ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…
ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ ଆତ୍ମସମର୍ପଣ କରିଥିବା ଜଣାପଡିଛି। ତେବେ ତାଙ୍କୁ ଧରାଇ ଦେବା ପାଇଁ ୫୫ ଲକ୍ଷର ପୁରସ୍କାର…
ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …
ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ ବୁରୂଜା ଗ୍ରାମ ଘଞ୍ଚ ଜଙ୍ଗଲ ମଧ୍ୟରୁ ଜବତ…
ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…
ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ । ଜିଆରପି ପୋଲିସ ସେମାନଙ୍କ ଠାରୁ ୧୨କିଲୋ ୫୦୦ ଗ୍ରାମ ଗଞ୍ଜେଇ ସହ ନଗଦ…
କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….
ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ । ଗତ ୧୭ ତାରିଖ ପୁର୍ବାହ୍ନ ପ୍ରାୟ ୧୦…
ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …
ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍ ଉଦୟଗିରୀ ଏସଡିପିଓ ରାକେଶ କୁମାର ସାହଙ୍କ ନିର୍ଦ୍ଦେଶରେ ଗଞ୍ଜେଇ ମୁକ୍ତ ଅଭିଯାନ ଚାଲିଛି। ମୋହନା ଥାନା ଓ…
ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ
ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏପରିକି ତାଙ୍କ ସହ ଅନ୍ୟ ୧୭ଜଣ ଟପ୍ ମାଓବାଦୀ ନେତା…
ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା
ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା ଗର୍ଭବତୀ ହେବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।ସେହି ଗ୍ରାମର ଜଣେ…
ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….
ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ସୋମବାର ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମୃତ…
ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…
ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା କରାଯାଇଛି। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକଙ୍କ ମୃତଦେହ…
ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ
ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର ପୈତୃକ ଘରକୁ ଭାଙ୍ଗିରୁଜି ନଷ୍ଟ କରିଥିବା ଅଭିଯୋଗ ହୋଇଛି। କେବଳ ଘରକୁ ଭାଙ୍ଗିନାହିଁ…
ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ
ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର ସାଢେ ଦଶଟା ରାତିରେ ଏକ ବୁଲେଟ ଗାଡି କୌଣସି କାରଣରୁ ଦୁର୍ଘଟଣା ହେବାରୁ…
ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…
ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ କଳାବତୀ ଦିଗାଲ (୫୮) । ପୋଲିସ ଶବକୁ ଜବତ କରି…
Archives


