ଆମ ଜିଲା ଖବର

ବିଦେଶକୁ ଲମ୍ବିଛି ନୀଳରକ୍ତ କଙ୍କଡ଼ା ର଼୍ୟାକେଟ୍‌

ମହାକାଳପଡ଼ା,୫।୨(ଡି.ଏନ୍‌.ଏ.): ପ୍ରଶାନ୍ତ ମହାସାଗର ଓ ଭାରତ ମହାସାଗରରେ ବିରଳ ପ୍ରଜାତିର ସାମୁଦ୍ରିକ ନୀଳରକ୍ତ କଙ୍କଡ଼ା ବହୁଳ ମାତ୍ରାରେ ଦେଖାଯାଇଥାନ୍ତି। ବଙ୍ଗୋପସାଗରର ଓଡ଼ିଶା ଉପକୂଳ ସନ୍ତସନ୍ତିଆ ହେନ୍ତାଳ ଜଙ୍ଗଲ ଓ ବାଲିଚରରେ ମଧ୍ୟ ଏମାନେ ଦେଖିବାକୁ ମିଳିଥାନ୍ତି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ…

ବୈତରଣୀ ସେତୁ ପ୍ରତି ବିପଦ

ଯାଜପୁର ଅଫିସ/କୋରେଇ(ସ୍ବ.ପ୍ର.),୫।୨: ଯାଜପୁର, କେନ୍ଦୁଝର ଓ ଭଦ୍ରକ ଜିଲାର ସୀମାରେଖା ଭାବେ ବୈତରଣୀ ନଦୀ ପରିଚିତ। ଏହି ୩ ଜିଲା ମଧ୍ୟରେ ଗମନାଗମନ ଓ ଯୋଗାଯୋଗର ଏକମାତ୍ର ମାଧ୍ୟମ ହୋଇଛି ବୈତରଣୀ ସେତୁ। ବହୁ ଦାବି ପରେ ମୁଖ୍ୟମନ୍ତ୍ରୀ ୨୦୧୩ରେ ବୈତରଣୀ…

ବାଲିଶୁୁଆଙ୍କ ସଂଖ୍ୟା କମୁଛି

ନୟାଗଡ ଅଫିସ,୫।୨: ବିଭିନ୍ନ ପ୍ରଜାତିର ଶୁଆଙ୍କ ମଧ୍ୟରେ ବାଲି ଶୁଆ ଭିନ୍ନ । ସାଧାରଣତଃ ଶୁଆମାନେ ଡାଳକୁ ଡାଳ ଉଡି ବୁଲନ୍ତି । ଗଛରେ ବସା ବାନ୍ଧି ରୁହନ୍ତି । କିନ୍ତୁ ବାଲି ଶୁଆ ବାଲିରେ ସୁଡ଼ଙ୍ଗ କରି ରୁହେ ଓ…

ହାଇକୋର୍ଟରେ ନୟାଗଡ଼ ଚିନିକଳର ଶୁଣାଣି: ସତ୍ୟପାଠ, ସମ୍ପତ୍ତି ଆକଳନ ତାଲିକା ଦାଖଲ

ନୟାଗଡ଼ ଅଫିସ,୫।୨: ହାଇକୋର୍ଟରେ ମୁଖ୍ୟ ବିଚାରପତି ଡକ୍ଟର ଏସ୍‌. ମୁରଲୀଧର ଓ ବିଚାରପତି ବିଶ୍ୱରଞ୍ଜନ ରଥଙ୍କୁ ନେଇ ଦୁଇଜଣିଆ ଖଣ୍ଡପୀଠ ଗୁରୁବାର ନୟାଗଡ଼ ଚିନିକଳର ଭିଡିଓ କନ୍‌ଫରେନ୍ସ ମୋଡ୍‌ରେ ଶୁଣାଣି କରିଛନ୍ତି। ନୟାଗଡ଼ ଜିଲାପାଳ ପୋମା ଟୁଡୁ ଓ ଚିନିଶିଳ୍ପର ପରିଚାଳନା…

ବଦଳିଲେ କୋରାପୁଟ ଜିଲାପାଳ

ଭୁବନେଶ୍ୱର/ପଟ୍ଟାଙ୍ଗୀ,୫।୨(ବ୍ୟୁରୋ/ ଡି.ଏନ୍‌.ଏ.): କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ଅବଦାଲ ଅକ୍‌ତରଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍‌ତର କଟକ ଜିଲା…

ପ୍ରଥମେ ନୂଆ ରିଂ ରୋଡ୍‌, ବ୍ୟବସାୟୀଙ୍କୁ ଥଇଥାନ

କୋଣାର୍କ,୫।୨(ଡି.ଏନ୍‌.ଏ): ଖୁବଶୀଘ୍ର ବିଶ୍ୱ ପ୍ରସିଦ୍ଧ କୋଣାର୍କ ନୂଆ ରୂପ ନେବାକୁ ଯାଉଛି। ଏଥିପାଇଁ କୋଣାର୍କ ସୌନ୍ଦର୍ଯ୍ୟକରଣ ଯୋଜନାରେ କାର୍ଯ୍ୟ ବଣ୍ଟନ କରାଯାଇଥିବାବେଳେ ଗୁରୁବାର ଏ ନେଇ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…

