ଆମ ଜିଲା ଖବର

ପ୍ରଥମ ଦିନରେ ସୂର୍ଯ୍ୟମନ୍ଦିର ବୁଲିଲେ ୫୦୨

କୋଣାର୍କ,୩।୮(ଡି.ଏନ୍‌.ଏ.): ଦୀର୍ଘଦିନ ପରେ କଟକଣା ମଧ୍ୟରେ ସୋମବାର କୋଣାର୍କ ସୂର୍ଯ୍ୟମନ୍ଦିର ଖୋଲିଛି। ସକାଳ ୬ଟାରୁ ମନ୍ଦିର ମୁଖ୍ୟଦ୍ୱାର ତାଲା ଫିଟାଯାଇଥିଲା। ପ୍ରଥମ ଦିନରେ ୫୦୨ଜଣ ପର୍ଯ୍ୟଟକ ଅନ୍‌ଲାଇନରେ ଟିକେଟ ବୁକିଂ କରି ସୂର୍ଯ୍ୟମନ୍ଦିର ବୁଲିଥିଲେ। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ମନ୍ଦିର ଖୋଲାଯାଇଛି।…

ସମୁଦ୍ର ସ୍ନାନର ମଜା ନେଲେ ପର୍ଯ୍ୟଟକ

ପୁରୀ ଅଫିସ,୩।୮: କୋଭିଡ୍‌ କଟକଣା କୋହଳ ହେବା ପରେ ସୋମବାର ପୁରୀ ସହରରେ ଦୋକାନ ବଜାର ଖୋଲିଛି। ପ୍ରଥମ ଦିନରୁ ହିଁ ପୁରୀ ବେଳାଭୂମିରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଛୋଟବଡ଼ ବ୍ୟବସାୟୀ ଦୋକାନ ଖୋଲିଥିବା ବେଳେ ଶପିଂ ମଲ୍‌ ଓ…

ବାହାଘରରେ ୨୫, ଅନ୍ତ୍ୟେଷ୍ଟିକ୍ରିୟାରେ ୨୦

ପୁରୀ ଅଫିସ,୨।୮: ଶ୍ରୀମନ୍ଦିର ବ୍ୟତୀତ ଜିଲାର ଅନ୍ୟ ସମସ୍ତ ଧାର୍ମିକ ଅନୁଷ୍ଠାନ ଓ ପର୍ଯ୍ୟଟନସ୍ଥଳୀକୁ ଖୋଲି ଦିଆଯାଇଛି। କୋଭିଡ୍‌ କଟକଣା ପାଳନ ପୂର୍ବକ ଲୋକେ ସର୍ବସାଧାରଣ ସ୍ଥାନକୁ ଯାଇପାରିବେ। ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ ଶନିବାର ଓ ରବିବାର ପୁରୀ ସହରରେ…

‘୧୭ରେ ବ୍ୟକ୍ତିଗତ ଭାବେ ହାଜର ହୁଅ’

କଟକ ଅଫିସ,୩।୮: ଜଣେ ଅଧ୍ୟାପକଙ୍କୁ ବକେୟା ପ୍ରାପ୍ୟ ମାମଲାରେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କୁ ସୋମବାର ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ବ୍ୟକ୍ତିଗତ ଭାବେ ହାଜର ନ ହୋଇ କାହିଁକି କ୍ରମାଗତ ଓ ଇଚ୍ଛାକୃତ ଭାବେ କୋର୍ଟଙ୍କ ନିର୍ଦ୍ଦେଶକୁ…

ନିଷ୍ପତ୍ତିରେ ବିଳମ୍ବ ନ ହେଉ

ଅନୁଗୋଳ ଅଫିସ, ୩ା୮ କୋଭିଡ୍‌ ସଂକ୍ରମଣ ସାମାନ୍ୟ ଥମିଛି। ତେଣୁ ଅନଲକ୍‌କୁ ଯାଇଛନ୍ତି ରାଜ୍ୟ ସରକାର। ଦୀର୍ଘଦିନ ଧରି ବନ୍ଦ ରହିଥିବା ଶପିଂ ମଲ, ସିନେମା ହଲ, ପାର୍କ ଆଦିକୁ ଜନସାଧାରଣଙ୍କ ପାଇଁ ଖୋଲାଯାଇଛି। ଅଧା ଦର୍ଶକରେ ଯାତ୍ରାକୁ ଅନୁମତି ଦିଆଯାଇଛି।…

ସଚେତନ କରୁଛି ବାଇକର୍ସ କ୍ଲବ

ଢେଙ୍କାନାଳ ଅଫିସ, ୩ା୮ ସଡ଼କ ସୁରକ୍ଷା ସହ ଦୁର୍ଘଟଣା ରୋକିବା ଦିଗରେ କାର୍ଯ୍ୟ କରୁଛି ଢେଙ୍କାନାଳ ବାଇକର୍ସ କ୍ଲବ। କ୍ଲବର ମୋଟ୍‌ ୧୨ଜଣ ସଦସ୍ୟ ବର୍ଷକ ମଧ୍ୟରେ ପ୍ରାୟ ୪ ହଜାର କିଲୋମିଟର ପରିଭ୍ରମଣ କରି ଯୁବ ଗୋଷ୍ଠୀଙ୍କୁ ସଚେତନ କରିବାର…

