ଆମ ଜିଲା ଖବର

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି ଗ୍ରାମର ଦରବାର ଚତୁରୀ ନିକଟରେ ୬ଷ୍ଠ ଗ୍ରାମସଭା ଆରମ୍ଭ ହୋଇଛି। ପ୍ରସ୍ତାବିତ ମେଗା…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା ଯାତ୍ରାର ପ୍ରସେଶନକୁ ନେଇ ଗାଁର ଉପର ସାହି ଓ ତଳ ସାହି ମଧ୍ୟରେ…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର ପାରଳାଖେମୁଣ୍ଡି ସହର କରଣସାହି ନିବାସୀ ମୁକେଶ ପାଣିଗ୍ରାହୀ (୫୩)ଙ୍କ ମୃତ୍ୟୁ ଘଟିଛି। ସ୍ବର୍ଗତ…

ସ୍କର୍ପିଓ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ, ବାଟରେ ଛକି ରହିଥିଲା ପୋଲିସ, ଫେରାର୍‌ ଉଦ୍ୟମବେଳେ…

ବଲାଙ୍ଗୀର ୧୫।୪ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏନଏଚ ୫୭ ସୋନପୁର ବଲାଙ୍ଗୀର ପୁଇନ୍ତଳା ବାଏପାସ ରାସ୍ତା ନିକଟରେ ବୁଧବାର ଏକ ଗଞ୍ଜେଇ ଭର୍ତ୍ତି ସ୍କର୍ପିଓ ଗାଡ଼ିକୁ ପୁଇନ୍ତକା ପୋଲିସ ଜବତ କରିଛି । ସୂଚନା ଅନୁଯାୟୀ ଏକ ସ୍କର୍ପିଓ ଗାଡ଼ି…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଆରଏମ୍‌ସି ଅଧୀନରେ ଥିବା କହି ହାଟ ପରିସରକୁ ସଫେଇ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର ଦ୍ୱାର ଫିଟା ହେବା ପରେ ମା’ଙ୍କ ନୀତିକାନ୍ତି ଯଥା ରୀତିନୀତି ଅନୁସାରେ ପାଳନ…

ବିଶିଷ୍ଟ ମଞ୍ଚ କଳାକାର ପ୍ରକାଶ ଦେବତାଙ୍କ ପରଲୋକ: ବିଭିନ୍ନ ମହଲରେ ଶୋକର ଛାୟା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଶିଷ୍ଟ ମଞ୍ଚ କଳାକାର ତଥା ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲର ଉପସଭାପତି ପ୍ରକାଶ ଦେବତା (ପେରୁ )ଙ୍କର ବୁର୍ଲା ଡାକ୍ତରଖାନାରେ ପରଲୋକ ଘଟିଛି। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବାପରେ ଜିଲାର ବିଭିନ୍ନ ମହଲରେ ଗଭୀର…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ । ଦୀର୍ଘ ୨୬ ଘଣ୍ଟା ହେଲା ତାଙ୍କ ଶବ ଘରେ ପଡ଼ି ରହିଛି…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି । ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ସଚେତନତା କରିଛନ୍ତି ସାଗର ମିତ୍ର।…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ ନୂତନ ନଳକୂପ ଖନନ କରାଯାଇଛି। ଏହାକୁ ନେଇ ଡବେରୀରେ ଖୁସିର ଲହରୀ ଖେଳିଯାଇଛି।…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ (ଟ୍ରାଭଲର- ଓଡି୩ଏଏମ୩୩୩୭) ଦୁର୍ଘଟଣାଗ୍ରସ୍ତ ହୋଇଛି। ବର ମହମ୍ମଦ ହୁସେନ କାଦ୍ରି (୩୫) ଓ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛି । ମିଳିଥିବା ସୂଚନା ମୁତାବକ ରମ୍ଭିକଟା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?