ସାଇତିଛନ୍ତି ୬୦ ଦେଶର ୪୫୦ ମୁଦ୍ରା, ୧୯ ନୋଟ୍‌

କଟକ ଅଫିସ,୫।୨: ସମସ୍ତଙ୍କର ସ୍ବପ୍ନ ଭିନ୍ନ ଭିନ୍ନ। ନିଜର ସ୍ବପ୍ନକୁ ସାକାର କରିବା ପାଇଁ ସମସ୍ତେ ଚେଷ୍ଟା କରିଥାନ୍ତି। ସେହିଭଳି ଏକ ସ୍ବପ୍ନ ଦେଖିଥିଲେ କଟକ ଜିଲା ବିରିବାଟିସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। କମ୍‌ ବୟସରେ ସେ ୬୦ଟି ଦେଶର…

ନିଆଁ ପୁଇଁବା ହେଲା କାଳ:ଜଳିଗଲେ ୨ ଭଉଣୀ

ଟିକିରି/ରାୟଗଡ଼ା ଅଫିସ,୫ା୨(ଡି.ଏନ୍‌.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଥଣ୍ଡାରେ ନିଆଁ ପୁଇଁବାବେଳେ ଜଳିଯାଇଛନ୍ତି ୨ ଭଉଣୀ। ଦୁହେଁ ହେଲେ ଗାଁର ଦୁର୍ଯ୍ୟୋଧନ ମାଝିଙ୍କ ଝିଅ କୁମାରୀ(୫) ଏବଂ ବିଦ୍ୟା(୩)। ସୂଚନା ଅନୁଯାୟୀ, ଦୁର୍ଯ୍ୟୋଧନ…

ଆତ୍ମନିର୍ଭର ପଥରେ ଅନ୍ତେବାସୀ

ଢେଙ୍କାନାଳ ଅଫିସ, ୫।୨ କଠୋର ଅନୁଶାସନର ଅନ୍ୟତମ ସ୍ଥାନ ହେଉଛି କାରାଗାର। ଜାଣତ ବା ଅଜାଣତରେ ଅପରାଧର ଟ୍ୟାଗ୍‌ ଲାଗି ଏଠାକୁ ଆସିବା ପରେ ବଦଳିଯାଏ ଜୀବନ ଏବଂ ଜୀବନ ଶୈଳୀ। ସାଧାରଣ ମଣିଷରୁ ଜଣେ ପାଲଟିଯାଏ କଏଦୀ। ଜେଲ ରହଣି…

୧୭ ମାସ ହେଲା ମିଳୁନି ସ୍ୱାସ୍ଥ୍ୟସେବା

ତାଳଚେର,୫ା୨(ନି.ପ୍ର.): କଳାହୀରାର ସହର ତାଳଚେରରୁ ବାର୍ଷିକ ଶତାଧିକ କୋଟି ଟଙ୍କାର ରାଜସ୍ବ ନେଉଛନ୍ତି ସରକାର। କିନ୍ତୁ ଏଠାକାର ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳିପାରୁ ନାହିଁ। ପାନୀୟ ଜଳଠାରୁ ଆରମ୍ଭ କରି ରାସ୍ତା, ପ୍ରଦୂଷଣକୁ ନେଇ କଷ୍ଟ ବଢ଼ୁଥିବାବେଳେ ଦୀର୍ଘ ୧୭ ମାସ…

ଏଭଳି ବାପା ଥିବାଠାରୁ ଅନାଥ ହେବା ଭଲ…

ବ୍ରହ୍ମପୁର ଅଫିସ,୫ା୨: ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ବଡ଼ବଜାର ଥାନା ଅଞ୍ଚଳର ଜଣେ ସାତ ବର୍ଷ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଏଭଳି ଏକ ଘଟଣା ଜଣାପଡିବା ପରେ ସ୍ଥାନୀୟ…

ସହାୟତା ଅର୍ଥରୁ ନେଉଥିଲେ ଲାଞ୍ଚ: ପାରାଓ୍ବାଚର ବହିଷ୍କୃତ, ବନପାଳ ନିଲମ୍ବିତ

ମାଲକାନଗିରି,୪ା୨: ଭାଲୁ ଆକ୍ରମଣ ସହାୟତା ପ୍ରଦାନରେ ଲାଞ୍ଚ କାରବାର ହେଉଥିବା ଜାଣି ଚୁପ୍‌ ରହିବା ଅଭିଯୋଗରେ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ କୁଡୁମୁଲୁଗୁମ୍ମା ବନପାଳ ରାଜେନ୍ଦ୍ର ଶବର କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ସେହିପରି ଲାଞ୍ଚ ନେବା ଅଭିଯୋଗରେ ପାରାଓ୍ବାଚର ଅନନ୍ତରାମ ପାଙ୍ଗୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri