ସଙ୍ଗରୋଧ କେନ୍ଦ୍ରରୁ ଫେରାର ପ୍ରବାସୀଙ୍କୁ ଉଦ୍ଧାର କଲେ ଗ୍ରାମବାସୀ
ବେତନଟୀ,୩ା୬(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଯୁଗଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଫେରାର ହୋଇଯାଇଥିଲେ। ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀ ଓ ସ୍ଥାନୀୟ ଗ୍ରାମବାସୀ ସନ୍ଧ୍ୟାରେ ଯୁଗଳ ହାଟରୁ...
ମହିଳାଙ୍କ ଉପରେ ଢାଳି ଦେଲେ ଗରମ ପେଜ
ଖଇରା, ୩ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଶ୍ବଶୁର ଘର ଲୋକେ ସୋମବାର ଗରମ ପେଜ ଢାଳି ମାରିବାକୁ ଉଦ୍ୟମ କରିଥିଲେ। ଖଇରା ପୋଲିସ ପ୍ରାଥମିକ ତଦନ୍ତ କରି ମହିଳାଙ୍କ ଦିଅର, ଶାଶୁ ଓ ଖୁଡି ଶାଶୁଙ୍କୁ...
କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ମୁକାବିଲାରେ ନିଜକୁ ସମର୍ପିତ କରିଥିବା ଅଧିକାରୀମାନଙ୍କୁ ମଙ୍ଗଳବାର ଆୟୁଷ୍ମାନ ଏବଂ ସୁନ୍ଦର ଓଡିଶାର ମିଳିତ ଆନୁକୂଲ୍ୟରେ ସମ୍ବର୍ଦ୍ଧିତ କରାଯାଇଛି ା ସଙ୍ଗଠନର ସଦସ୍ୟମାନେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ଖଇରା ଥାନା...
ପ୍ରମାଣ ପାଇ ବି ପୋଲିସ ଚୁପ୍
ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନୟାଖଣ୍ଡି ଗ୍ରାମରେ ଜଣେ ଭଡାଟିଆ କମଳାକାନ୍ତ ଦାସଙ୍କ ଘରୁ ଚୋରି ହେବା ଏବଂ ଚୋରି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ସମସ୍ତ ପ୍ରମାଣ ପ୍ରଦାନ ପରେ ମଧ୍ୟ ଖଇରା ପୋଲିସ...
ଚିତ୍ର ମାଧ୍ୟମରେ କରୋନା ସଚେତନତା
ବସ୍ତା, ୩।୬(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା କବଳିତ ହୋଇଥିବା ବେଳେ ସଚେତନତା ପାଇଁ ବିଭିନ୍ନ ସ୍ତରରେ ପ୍ରଚେଷ୍ଟା ଜାରି ରହିଥିବା ଦେଖିବାକୁ ମିଳିଛି ା ଏହିଭଳି ଏକ ଭିନ୍ନ ଢଙ୍ଗରେ ସଚେତନତାର ବାର୍ତ୍ତା ଦେଇଛନ୍ତି ବସ୍ତା ବ୍ଲକର ଏକ ଜାଗୃତି...
ବନ୍ଦେ ଉତ୍କଳ ଜନନୀ ଗାନ ବେଳେ ବିଭ୍ରାଟ ଘଟଣା: ଡିଆଇପିଆର୍ଓଙ୍କୁ ସ୍ପଷ୍ଟୀକରଣ ମାଗିଲେ ଜିଲାପାଳ
ଅନୁଗୋଳ ଅଫିସ, ୨।୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେ ୩୦ ଅପରାହ୍ନ ୫ଟା ୩୦ରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ଆହ୍ବାନ ଦେଇଥିଲେ। ହେଲେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଏହି ସଙ୍ଗୀତ...
୬ ବର୍ଷର ଶିଶୁ କରୋନା ପଜିଟିଭ୍
ଅନୁଗୋଳ ଅଫିସ୍, ୨।୬- ଅନୁଗୋଳ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଜଣକ ଜଣେ ୬ ବର୍ଷ ଶିଶୁ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ତାଙ୍କ ମା ଓ ବାପାଙ୍କ...
