ରାସ୍ତାକଡ଼ରୁ ଗଛ କାଟି ଦେଲେ
ଖୋର୍ଦ୍ଧା ଅଫିସ,୯।୮: ପରିବେଶ ସନ୍ତୁଳନ ଲାଗି ଚାରାରୋପଣ ନିମନ୍ତେ ସଚେତନତା ସୃଷ୍ଟି କରାଯାଉଛି। ଏପରି କି ରାସ୍ତା ପାର୍ଶ୍ୱରେ ବନୀକରଣକୁ ଗୁରୁତ୍ୱ ଦିଆଯାଉଛି। ପ୍ରତିବର୍ଷ ବନ ମହୋତ୍ସବ ପାଳନ ସହ ଲୋକଙ୍କୁ ମାଗଣା ଚାରା ବଣ୍ଟନ କରାଯାଉଛି। ଅନ୍ୟପକ୍ଷରେ ରାସ୍ତା ପାର୍ଶ୍ୱରୁ…
‘ଷ୍ଟାର ମିସ୍ କନ୍ଫିଡେଣ୍ଟ’ ହେଲେ ଆୟତୀ
ଭୁବନେଶ୍ୱର, ୯।୮(ବ୍ୟୁରୋ): ଜାତୀୟସ୍ତରୀୟ ପ୍ରତିଯୋଗିତା ‘ଷ୍ଟାର୍ ମିଷ୍ଟର ଆଣ୍ଡ୍ ମିସ୍ ଟିନ୍ ଇଣ୍ଡିଆ’ରେ ପ୍ରତିଭା ପ୍ରଦର୍ଶନ କରି ଟାଇଟଲ୍ ହାସଲ କରିଛନ୍ତି ଭୁବନେଶ୍ୱରର ଝିଅ ଆୟତୀ ପଟ୍ଟନାୟକ। ନୂଆଦିଲ୍ଲୀର ଷ୍ଟାର୍ ଏଣ୍ଟରଟେନ୍ମେଣ୍ଟ ପ୍ରଡକ୍ସନ ପକ୍ଷରୁ ନିକଟରେ ରାଜସ୍ଥାନର ଜୟପୁର ସହରରେ ଆୟୋଜିତ…
ଲୋକୋମୋଟିଭ୍ ଇଞ୍ଜିନ ସ୍ଥାନାନ୍ତରକୁ ବିରୋଧ
ପୁରୀ ଅଫିସ,୯।୮: ବ୍ରିଟିଶ ଅମଳରେ ନ୍ୟାରୋ ଗେଜ୍ ଟ୍ରେନ୍ ଚଳାଚଳ ପାଇଁ ବ୍ୟବହୃତ ହେଉଥିବା ଲୋକୋ ମୋଟିଭ୍ ଇଞ୍ଜିନ୍କୁ ଅନୁମତି ବିନା ଉଠାଇନେବାକୁ ଉଦ୍ୟମ ଚାଲିଛି। ଏନେଇ ରବିବାର ପୁରୀ ସମୁଦ୍ରକୂଳ ଥାନାରେ ଚାଣକ୍ୟ ବିଏନ୍ଆର୍ ହୋଟେଲର ମ୍ୟାନେଜରଙ୍କ ବିରୋଧରେ ଏତଲା…
ବିଲ ଫାଟି ଆଁ, ମରୁଡ଼ି ଆଶଙ୍କା
ରାଜନଗର,୯।୮ (ଡି.ଏନ.ଏ.)ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି। ଜୁନ ପ୍ରଥମ ସପ୍ତାହରେ ମୌସୁମୀର ଆଗମନ ଚାଷୀମାନଙ୍କୁ ଆନନ୍ଦିତ କରିଥିଲା। ହଠାତ୍ ଜୁଲାଇ ପ୍ରଥମ ସପ୍ତାହରୁ ମୌସୁମୀ ଉଭାନ ହୋଇଗଲା। ଆଷାଢ଼ ଯାଇ ଶ୍ରାବଣ ଚାଲିଛି। ଶ୍ରାବଣରେ ବିଲ ପୋଖରୀ…
ବିଏମ୍ସି ବ୍ୟତୀତ ଆଜିଠୁ ଖୋର୍ଦ୍ଧା ଜିଲାର ଖୋଲିଲା ସମସ୍ତ ଧାର୍ମିକ ଅନୁଷ୍ଠାନ
ଖୋର୍ଦ୍ଧା ଅଫିସ,୮ା୮: ଦୀର୍ଘ ୩ମାସ ପରେ ସୋମବାରଠାରୁ ଖୋର୍ଦ୍ଧା ଜିଲାର ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲିିଛି। କରୋନା ମହାମାରୀ ଯୋଗୁ ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରେ କଟକଣା ରହିଥିଲା। ଏବେ କଟକଣା କୋହଳ ହେବା ପରେ ଧାର୍ମିକ ଅନୁଷ୍ଠାନଗୁଡ଼ିକୁ ଖୋଲିବା ପାଇଁ…
‘କଣ୍ଡି’ କହେ ପାଣିପାଗ କଥା
ଛେଣ୍ଡିପଦା,୯ା୮: ପାଣିପାଗ ସହ ଚାଷ ଓ ଚାଷୀଙ୍କ ଭାଗ୍ୟ ବନ୍ଧା। ଅନୁକୂଳ ପାଗ ସୂଚନା ଚାଷୀଙ୍କୁ କର୍ମଚଞ୍ଚଳ କରିଦିଏ। ପ୍ରତିକୂଳର ସାମାନ୍ୟ ଆଶଙ୍କା ମଧ୍ୟ ଚିନ୍ତାରେ ପକାଇଦିଏ। ପ୍ରତିବର୍ଷ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମ୍ଡି)ର ଏ ସମ୍ପର୍କିତ ଘୋଷଣାକୁ ଚାଷୀମାନେ…
ଅଧାରୁ ପାଠ ଛାଡ଼ିଲେ ୧୬୯ ଛାତ୍ରୀଛାତ୍ର
