ଆମ ଜିଲା ଖବର

ଜମି ଫାଟି ଆଁ : ଚିନ୍ତାରେ ଚାଷୀ

ତେଲକୋଇ, ୧୧।୮(ଡି.ଏନ.ଏ.): ଚାଷୀ ବହୁଳ ତେଲକୋଇ ଅଞ୍ଚଳରେ ବର୍ଷାର ଅଭାବ ଯୋଗୁ ଅଧିକାଂଶ ଜମି ଶୁଖିଲା ପଡିଛି । ଧାନ, ରୁଆ ବିହୁଡା ଅଧାରେ ରହିଛି। ଚାଷୀ ମାନେ ଧାର କରଜ କରି ଧାନ ବିହନ, ସାର, ଔଷଧ ଆଣିଥିବାରୁ ଏବେ…

ରୋଗୀ କଲବଲ, ଲୁଟୁଛନ୍ତି ଦଲାଲ

ଭୁବନ, ୧୧।୮(ଡି.ଏନ୍‌.ଏ.) – କରୋନା ମହାମାରୀ ସମୟରେ ବଢ଼ିଛି ସ୍ବାସ୍ଥ୍ୟସେବାର ଗୁରୁତ୍ୱ। କେବଳ କୋଭିଡ୍‌ ନୁହେଁ, ଅନ୍ୟ ରୋଗୀମାନଙ୍କ ଚିକିତ୍ସାରେ ଯେପରି କୌଣସି ଅବହେଳା ନ ହୁଏ; ସେଥିଲାଗି ଗୁରୁତ୍ୱ ଦେବାଲାଗି ସରକାର ଜୋର୍‌ ଦେଉଛନ୍ତି। ହେଲେ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର…

ପରଦା ପଛରେ ପୂଜା

ଅନୁଗୋଳ ଅଫିସ, ୧୧ା୮ – ଉତ୍ସବ ନୁହେଁ ଜୀବନ ବଡ଼। ଏହି ବାର୍ତ୍ତା ଦେବାକୁ ଯାଇ ରାଜ୍ୟ ସରକାର ପାର୍ବଣ ଋତୁରେ କୋଭିଡ୍‌ କଟକଣାକୁ ଆଦୌ କୋହଳ କରିନାହାନ୍ତି। କାରଣ ମହାମାରୀର ଦ୍ୱିତୀୟ ଲହରଠାରୁ ତୃତୀୟ ଲହର ଅଧିକ ମାରାତ୍ମକ ସାବ୍ୟସ୍ତ…

ଧାମରା ନିକଟରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଭଦ୍ରକ ଅଫିସ,୧୦।୮: ଭଦ୍ରକ ଚରମ୍ପା ସ୍ଥିତ ଧାମରା ରେଳ ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନର ୧୩ଟି ବଗି ଲାଇନଚ୍ୟୁତ ହୋଇଛି। ଖାଲିଥିବା ଟ୍ରେନ୍‌ଟି ଧାମରା ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ଟ୍ରେନ୍‌ରେ ମୋଟ…

୬ ଦିନ ହେଲା ଧାରଣାରେ ବସିଛନ୍ତି ଗୋପାଳପୁର ପୋର୍ଟ ଶ୍ରମିକ

ଛତ୍ରପୁର,୧୦।୮(ଡି.ଏନ.ଏ)- ଗୋପାଳପୁର ପୋର୍ଟ ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ପୂର୍ବରୁ ୱାଗନ ଲୋଡିଂ ଶ୍ରମିକମାନେ ନର୍ଥ ସାଇଡ୍‌ ଲୋଡିଂ ପଏଣ୍ଟରେ କାମ କରି ଆସୁଥିଲେ। ପରେ ପୋର୍ଟ ସାଉଥ୍‌ ସାଇଡ ନିଜର ଏକ ସ୍ବତନ୍ତ୍ର ନୂତନ ଲୋଡିଂ ପଏଣ୍ଟ ଆରମ୍ଭ କରିଥିଲା।…

