ମୟୂରଭଞ୍ଜରେ ଖୋଲିଲା ୨୪ ସ୍ବତନ୍ତ୍ର କୋଭିଡ୍ କେୟାର ସେଣ୍ଟର
ବାରିପଦା ଅଫିସ,୨ା୬- ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ କୋଭିଡ୍ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଜିଲାର ସମସ୍ତ ଉପଖଣ୍ଡ ଅନ୍ତର୍ଗତ ସହରାଞ୍ଚଳ ଓ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ୨୪ଟି ସ୍ବତନ୍ତ୍ର କୋଭିଡ୍ କେୟାର ସେଣ୍ଟର ଖୋଲାଯାଇଛି। ଏଥିରେ ମୋଟ...
ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ କୋର୍ଟ ଚାଲାଣ
ରାଇରଙ୍ଗପୁର, ୨ା୬(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରିଥିତ୍ବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ପରେ ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ କୃଷ୍ଣ ନାଏକ। ପୀଡିତା ଓ ଅଭିଯୁକ୍ତଙ୍କ...
ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ ଦିବସ
ଜଳେଶ୍ୱର, ୨।୬(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକ ଚୈତନ୍ୟସାହୁ ଛକରେ ସୋମବାର ୧୨ଦଫା ଦାବିରେ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ କରାଯାଇଛି। ମହିଳାମାନେ ଏବେ କାମ ହରାଇଥିବା ଗରିବ ଖଟିଖିଆ ଶ୍ରମିକମାନଙ୍କର ଦୁଃଖ ଦୁର୍ଦ୍ଦଶା ଓ ୩ମାସ ଧରି କୌଣସି...
ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ...
ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଗଛ କଟା ନେଇ ଅସନ୍ତୋଷ
ଖଇରା, ୨ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ରେଞ୍ଜ ଅଧୀନ ଖଇରା ବ୍ଲକର ଦେଉଳି ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଆକାଶିଆ ଗଛ କାଟିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅମ୍ପନ ବାତ୍ୟାରେ କିଛି ଗଛ ଭାଙ୍ଗି ପଡିବା ପରେ ଏହି ଆଳରେ...
ବଜ୍ରପାତରେ ୨ ଜୀବନ ଗଲା
ଶଙ୍କରାଖୋଲ(ଡି.ଏନ୍.ଏ.)/ଫିରିଙ୍ଗିଆ,୨ା୬- କନ୍ଧମାଳ ଜିଲାରେ ସୋମବାର ଅପରାହ୍ନରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଚକାପାଦ ଥାନା ଚକାପାଦ ଗ୍ରାମ ନୂଆସାହିର ସୁମନ୍ତ ବିଷୋୟୀ (୨୮) ଓ ଫିରିଙ୍ଗିଆ ବ୍ଲକ ରବଙ୍ଗିଆ...
ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧାଙ୍କ ମୃତ୍ୟୁ
ଧରାକୋଟ,୨ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଜଗମୋହନ ପଞ୍ଚାୟତର ପୁଟୁ-ଗୋବର୍ଦ୍ଧନପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯ ଟାରେ ଏହି ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏହି କେନ୍ଦ୍ରକୁ ୨୪ ପ୍ରବାସୀ...
କରୋନା ଡ୍ୟୁଟିକୁ ମନା କଲେ ଜେଲ
ଛତ୍ରପୁର,୨ା୬(ଡି.ଏନ.ଏ.)-କରୋନା ସଂକ୍ରମଣକୁ ସମ୍ପୂର୍ଣ୍ଣ ପ୍ରତିହତ କରାଯିବ। ଜୁନ ମାସରେ କଟକଣା ବଳବତ୍ତର ରହିବ। ବିନା ମାସ୍କରେ ବାହାରେ ବୁଲିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ । ସବୁ ଦୋକାନୀ ଗ୍ରାହକଙ୍କର ବିବରଣୀ ଲିପିବଦ୍ଧ କରିବେ। ଦୋକାନରେ ସାମାଜିକ ଦୂରତ୍ୱ ରକ୍ଷା ସହ ବାହାରେ...
ଏସ୍ଏଚ୍ଜି ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତି ପ୍ରତ୍ୟାହାର: ଅଙ୍ଗନୱାଡି କେନ୍ଦ୍ରକୁ ମିଳିଲା ଦାୟିତ୍ୱ
ବ୍ରହ୍ମପୁର ଅଫିସ,୨ା୬-ଗଞ୍ଜାମ ଜିଲା ଅଙ୍ଗନୱାଡି କେନ୍ଦ୍ରକୁ ସ୍ବୟଂସହାୟକ ଗୋଷ୍ଠୀ(ଏସ୍ଏଚ୍ଜି)ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତିକୁ ସୋମବାର ଜିଲାପାଳ ପ୍ରତ୍ୟାହାର କରିଛନ୍ତି ା ଏସ୍ଏଚ୍ଜିଠାରୁ ଅଣ୍ଡା ବଣ୍ଟନ ଦାୟିତ୍ୱ ପ୍ରତ୍ୟହାର କରାଯାଇ ଅଙ୍ଗନୱାଡିକୁ ଦିଆଯିବାକୁ ଜିଲାପାଳ ନିର୍ଦ୍ଦେଶନାମାରେ ଉଲ୍ଳେଖ କରିଥିବା ଜଣାପଡିଛି ା...
ନୂଆ ଥାଇ ବି ପୁରୁଣା ସାହା
ଛେଣ୍ଡିପଦା, ୨।୬(ସ୍ବ.ପ୍ର.) – ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ୩ ବର୍ଷ ତଳୁ ନିର୍ମାଣ ସରିଛି ପୋଲ। ହେଲେ ଆପ୍ରୋଚ ରୋଡ୍ ସମ୍ପୂର୍ଣ୍ଣ ହୋଇପାରି ନ ଥିବାରୁ ତାହା ବ୍ୟବହାରରେ ଲାଗି ପାରୁନାହିଁ। ଫଳରେ ପୂର୍ବରୁ ଯେଉଁ ପୁରୁଣା...
କଳା ଦିବସ ପାଳିଲେ ବିଦ୍ୟୁତ କର୍ମଚାରୀ
ବରଗଡ଼ ଅଫିସ୍/ସରଣ୍ଡା,୨।୬ ବରଗଡ଼ର ମିଳିତ ବିଦ୍ୟୁତ କର୍ମଚାରୀ ଏବଂ ଇଞ୍ଜିନିୟର୍ସ ଆସୋସିଏଶନର ଏକତା ମଞ୍ଚ ପକ୍ଷରୁ ସୋମବାର ଦିନକୁ କଳା ଦିବସ ଭାବେ ପାଳନ କରାଯାଇଛି । ବିଦ୍ୟୁତ ସଂଶୋଧନ ଆଇନ-୨୦୨୦ ଏବଂ ରାଜ୍ୟର ବିଦ୍ୟୁତ କ୍ଷେତ୍ର ଗୁଡ଼ିକର ପୁନଃ...
ସିମେଣ୍ଟ କାରଖାନାରେ ଶ୍ରମିକ ଅଶାନ୍ତି
ବରଗଡ଼ ଅଫିସ୍,୨।୬ ବରଗଡ଼ ସିମେଣ୍ଟ କାରଖାନାରେ ଶ୍ରମିକ ଅଶାନ୍ତି ଦେଖାଯାଇଛି । ବିଭିନ୍ନ ଦାବି ନେଇ ବରଗଡ଼ ଇଡକଲ୍ ମଜଦୁର ସଂଘ କାରଖାନା ସମ୍ମୁଖରେ ଧାରଣା ଦେଇଛି । ଲକ୍ ଡାଉନ୍ କଟକଣା ଲାଗୁ ହେବା ପରେ କାରଖାନାରେ ଶ୍ରମିକମାନଙ୍କୁ...
Archives