ଚମ୍ପୁଆ,୯।୮(ଡି.ଏନ.ଏ.)- ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଲାଗି ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଅନେକ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡୁଛନ୍ତି। ଦୀର୍ଘଦିନ ହେଲା ବିଦ୍ୟାଳୟକୁ ଆସୁନାହାନ୍ତି। ବର୍ତ୍ତମାନ ସେମାନଙ୍କୁ ସାମାଜିକ ସ୍ରୋତରେ ସାମିଲ କରି ଶିକ୍ଷା ପ୍ରତି ଆକୃଷ୍ଟ କରିବା ଶିକ୍ଷା…
ଦିବ୍ୟାଙ୍ଗ ଭାଇଙ୍କୁ ପରିଚୟ ଦେଇଛି ଚିତ୍ରକଳା
କଟକ ଅଫିସ,୯।୮: କଟକ ଯୋବ୍ରା ମଲ୍ଲାସାହି ଅଞ୍ଚଳର ଦୁଇଭାଇ ଶ୍ରୀହର୍ଷ ଶୁକ୍ଲା ଓ ସିଦ୍ଧାର୍ଥ ଶୁକ୍ଲା। ଜନ୍ମରୁ ସେମାନେ କଥା କହିପାରନ୍ତିନି କି ଶୁଣିପାରନ୍ତି ନାହିଁ। ଠାର ମାଧ୍ୟମରେ ସମସ୍ତଙ୍କ ଭାବନା ବୁଝିପାରନ୍ତି। ଏବେ ଏହି ଦୁଇ ଦିବ୍ୟାଙ୍ଗ ଭାଇଙ୍କୁ ସ୍ବତନ୍ତ୍ର…
ଏସ୍ସିବିରେ ଏକକାଳୀନ ୪ ଶିଶୁ ଜନ୍ମହେବା ଘଟଣା: ୨ ଶିଶୁକନ୍ୟା ଆଖି ବୁଜିଲେ
କଟକ ଅଫିସ,୯ା୮: ଏସ୍ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ରବିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ନବଜାତ ଶିଶୁ ପରିପକ୍ୱ ନ ଥିବାରୁ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିଲା। ସେମାନଙ୍କୁ କଟକ ଶିଶୁଭବନକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ…
ଖୋର୍ଦ୍ଧା ଝିଅ ସମୀକ୍ଷାଙ୍କୁ ଆମନ୍ତ୍ରଣ
ଖୋର୍ଦ୍ଧା ଅଫିସ, ୯ା୮: ଅନ୍ତର୍ଜାତୀୟ ଚିତ୍ରକଳା ପ୍ରତିଯୋଗିତାରେ ଖୋର୍ଦ୍ଧାର ଝିଅ ସୁଶ୍ରୀ ସମୀକ୍ଷା ପଣ୍ଡା ଭାଗ ନେବେ। ସମୀକ୍ଷାଙ୍କୁ ଆମନ୍ତ୍ରଣ କରିଛନ୍ତି ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ଜୋ ରୁଟ୍। ଏହି ପ୍ରତିଯୋଗିତାରେ ବିଶ୍ୱର ୧୦ ଦେଶରୁ ୩ଶହ ପ୍ରତିଯୋଗୀ ଅଂଶଗ୍ରହଣ…
ନୂଆ ସଂସ୍କୃତି ଆପଣାଅ: ବେଦାନ୍ତ
ଯାଜପୁର ଅଫିସ,୯ା୮(ହର୍ଷବର୍ଦ୍ଧନ ବେହେରା): ଅର୍ଥ ବଳରେ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ହାତରେ ରଖି କିଭଳି ଲୋକଙ୍କୁ ଦମନ କରାଯାଇପାରୁଛି ତାହାର ପଦ୍ଧତି ନିକଟରେ ବେଦାନ୍ତ କମ୍ପାନୀର ଏକ ଆଭ୍ୟନ୍ତରୀଣ ଇ-ମେଲ୍୍ରୁ ଜଣାପଡ଼ିଥିଲା। ୨୦୨୦ ନଭେମ୍ବର ୧୩ରେ ଫାକର ଓସ୍ତପାଳ ଖଣିର ସିନିୟର…
ଟ୍ରକ ଧକ୍କାରେ ଗଲା ଦମ୍ପତିଙ୍କ ଜୀବନ
ଝୁମ୍ପୁରା,୮।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ଅର୍ଶଳା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ବାଇକ୍ରେ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଢେଙ୍କିକୋଟ ପାଖ…

