତାବନୀ…
ନକଲି ସିମ୍ କାର୍ଡ ବିକ୍ରେତାଙ୍କୁ ନେଲା ଦିଲ୍ଲୀ ପୋଲିସ
ଯାଜପୁର ଟାଉନ/ବରୀ, ୧୨ା୮(ଡି.ଏନ.ଏ.): ନକଲି ସିମ୍ କାର୍ଡ ବିକ୍ରି ଅଭିଯୋଗରେ ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧୀନ ଭୁରୁଙ୍ଗା ଗ୍ରାମର ପ୍ରୀତମ୍ କର(୩୦)ଙ୍କୁ ମଙ୍ଗଳବାର ଦିଲ୍ଲୀ ପୋଲିସ ଗିରଫ କରିଥିଲା। ବୁଧବାର ତାଙ୍କୁ ଯାଜପୁର ସିଜେଏମ୍ କୋର୍ଟରେ ହାଜର କରିବା…
ନନ୍ଦନକାନନରେ ହାତୀ ବାସନ୍ତୀ ଅସୁସ୍ଥ
ବାରଙ୍ଗ,୧୨ା୮(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀ ସଫାରିରେ ରହୁଥିବା ମାଈ ହାତୀ ବାସନ୍ତୀ ବୁଧବାର ଅସୁସ୍ଥ ହୋଇପଡ଼ିଛି। ସେ କିିଛିଦିନ ହେବ ଠିକ ଭାବେ ଖିଆପିଆ କରୁନାହିଁ। ବୟସାଧିକ କାରଣରୁ ସେ ବାରମ୍ବାର ବଦହଜମିର ଶିକାର ହେଉଛି। ବୁଧବାର ବଦହଜମିର ଶିକାର…
ମଦ ବ୍ୟବସାୟୀଙ୍କ ମାଡ଼ରେ ଖବରଦାତା ଲହୁଲୁହାଣ
ତିଗିରିଆ, ୧୨ା୮( ଡି.ଏନ.ଏ.): ତିଗିରିଆ ବ୍ଲକ କରଡ଼ାପଲ୍ଲୀ ଗଁାର ଖବରଦାତା ପନିଆ ଖଁାଙ୍କୁ ସେହି ଗଁାର ୨ ଜଣ ଦେଶୀ ମଦ ବ୍ୟବସାୟୀ ନିସ୍ତୁକ ପିଟି ଲହୁଲୁହାଣ କରିଛନ୍ତି। ମଙ୍ଗଳବାର ରାତିରେ ଉଭୟ ମଦ ବ୍ୟବସାୟୀ ପନିଆଙ୍କୁ ଏକ ଗଣ୍ଡଗୋଳ ଘଟଣାର…
ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ବାଙ୍କୀ, ୧୨ା୮(ସ୍ବ.ପ୍ର.): ଡମପଡ଼ା ବ୍ଲକ କୁସୁପଙ୍ଗି ଓ ତାଳବସ୍ତ ପଞ୍ଚାୟତରେ ଏମ୍ଜିଏନଆରଇଜିଏସ୍ କାର୍ଯ୍ୟ ଓ ରୁବାନ ଅନୁଦାନରେ ନିର୍ମାଣ ହୋଇଥିବା ପ୍ରକଳ୍ପଗୁଡିକରେ ମହାଦୁର୍ନୀତିରେ ହୋଇଛି। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଗିରଫ କରିବାକୁ ଦାବି କରି…
ଏଥର ଅକ୍ସିଜେନ୍ ରାଖୀ କିଟ୍
କଟକ ଅଫିସ, ୧୨ା୮: ଭାଇ-ଭଉଣୀର ସମ୍ପର୍କକୁ ଆଉଟିକେ ମଜଭୁତ କରିବା ପାଇଁ ପ୍ରତିବର୍ଷ ପାଳନ କରାଯାଏ ରକ୍ଷାବନ୍ଧନ ପର୍ବ ବା ଗହ୍ମାପୂର୍ଣ୍ଣିମା। ଆସନ୍ତା ୨୨ ତାରିଖରେ ଏହି ନିଆରା ପର୍ବ ପାଳନ ହେବାକୁ ଥିବାବେଳେ କରୋନା ମହାମାରୀ ଯୋଗୁ କଟକ ସହରର…
ଜଗନ୍ନାଥ ଦର୍ଶନ ପାଇଁ ଏସ୍ଓପି
ପୁରୀ ଅଫିସ, ୧୨ା୮: ଦୀର୍ଘ ଅଢେଇ ମାସ ପରେ କରୋନା କଟକଣା କୋହଳ ଯୋଗୁ ଶ୍ରୀମନ୍ଦିର ଖୋଲିବା ନେଇ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସ୍ଓପି ପ୍ରକାଶ ପାଇଛି। ଗୁରୁବାରଠାରୁ ଶ୍ରୀମନ୍ଦିର ଖୋଲିବ। ପ୍ରଥମ ଦୁଇଦିନ ଅର୍ଥାତ ୧୨ ଓ ୧୩…
କପିଳାସ ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟର: ଅନାଥ ହାତୀଙ୍କ ଅଭୟଗୃହ
ଢେଙ୍କାନାଳ ଅଫିସ, ୧୨।୮: ଗରିବ ମଣିଷ ଛୁଆଟେ ଛେଉଣ୍ଡ ହୋଇଗଲେ ତା’ ପାଇଁ ଝରିପଡ଼େ ଅନେକ ଦରଦ। ଆହା କରନ୍ତି ସହୃଦୟ ବ୍ୟକ୍ତି। ବଢ଼ାନ୍ତି ସହାୟତାର ହାତ। ଆବଶ୍ୟକ ପଡ଼ିଲେ ପ୍ରଶାସନ କରାଏ ସମ୍ପୃକ୍ତ ଶିଶୁର ଥଇଥାନ ବ୍ୟବସ୍ଥା । ସଂଘବଦ୍ଧ…
୨୨ବର୍ଷରେ ୧୨୧ ହାତୀ ମୃତ
କେନ୍ଦୁଝର,୧୨।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ହାତୀ ମଣିଷ ଲଢ଼େଇ ଲାଗି ରହିଛି। କେତେବେଳେ ନିରୀହ ମଣିଷଙ୍କ ଜୀବନ ଯାଉଛି ତ କେତେବେଳେ ମଣିଷଙ୍କ ଆକ୍ରୋଶରୁ ଟଳି ପଡ଼ୁଛନ୍ତି ହାତୀ। ୨୨ ବର୍ଷ ମଧ୍ୟରେ ଜିଲାରେ ୧୨୧ ହାତୀଙ୍କ ମୃତ୍ୟୁ ହୋଇଥିବାରୁ ସେମାନଙ୍କ ସୁରକ୍ଷା ନେଇ…

