ଆମ ଜିଲା ଖବର

୬ ମାସ ନ ପୂରୁଣୁ ୬ ସ୍ଥାନରେ ଫାଟ

ବଇଣ୍ଡା,୧୦ା୮(ଡି.ଏନ.ଏ.) ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହୋଇନି। ଏପରି କି ନିର୍ମାଣାଧୀନ ୪୦ କିଲୋମିଟର ରାସ୍ତାକୁ ୬ ମାସ ମଧ୍ୟ ପୂରିନି। ହେଲେ ୬ଟି ସ୍ଥାନରେ ଫାଟ ଦେଖାଦେଲାଣି। ଏହାକୁ ନେଇ ଆଶଙ୍କାରେ ପଡ଼ିଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକର କେତୋଟି…

ମାନିଲେନି କଟକଣା: ବଳଦେବ ଜୀଉ ମନ୍ଦିର ଉପରେ ଚଢ଼ିଗଲେ

କେନ୍ଦୁଝର,୯।୮(ସ୍ବ.ପ୍ର.): ମନ୍ଦିର ପ୍ରବେଶ ଲାଗି ରହିଛି କଟକଣା। ଏହାସତ୍ତ୍ୱେ କେନ୍ଦୁଝର ପୁରୁଣା ସହର ସ୍ଥିତ ବଳଦେବ ଜୀଉ ମନ୍ଦିର ଉପରକୁ ସୋମବାର ସନ୍ଧ୍ୟାରେ ଜଣେ ବ୍ୟକ୍ତି ଚଢ଼ି ଯାଇଥିଲେ। ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମନ୍ଦିର ଦାୟିତ୍ୱରେ ଥିବା କର୍ମଚାରୀ…

ମଙ୍ଗଳବାରଠୁ ଖୋଲିବ ଘଟଗାଁ ତାରିଣୀ ମନ୍ଦିର

କେନ୍ଦୁଝର/ଘଟଗାଁ,୯ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ମଙ୍ଗଳବାରଠାରୁ କୋଭିଡ୍‌ କଟକଣାରେ ଖୋଲିବ କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିର। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଶ୍ରଦ୍ଧାଳୁମାନେ ମାସ୍କ ପରିଧାନ ଓ ସାମାଜିକ ଦୂରତ୍ୱ ରକ୍ଷାକରି ମା’ଙ୍କ ଦର୍ଶନ କରିପାରିବେ। ୨ଟି ପର୍ଯ୍ୟାୟରେ…

ପୋଖରୀରେ ଓଲଟିଲା ଟ୍ରାକ୍ଟର, ଗଲା ୪ ଜୀବନ

ଦନ୍ତେୱାଡା,୯।୮: ସୋମବାର ଥିଲା ବିଶ୍ୱ ଆଦିବାସୀ ଦିବସ। ଏଥିରେ ଭାଗ ନେବାକୁ ମାଲକାନଗିରି ଜିଲା ଟାଟୁମ ଗାଁର ପ୍ରାୟ ୩୦ଜଣ ଆଦିବାସୀ ଏକ ଟ୍ରାକ୍ଟର ଯୋଗେ ଛତିଶଗଡ଼ କାଟେକାଲିଆନ୍‌ ଅଭିମୁଖେ ଯାଉଥିଲେ। ହେଲେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡା ଜିଲାର…

ଗଞ୍ଜାମ ସହରରେ କ୍ରିକେଟ ସଟ୍ଟା ବାଜି: ପୋଲିସର ଖୋଳତାଡ଼ ଆରମ୍ଭ

ଗଞ୍ଜାମ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦିନକୁ ଦିନ କ୍ରିକେଟ ସଟ୍ଟା ବାଜି ବୃଦ୍ଧି ପାଇବାରେ ଲାଗିଛି l ବିଶେଷ କରି ଯୁବଗୋଷ୍ଠୀମାନେ ଏଥିପ୍ରତି ଆକୃଷ୍ଟ ହୋଇ ଲକ୍ଷ ଲକ୍ଷ ଟଙ୍କା ଏଥିରେ ବାଜି ଲଗାଉଛନ୍ତି l ଫଳରେ ସଟ୍ଟା ଖେଳର ମାଷ୍ଟରମାଇଣ୍ଡ ତଥା…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର କଟକରୁ ଜବତ: ୬ ଗିରଫ

କଟକ ଅଫିସ, ୯।୮: କଟକରୁ ୧ କେଜି ୧୫୯ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କାରୁ ଅଧିକ। ଏହା ସହ ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଗିରଫ କରିଛି। ସୋମବାର ଏକ ଖବରଦାତା…

ବୁଲେଟ୍‌ ନେଇ ବାହାରି ଆସିଥିଲେ ଘରୁ, ସକାଳେ ସନ୍ଦେହ ଜନକ ଭାବେ ମିଳିଲା ମୃତଦେହ

ଚାନ୍ଦବାଲି,୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ମତୋ ମାଧପୁର ମୁଖ୍ୟରାସ୍ତା କଲେଜ ଛକ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ମିଳିଛି। ସେ ହେଲେ ମତୋ ପରମାନ୍ଧପୁର ଗାଁର ଗୋଲେଖ ଦାସଙ୍କ ପୁଅ ବସନ୍ତ। ତେବେ ବସନ୍ତ କାଲି ଘରୁ…

କ୍ରାନ୍ତି ଦିବସରେ ସମ୍ମାନିତ ହେଲେ ଏହି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ

ପଦ୍ମପୁର,୯ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆରୁହ ପଞ୍ଚାୟତ ତୁଲମତୁଲା ଗ୍ରାମର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସାରଦା ପ୍ରାସାଦ ରାୟଙ୍କୁ ସୋମବାର କ୍ରାନ୍ତି ଦିବସରେ ରାଷ୍ଟ୍ରପତିଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଜିଲାପାଳ ଡ. ଜ୍ଞାନ ଦାସ,…

ବଳାତ୍କାରୀଙ୍କୁ କୋର୍ଟ ଚାଲାଣବେଳେ ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କାଳିଆପାଣି,୯ା୮(ଡି.ଏନ୍‌.ଏ.): ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଗରାମିଆଁ ଗାଁରେ ୫ ତାରିଖ ଦିନ ଜନୈକା ସ୍ବାମୀ ପରିତ୍ୟକ୍ତାଙ୍କୁ ୩ ନାବାଳକ ବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଥିଲା। ରବିବାର ପୋଲିସ ୩ ଜଣକୁ ଗିରଫ କରିଥିବା ବେଳେ ସୋମବାର ଜୁଭେଲାଇନ…

ଭିଜିଲାନ୍ସ ଜାଲରେ ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ,୯ା୮: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଘନଶ୍ୟାମ ସାହୁଙ୍କ ବାସଭବନରେ ସୋମବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗାଇସିଲେଟ ଥାନା କଲଙ୍ଗାପାଲି ଗ୍ରାମରେ…

ରାସ୍ତାକଡ଼ରୁ ଗଛ କାଟି ଦେଲେ

ଖୋର୍ଦ୍ଧା ଅଫିସ,୯।୮: ପରିବେଶ ସନ୍ତୁଳନ ଲାଗି ଚାରାରୋପଣ ନିମନ୍ତେ ସଚେତନତା ସୃଷ୍ଟି କରାଯାଉଛି। ଏପରି କି ରାସ୍ତା ପାର୍ଶ୍ୱରେ ବନୀକରଣକୁ ଗୁରୁତ୍ୱ ଦିଆଯାଉଛି। ପ୍ରତିବର୍ଷ ବନ ମହୋତ୍ସବ ପାଳନ ସହ ଲୋକଙ୍କୁ ମାଗଣା ଚାରା ବଣ୍ଟନ କରାଯାଉଛି। ଅନ୍ୟପକ୍ଷରେ ରାସ୍ତା ପାର୍ଶ୍ୱରୁ…

‘ଷ୍ଟାର ମିସ୍‌ କନ୍‌ଫିଡେଣ୍ଟ’ ହେଲେ ଆୟତୀ

ଭୁବନେଶ୍ୱର, ୯।୮(ବ୍ୟୁରୋ): ଜାତୀୟସ୍ତରୀୟ ପ୍ରତିଯୋଗିତା ‘ଷ୍ଟାର୍‌ ମିଷ୍ଟର ଆଣ୍ଡ୍‌ ମିସ୍‌ ଟିନ୍‌ ଇଣ୍ଡିଆ’ରେ ପ୍ରତିଭା ପ୍ରଦର୍ଶନ କରି ଟାଇଟଲ୍‌ ହାସଲ କରିଛନ୍ତି ଭୁବନେଶ୍ୱରର ଝିଅ ଆୟତୀ ପଟ୍ଟନାୟକ। ନୂଆଦିଲ୍ଲୀର ଷ୍ଟାର୍‌ ଏଣ୍ଟରଟେନ୍‌ମେଣ୍ଟ ପ୍ରଡକ୍ସନ ପକ୍ଷରୁ ନିକଟରେ ରାଜସ୍ଥାନର ଜୟପୁର ସହରରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?