ତାମିଲନାଡ଼ୁରୁ ଫେରିଲେ ଆଉ ୧୫୧ ପ୍ରବାସୀ
ରାୟଗଡ଼ା ଅଫିସ,୨ା୬: ତାମିଲନାଡ଼ୁର ତିରୁପୁରରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍ ମଙ୍ଗଳବାର ମଧ୍ୟାହ୍ନରେ ରାୟଗଡ଼ାରେ ପହଞ୍ଚିଛି। ଏଥିରୁ ୧୫୧ ଶ୍ରମିକ ରାୟଗଡ଼ା ଷ୍ଟେଶନରେ ଓହ୍ଲାଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ରାୟଗଡ଼ା ଜିଲାର ୪୪ଜଣ, ଗଜପତି ୧୮, କୋରାପୁଟ...
ପଜିଟିଭ୍ ବାହାରିଲେ ସଙ୍ଗରୋଧ ଫେରନ୍ତା: ସ୍ବାବ୍ ରିପୋର୍ଟ ନ ଆସୁଣୁ ଘରକୁ ପଳାଇଥିଲେ
ଢେଙ୍କାନାଳ ଅଫିସ, ୨।୬-ସ୍ବାବ୍ ରିପୋର୍ଟ ଆସିବା ପୂର୍ବରୁ ସଙ୍ଗରୋଧରେ ଥିବା ଜଣେ ପ୍ରବାସୀ ଘରକୁ ପଳାଇଯିବା ଏବଂ ପରବର୍ତ୍ତୀ ସମୟରେ ତାଙ୍କର ରିପୋର୍ଟ ପଜିଟିଭ୍ ଆସିବାକୁ ନେଇ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକରେ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଛି। ଆକ୍ରାନ୍ତ...
ସେଲ୍ଟର ହୋମ୍ ଯୌନଶୋଷଣ ମାମଲା: ଫୟାଜ, ସୀମାଞ୍ଚଳଙ୍କୁ ଜାମିନ
ଢେଙ୍କାନାଳ ଅଫିସ, ୨।୬-ଢେଙ୍କାନାଳ ଜିଲା ବେଲଟିକିରିସ୍ଥିତ ଗୁଡ ନିଉଜ୍ ଇଣ୍ଡିଆ ଡ୍ରିମ୍ ସେଣ୍ଟର ସେଲଟର ହୋମ୍ ଯୌନଶୋଷଣ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଅନୁଷ୍ଠାନର ଚେୟାରମ୍ୟାନ ଫୟାଜ୍ ରେହମନ୍ (୬୩) ଏବଂ ପ୍ରକଳ୍ପ ନିର୍ଦ୍ଦେଶକ ସୀମାଞ୍ଚଳ ନାୟକ (୩୯) ମଙ୍ଗଳବାର...
ବଜ୍ରପାତ ନେଲା ୨ ଜୀବନ
ରାଇରଙ୍ଗପୁର/ପାଟଣା,୨ା୬(ଡି.ଏନ୍.ଏ./ସ୍ବ.ପ୍ର.)-ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ବଜ୍ରପାତ ଘଟି ୨ ଜଣଙ୍କ ପ୍ରାଣହାନୀ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ମୁଣ୍ଡାକାଟି ଗ୍ରାମର ଅଟୋଚାଳକ ମେଘରାୟ ମୁର୍ମୁ ଅପରାହ୍ନରେ ବିଜାତଳା ନିକଟସ୍ଥ ରାସ୍ତାରେ ଅଟୋ ଧରି ଯାତ୍ରୀଙ୍କୁ...
ଚୋରି ଉଦ୍ୟମ ପଣ୍ଡ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ
ଚିକିଟି,୨ା୬(ଡି.ଏନ୍.ଏ.)- କେ.ନୂଆଗଁା ଥାନା ଚିକିଟି ଫାଣ୍ଡି ମାଧବନ୍ଧ ଗ୍ରାମ ନିକଟରେ ଥିବା ଘରୋଇ କମ୍ପାନୀର ଏକ ମୋବାଇଲ ଟାୱାର ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ୫ଜଣ ଅଜଣା ଯୁବକ ଯନ୍ତ୍ରାଂଶଗୁଡିକ ଖୋଲୁଥିଲେ। ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀ ପଚାରିବାରୁ ସେମାନେ ଘଟଣାସ୍ଥଳରୁ...
Archives