ଦେଶୀ ବନ୍ଧୁକ ଧରି ଅବାଧରେ ବୁଲୁଥିଲେ; ବାନ୍ଧିଲା ବ୍ରଜରାଜନଗର ଥାନା ପୋଲିସ

ଝାରସୁଗୁଡା ଅଫିସ, ୧୦।୮: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ଜବତ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ରାଜପୁର ଗ୍ରାମର ମନୋଜ କିଷାନ(୩୪)। ଏନେଇ…

କଟକଣା ମଧ୍ୟରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ଭକ୍ତ

କେନ୍ଦୁଝର,୧୦।୮(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ମଙ୍ଗଳବାରଠାରୁ ଭକ୍ତଙ୍କ ଦର୍ଶନ ପାଇଁ ଖୋଲିଛି। କୋଭିଡ୍‌ କଟକଣା ଓ ଗାଇଡଲାଇନ୍‌ ଭିତରେ ଭକ୍ତ ମାନେ ମା’ ଙ୍କ ଦର୍ଶନ କରୁଛନ୍ତି । ଟ୍ରଷ୍ଟ ପକ୍ଷରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି।…

ଖରସ୍ରୋତା ବଞ୍ଚାଅ ଆନ୍ଦୋଳନକାରୀଙ୍କୁ ରାସ୍ତାରୁ ଟେକିନେଲା ପୋଲିସ

ଆଳି,୧୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାଠାରେ ଖରସ୍ରୋତା ନଦୀ ବଞ୍ଚାଅ ଆନ୍ଦୋଳନସ୍ଥଳରେ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି। ପ୍ରଶାସନର ସିଆରପିସି ଧାରା ୧୪୪କୁ ଅମାନ୍ୟ କରି ଆନ୍ଦୋଳନକାରୀ ମେଗା ପାନୀୟ ଜଳ ପ୍ରକଳ୍ପର ପାଣିଉଠା ସ୍ଥାନକୁ ଯାଉଥିବା ବେଳେ ଜିଲା…

ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୦।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିଥିଲେ। ମଧ୍ୟାହ୍ନ ଧୂପ ସହ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ପରେ ମଇଲମ ନୀତି ଅନୁଷ୍ଠିତ ହୋଇଥିଲା।…

କୋର୍ଟ ବର୍ଜନ ନିଷ୍ପତ୍ତି ସ୍ଥଗିତ

କଟକ ଅଫିସ,୧୦।୮: ହାଇକୋର୍ଟର ବିଭିନ୍ନ ପ୍ରୋସିଡିଂର ସିଧା ପ୍ରସାରଣକୁ ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ବିରୋଧ ଜାରି ରହିଥିଲା। ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ଆଇନଜୀବୀମାନେ ବର୍ଜନ କରିଆସୁଥିଲେ। ତେବେ ସୋମବାରଠାରୁ ବର୍ଜନ ନିଷ୍ପତ୍ତି ସ୍ଥଗିତ ରହିଛି। ଆସୋସିଏଶନର ସାଧାରଣ ପରିଷଦ ବୈଠକରେ…

ରାଜକନିକାର ୩ ପଞ୍ଚାୟତରେ ୧୪୪ ଧାରା ଜାରି

କେନ୍ଦ୍ରାପଡା ଅଫିସ,୧୦।୮: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡ଼ିହା ନିକଟ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାନୀୟ ଜଳ ଯୋଗାଣ ହେବ। ତେବେ ଏହି ପ୍ରକଳ୍ପକୁ ଆଳି ଓ ରାଜକନିକା ବ୍ଲକବାସୀ ବିରୋଧ କରୁଛନ୍ତି। ଏ ନେଇ ଆଇନ ଶୃଙ୍ଖଳା ପରିସ୍ଥିତି…

ଭିଜିଲାନ୍ସ ଜାଲରେ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ

କେନ୍ଦୁଝର,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। ଏକକାଳୀନ ୪ଟି ସ୍ଥାନରେ ସକାଳୁ ସକାଳୁ ଚଢାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?