ଆମ ଜିଲା ଖବର

କୋଭିଡ୍‌ ଆମ୍ବୁଲାନ୍ସ ଚାଳକଙ୍କୁ କରୋନା, ପଞ୍ଚାୟତ ଶଟ୍‌ଡାଉନ୍‌

ଧରାକୋଟ,୨ା୬(ଡି.ଏନ୍‌.ଏ.)- ଧରାକୋଟ ବ୍ଲକ ଗୋଲାଦାମୋଦରପଲ୍ଲୀ ପଞ୍ଚାୟତକୁ ୪୮ ଘଣ୍ଟା ପାଇଁ ସରପଞ୍ଚ ଜି.ସୂର୍ଯ୍ୟ କୁମାରୀ ରେଡ୍ଡୀ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏ ନେଇ ଗଞ୍ଜାମ ଜିଲାପାଳ, ଧରାକୋଟ ତହସିଲଦାର, ଧରାକୋଟ ବିଡିଓ ଓ ଥାନାଧିକାରୀଙ୍କୁ ସୂଚନା ପ୍ରଦାନ କରିଥିବା ସେ...

ବୁଗୁଡ଼ା ବ୍ଲକରେ ପୁଣି ୨ କରୋନା ପଜିଟିଭ

ବୁଗୁଡ଼ା,୨ା୬(ଡି.ଏନ.ଏ.)- ବୁଗୁଡ଼ା ବ୍ଲକରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ ପରେ ସେମାନଙ୍କୁ ମଙ୍ଗଳବାର ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଥିବା ବିଡିଓ ତନ୍ମୟ ପାତ୍ର କହିଛନ୍ତି। ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବିଷ୍ଣୁଚକ୍ର ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଜନୈକ ଗର୍ଭବତୀଙ୍କ...

ରବିଧାନର ଟାର୍ଗେଟ ହ୍ରାସ ନେଇ ତାତିଲେ ଚାଷୀ: ଜିଲା ଯୋଗାଣ ଅଧିକାରୀଙ୍କୁ ଫେରାଦ

ବଲାଙ୍ଗୀର ଅଫିସ, ୨ା୬: ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ଲୁହୁରାମୁଣ୍ଡା ପଞ୍ଚାୟତର ଲୁହୁରାମୁଣ୍ଡା ଓ ସାନଫାସଡର ଚାଷୀମାନେ ରବିଧାନର ଟାର୍ଗେଟ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ମଙ୍ଗଳବାର ସେମାନେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସି ଫେରାଦ ହୋଇଛନ୍ତି।...

ଛତିଶଗଡ଼ ସୀମାନ୍ତରେ ଚାଷୀଙ୍କୁ ପଙ୍ଗପାଳ ଭୟ

ନୂଆପଡ଼ା ଅଫିସ,୨ା୬- ନୂଆପଡ଼ା ଜିଲାବାସୀ କରୋନା ମହାମାରୀକୁ ନେଇ ଚିନ୍ତାରେ ଥିବା ବେଳେ ଛତିଶଗଡ ପଟୁ ପଙ୍ଗପାଳ ମାଡିଆସୁଥିବା ନେଇ ଚାଷୀ ଚିନ୍ତିତ ହୋଇପଡିଛନ୍ତି। ଚାଷୀଙ୍କ ସହ କୃଷି ବିଭାଗ ସୀମାନ୍ତରେ ଦୃଷ୍ଟି ରଖିଛି। ଇତିମଧ୍ୟରେ ଜିଲା କୃଷି ବିଭାଗ...

ରେଙ୍ଗାଲି ଗ୍ରାମରେ ବନ ବିଭାଗର ଚଢାଉ : ଟ୍ରାକ୍ଟର ସହ ବିପୁଳ ପରିମାଣର କାଠ ଜବତ

ଲୋଇସିଂହା, ୨।୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ଅନ୍ତର୍ଗତ ଆଗଲପୁର ବ୍ଲକ ରେଙ୍ଗାଲି ଗ୍ରାମରେ ବନ ବିଭାଗ ଚଢାଉ କରି ବିପୁଳ ପରିମାଣର କାଠ, ସାଇଜ ପଟା, ଟ୍ରାକ୍ଟର ଇଞ୍ଜିନ ସହ କରତ କଳ ଜବତ କରିଛି ା...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ପଦ୍ମପୁର, ୨ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର କାଶୀଅଭିରାମ ଗ୍ରାମର ଦ୍ରୌପଦୀ ରାଉତ(୩୦) ନାମ୍ନୀ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦ୍ରୌପଦୀଙ୍କ ବାପା ନରେନ୍ଦ୍ର ରାଉତ ନାୟକାଣିଡିହୀ ଥାନାରେ ତାଙ୍କୁ ହତ୍ୟା କରାଯାଇଥିବା...

ଡମ୍ପର ଚାପାରେ ଜୀବନ ଗଲା

ଯୋଡ଼ା, ୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବଳଦା ପଞ୍ଚାୟତ ତଥା ବାମେବାରୀ ଥାନା ଅଧୀନ ଏକ ଖଣିରେ ମଙ୍ଗଳବାର ଅପରାହ୍ନ ଏକ ଡମ୍ପର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ନେବାରୁ ଜଣାପଡିଛି ଯେ, ଅପରାହ୍ନରେ ଖଣିଜ ପରିବହନ...

ବାଲେଶ୍ୱରରେ ସୁଧୁରୁନି ବିଦ୍ୟୁତ୍‌ ସମସ୍ୟା

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାରେ ବିଦ୍ୟୁତ୍‌ ସମସ୍ୟା ଲାଗିରହିଥିବାରୁ ଏହାର ପ୍ରତିକାର ଲାଗି ବାଲେଶ୍ୱର ସିଭିଲ ସୋସାଇଟି ପକ୍ଷରୁ ଗତ ମେ’ ୨୭ରେ ୬ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଥିଲା। ସମସ୍ୟା ସମାଧାନ ଦିଗରେ ଗୁରୁତ୍ୱ ଦିଆ ନ ଗଲେ ଆନ୍ଦୋଳନ...

ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋ଼ଣ ଛାଡ଼ ଦାବି

ବାଲେଶ୍ୱର ଅଫିସ,୨।୬- ବାଲେଶ୍ୱର ଜିଲାରେ ଘରୋଇ ଅର୍ଥଲଗାଣ ସଂସ୍ଥାଗୁଡ଼ିକ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଦୀର୍ଘଦିନ ଧରି ଋଣ ପ୍ରଦାନ କରି ଆସୁଛନ୍ତି। ଉକ୍ତ ଋଣକୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଭିନ୍ନ ପ୍ରକାର ବ୍ୟବସାୟ କରି...

ପ୍ରତି ଓ୍ବାର୍ଡକୁ ସାନିଟାଇଜ୍‌ କରିବା ଲାଗି ପ୍ରୟାସ

ସଜନାଗଡ଼, ୨।୬(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଦେଶବାସୀ ଏକାଠି ହୋଇ ଲଢ଼େଇ ଜାରି ରଖିଛନ୍ତି। ଏବେ ଲକ୍‌ଡାଉନ୍‌ ୫.୦ ଚାଲିଥିବା ବେଳେ ସାଧାରଣ ଜୀବନଯାତ୍ରା ଧୀରେ ଧୀରେ ସ୍ବାଭାବିକ ହେବାରେ ଲାଗିଛି। ବାହାର ରାଜ୍ୟର କେତେକ ସ୍ଥାନରେ ଫସି ରହିଥିବା ଶ୍ରମିକଙ୍କୁ...

ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ବଡ଼ପାଖଣା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ଅଭିଯୁକ୍ତ ହେଲେ ବହଳଦା ଥାନା ଗୁହାଳଡ଼ାଙ୍ଗିରି ଗ୍ରାମର...

ବ୍ୟବସାୟୀଙ୍କୁ ଲୁଟ୍‌ ଘଟଣାରେ ୧୧ ଗିରଫ: ୧୨.୫୯ଲକ୍ଷ ଟଙ୍କା, ଖଣ୍ଡା ଓ ବନ୍ଧୁକ ଜବତ

ଶେରଗଡ଼/ସୋରଡା/ଧରାକୋଟ,୨ା୬(ଡି.ଏନ୍‌.ଏ.)- ଧରାକୋଟ ଥାନା ବାଦଗଡ଼ ଗ୍ରାମ ଛକ ନିକଟରୁ ବୁଧବାର ବିଳମ୍ବିତ ରାତିରେ ୩ ବ୍ୟବସାୟୀଙ୍କ ଠାରୁ ୧୬ ଲକ୍ଷ ୮୦ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ବଡ଼ଗଡ଼ ଥାନାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ଖବରଦାତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri