ସିପିଆଇ ପକ୍ଷରୁ ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ
ନିମାପଡ଼ା,୨।୬(ଡି.ଏନ୍.ଏ.): ବାତ୍ୟା ଅମ୍ଫନ୍ ଓ କାଳବୈଶାଖୀ ପ୍ରଭାବରେ ନିମାପଡ଼ାରେ କୃଷି ଓ କୃଷକମାନଙ୍କ ବହୁଳ ଭାବେ କ୍ଷତି ଘଟିଛି। ଏଭଳି ପରିସ୍ଥିତିରେ କୃଷକମାନଙ୍କୁ ଅଣଦେଖା କରାଯିବା ପ୍ରତିବାଦରେ ସିପିଆଇ ନିମାପଡ଼ା ଜୋନାଲ କମିଟି ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର...
ଅନ୍ଲାଇନରେ ସୁହାଉଛି ଗଣିତ ଶିକ୍ଷା: ଛାତ୍ରୀଛାତ୍ରଙ୍କ ପ୍ରିୟ ପାଲଟିଛନ୍ତି ଲଲାଟ ସାର୍
ଗୋପ,୨।୬(ଡି.ଏନ୍.ଏ.): କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଛାତ୍ରୀଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନଲାଇନ ମାଧ୍ୟମରେ ପାଠ ପଢ଼ାଇବାକୁ ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶ ଅନୁଯାୟୀ ଗୋପ ବ୍ଲକ ଜଗନ୍ନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ...
ପାଣି ଟାଙ୍କିରେ ମୃତଗୋଧି ଭାସିବା ଗୁଜବ: ଜଳଯୋଗାଣ ବନ୍ଦ
କଣ୍ଟାପଡା,୨।୬(ଡି.ଏନ୍.ଏ.): କଣ୍ଟାପଡ଼ା ପଞ୍ଚାୟତର ଇଚ୍ଛାପୁରଠାରେ ଥିବା ଗ୍ରାମ୍ୟ ପାନୀୟ ଜଳଯୋଗାଣ ପାଣି ଟାଙ୍କିରେ ଏକ ମୃତଗୋଧି ଭାସୁଥିବା ନେଇ ଗଁାରେ ପ୍ରଚାରିତ ହୋଇଥିଲା। ଫଳରେ ଲୋକେ ଏହା ଶୁଣି ଭୟରେ କେହି ଟାଙ୍କିରୁ ପାଣି ନେଇ ନ ଥିଲେ। ଖବରରୁ...
କିରୋସିନ ଆବଣ୍ଟନରେ ଠକାମୀ: ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଧାରଣା
କଣ୍ଟାପଡ଼ା, ୨।୬(ଡି.ଏନ୍.ଏ.): କରୋନା ମହାମାରୀ ଓ ଲକ୍ଡାଉନ ଯୋଗୁ ଗରିବ ତଥା ଦିନମଜୁରିଆ ଦୁଃଖକଷ୍ଟରେ ଜୀବନ ବିତାଉଛନ୍ତି। ତେବେ ରାସନ କାର୍ଡଧାରୀଙ୍କ ପାଇଁ ସରକାର କମ୍ ମୂଲ୍ୟରେ ଯୋଗାଇ ଦେଇଥିବା କିରୋସିନକୁ କଟକ ଜିଲା କଣ୍ଟାପଡା ବ୍ଲକରେ ଅସାଧୁ ରିଟେଲରମାନେ...
ପାଟଣା ବ୍ଲକରୁ ୨ ନୂଆ କରୋନା ପଜିଟିଭ ଚିହ୍ନଟ
ପାଟଣା,୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତରୁ ମଙ୍ଗଳବାର ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍କରି ସୂଚନା ଦିଆଯାଇଛି। ଏମାନଙ୍କୁ ମିଶାଇ ବ୍ଲକରେ ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଛି।...
ସୁନ୍ଦରଗଡ଼ ଜିଲାରେ ଆଉ ୮ କରୋନା ପଜିଟିଭ୍ ଚିହ୍ନଟ
ସୁନ୍ଦରଗଡ଼,୨।୬(ଡି.ଏନ୍.ଏ): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ଆଉ ୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରେ ୭ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଲେଖାଏଁ ସଦର ଓ ବଡ଼ଗାଁ ବ୍ଲକର ହେଇଥିବା ବେଳେ...
କେନ୍ଦୁଝରରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ, ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଲା
କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ମଙ୍ଗଳବାର ଆଉ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ପଟଣା ବ୍ଲକରୁ ଦୁଇ ଜଣ ଚିହ୍ନଟ ହୋଇଥିବା ବେଳେ...
ଢେଙ୍କାନାଳ ମିନିଷ୍ଟାଡିୟମଠାରେ ଆମ୍ବ ପ୍ରଦର୍ଶନୀ
ଢେଙ୍କାନାଳ ଅଫିସ,୬।୨: ଢେଙ୍କାନାଳ ଜିଲା ଓର୍ମାସ ପକ୍ଷରୁ ଜୁନ୍ ୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ମିନିଷ୍ଟାଡିୟମଠାରେ ଆମ୍ବ ପସରା ନାମକ ଏକ ପ୍ରଦର୍ଶନୀ ଖୋଲିଛି। ଏଥିରେ ଗ୍ରାମୀଣ ଉତ୍ପାଦିତ ଆମ୍ବ ଏସ୍ଏସ୍ଜି ଓ ବିଭିନ୍ନ ଫାର୍ମ ଦ୍ୱାର ପଦର୍ଶନୀ...
ସ୍ନାନଯାତ୍ରା ଲାଗି ବଡ଼ଦାଣ୍ଡରେ ୧୪୪ ଧାରା
ପୁରୀ ଅଫିସ,୨।୬: ଆସନ୍ତା ୫ ତାରିଖରେ ଅନୁଷ୍ଠିତ ହେବ ସ୍ନାନଯାତ୍ରା। କରୋନା ଲାଗି ଏଥର ବିଭିନ୍ନ କଟକଣା ମଧ୍ୟରେ ମହାପ୍ରଭୁ ସ୍ନାନମଣ୍ଡପରେ କରିବେ ପ୍ରତ୍ୟକ୍ଷ ସ୍ନାନ । ବିନା ଭକ୍ତରେ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଏଥିପାଥଇଁ ବଡ଼ ଦାଣ୍ଡର ମାର୍କେଟ...
କଣ୍ଟେନମେଣ୍ଟ ଉଠାଇବା ଦାବି: ଘରୁ ବାହାରି ଜାତୀୟ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ
କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ସହର ନିହାଲସିଂ ଛକ ନିକଟ କିମିରିଡୋଲି ସାହିରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଉକ୍ତ ସାହିକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ସେଠାରେ ପୋଲିସ ମୂତୟନ କରାଯାଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି...
ସ୍ନାନଯାତ୍ରାର ସିଧା ପ୍ରସାରଣ: ସ୍ଥିତି ପରଖିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ
ପୁରୀ ଅଫିସ, ୨।୬:ଆସନ୍ତା ୫ ତାରିଖରେ ସ୍ନାନ ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋର୍ଦାର ପ୍ରସ୍ତୁତି ଚାଲିଛି। କରୋନା ପାଇଁ ଏଥର ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ତେବେ ସ୍ନାନଯାତ୍ରାକୁ ଟିଭି ମାଧ୍ୟମରେ...
ଜଣଙ୍କ ମୃତ୍ୟୁରେ ପରିବାର ୫ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ
ଝାରସୁଗୁଡା ଅଫିସ,୨।୬: ଝାରସୁଗୁଡ଼ା ଥାନା ବିଟିଏମ୍ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସମସ୍ତଙ୍କୁ ପୋଲିସ ଉଦ୍ଧାରକରି ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଜଣଙ୍କ ସ୍ବାସ୍ଥ୍ୟବସ୍ଥା...
Archives