ଗୁଣିଗାରେଡି, ପୂର୍ବ ରାଗରୁ ୩ ଜଣଙ୍କୁ ହତ୍ୟା

ଖମାର,୨ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ଖମାର ଥାନା କୁଞ୍ଜାମ ପଞ୍ଚାୟତର ୩ ଜଣଙ୍କୁ ଗୁଣିଗାରେଡି ସନ୍ଦେହ ଓ ପୂର୍ବ ରାଗ ରଖି ହତ୍ୟା କରାଯାଇଛି। ହତ୍ୟାକାଣ୍ଡ ପରେ ମୃତଦେହକୁ ରଶିରେ ବାନ୍ଧି ଘୋଷାରି ନେଇ ସମାକୋଇ ନଦୀରେ ଫିଙ୍ଗାଯାଇଥିବା ସ୍ପଷ୍ଟ…

ଖୁଡ଼ିଙ୍କ ଗଳା କାଟିଲେ ପୁତୁରା

ବାରିପଦା ଅଫିସ,୨।୮: ଜମିବାଡ଼ି ବିବାଦରୁ ବାସନ୍ତୀ ପୂର୍ତ୍ତି(୫୫) ନାମ୍ନୀ ଜଣେ ବିଧବାଙ୍କୁ ତାଙ୍କ ପୁତୁରା ଗଳା କାଟି ହତ୍ୟା କରିବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଧୀନ ଟିଲୁ ସାହିରେ ଏହି ଘଟଣା ଘଟିଛି। ପୋଲିସ ଅଭିଯୁକ୍ତ…

ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ

ଭୁବନେଶ୍ବର,୨।୮: ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୬ ବର୍ଷ ହୋଇଥିଲା। ଅରୁଣ କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ ହେଲା ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।…

କରୋନା ବିରୋଧୀ ଲଢ଼େଇର ପ୍ରମୁଖ ଅସ୍ତ୍ର: ମୁଁ ଟିକା ନେଇଛି

ଛତ୍ରପୁର,୨।୮(ଡି.ଏନ୍‌.ଏ.): ମୁଁ ଟିକା ନେଇଛି। ଗଞ୍ଜାମ ଜିଲାର ବୁଲା ବିକାଳୀମାନେ ନିଜ ଝୁଡି ଓ ଠେଲା ଆଗରେ ଏମିତି ଲେଖିଛନ୍ତି। କରୋନା ବିରୋଧୀ ଲଢ଼େଇରେ ଟିକା ପ୍ରମୁଖ ଅସ୍ତ୍ର ହୋଇଥିବା ବେଳେ ସାଧାରଣ ଲୋକଙ୍କୁ ଉତ୍ସାହିତ କରିବା ପାଇଁ ବୁଲା ବିକାଳୀମାନେ…

ରାତିରେ ଘରେ ପଶି ବନ୍ଧୁକ ଦେଖାଇ ଲୁଟିନେଲେ

ଫୁଲବାଣୀ ଅଫିସ,୨।୮: କନ୍ଧମାଳ ଜିଲା ଫୁଲବାଣୀ ସହର ପଟାବାଲି ସାହିରେ ଜଣେ ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା ଲୁଟ୍‌ ହୋଇଛି । ୩ଜଣ ଦୁର୍ବୃତ୍ତ ଘରେ ପଶି ବନ୍ଧୁକ ଦେଖାଇ ଲୁଟ୍‌ କରିଥିବା ବ୍ୟବସାୟୀ ଜଣକ…

ଟୋକିଓ ଅଲିମ୍ପିକ୍ସରେ ଓଡ଼ିଆ ଚିତ୍ରଶିଳ୍ପୀଙ୍କ କଳାକୃତୀ

ବରଗଡ଼ ଅଫିସ୍‌,୨।୮: ଟୋକିଓ ଅଲିମ୍ପିକ୍ସରେ ପଶ୍ଚିମ ଓଡ଼ିଶା ଚିତ୍ରଶିଳ୍ପୀଙ୍କ କଳାକୃତୀ ସ୍ଥାନୀତ ହୋଇଛି । ସମ୍ବଲପୁର ଏବଂ ବରଗଡ଼ ଜିଲାର ୮ଜଣ ଚିତ୍ରଶିଳ୍ପୀ ଏହି ଗୌରବ ଅର୍ଜନ କରିଛନ୍ତି । ଇଣ୍ଡିଆନ କନ୍‌ଟେମ୍ପୋରାରି ଆସୋସିଏଶନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏହି କଳାକୃତୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?