ରାସ୍ତାରେ ଧାନ ରୋଇଲେ
ବରଗଡ଼ ଅଫିସ୍,୨।୮: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ଶୋଚନୀୟ ହୋଇପଡ଼ିଛି । ଫଳରେ ରାସ୍ତାରେ ଯାତାୟାତ ହୋଇପାରୁ ନାହିଁ। ରାସ୍ତା ମରାମତି ନେଇ ବାରମ୍ବାର ଦାବି ସତ୍ତ୍ବେ କିଛି ପଦକ୍ଷେପ ନିଆଯାଉ ନାହିଁ।…
ସେବାୟତ ଟିକା ନେଇଥିଲେ ଖୋଲିବ ମନ୍ଦିର
ଛତ୍ରପୁର,୨।୮(ଡି.ଏନ୍.ଏ.): ଚଳିତ ମାସ ୧ ତାରିଖରୁ ସାମାନ୍ୟ କଟକଣା ସହ ଶପିଂମଲ, ସିନେମାହଲ, ପାର୍କ, ବେଳାଭୂମି ଖୋଲିଛି । କିନ୍ତୁ ଧାର୍ମିକ ପୀଠ ଖୋଲିବାକୁ ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା । ଗଞ୍ଜାମ ଜିଲାରେ ଦୀର୍ଘ…
ଆଦିବାସୀ ଜମିରେ ଶିକ୍ଷାନୁଷ୍ଠାନ ମସୁଧା: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ
କେନ୍ଦୁଝର,୨ା୮(ସ୍ବ.ପ୍ର.): ସାହାରପଡ଼ା ବ୍ଲକ ଅନ୍ତର୍ଗତ ଉଦୟପୁର ଗ୍ରାମରେ ୧୯୭୬ ମସିହାରୁ ଭୋଗ ଦଖଲ କରି ଆସୁଥିବା ଜମିରେ ଏକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ପାଇଁ ମସୁଧା ହେଉଥିବାରୁ ଦଖଲ କରିଆସୁଥିବା ଆଦିବାସୀମାନେ ଓଡ଼ିଶା କୃଷକ ମହାସଭାର ପୂର୍ଣ୍ଣଚନ୍ଦ୍ର ରାଉତଙ୍କ ନେତୃତ୍ୱରେ ଜିଲାପାଳଙ୍କ ଅଭିଯୋଗ…
ସରକାରୀ ଚାକିରି ଆବେଦନ ବୟସ ସୀମା ୩୨ରୁ ୪୨ ବର୍ଷ ପାଇଁ ଦାବି
କେନ୍ଦୁଝର,୨ା୮(ସ୍ବ.ପ୍ର.): ଦୀର୍ଘ ୨୧ ବର୍ଷ ଧରି ରାଜ୍ୟ ଶାସନ କରୁଥିବା ବିଜେଡି ସରକାର ଆଶାୟୀ ଶିକ୍ଷିତ ଯୁବବର୍ଗଙ୍କ ପାଇଁ ଚାକିରି କ୍ଷେତ୍ରରେ ବୟସସୀମା ବୃଦ୍ଧି ନ କରିବା ଯୋଗୁ ବହୁ ଯୁବବର୍ଗ ଦିଗହରା ହେବା ସହ ବେକାରୀ ସମସ୍ୟା ଦିନକୁ ଦିନ…
ଖୋଲିବ ମା’ ବିରଜାଙ୍କ ମନ୍ଦିର
ଯାଜପୁର ଅଫିସ,୨ା୮: ପ୍ରାୟ ୩ ମାସର ବ୍ୟବଧାନ ପରେ ଯାଜପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ମଙ୍ଗଳବାରଠାରୁ ଖୋଲିବ। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଜିଲାପାଳ କହିଛନ୍ତି,‘କୋଭିଡ୍ ଗାଇଡ୍ଲାଇନ୍ ମାନି ଭକ୍ତମାନେ ମନ୍ଦିର…
ମଶା ନେଇଛି ୫୪ ମୁଣ୍ଡ
ଅନୁଗୋଳ ଅଫିସ, ୨ା୮: ମଶାଜନିତ ରୋଗରେ ଯାଉଛି ମଣିଷ ଜୀବନ। କେତେବେଳେ ମଶା ମ୍ୟାଲେରିଆର ବାହାକ ସାଜୁଛି ତ କେବେ ଡେଙ୍ଗୁ ରୋଗରେ ଆକ୍ରାନ୍ତ କରୁଛି। ଗତ ୧୦ ବର୍ଷ ମଧ୍ୟରେ ଅନୁଗୋଳ ଜିଲାରେ ଏହି ଦୁଇ ରୋଗରେ ମୋଟ୍ ୫୪…
ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବଲାଙ୍ଗୀର ଅଫିସ,୨।୮: ବଲାଙ୍ଗୀର ବିଦ୍ୟାଳୟ ସୁରକ୍ଷା କମିଟି ପକ୍ଷରୁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସ୍କୁଲ ମିଶ୍ରଣ ନୀତି ସମ୍ପୂର୍ଣ୍ଣ ପ୍ରତ୍ୟାହାର ସହ ସରକାରୀ ପ୍ରାଥମିକ ସ୍କୁଲମାନଙ୍କରେ ନାମଲେଖା ଆରମ୍ଭ କରିବା ଦାବି ନେଇ ଏହି ବିକ୍ଷୋଭ…
ସୁବର୍ଣ୍ଣରେଖାରେ ବନ୍ୟା: ଭୋଗରାଇ, ବାଲିଆପାଳ ପ୍ରଭାବିତ
ବାଲେଶ୍ୱର ଅଫିସ,୨ା୮: ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳ ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିଛି। ଫଳରେ ବାଲିଆପାଳ ବ୍ଲକର ୫ ପଞ୍ଚାୟତ ଓ ଭୋଗରାଇ ବ୍ଲକର ୫ ପଞ୍ଚାୟତ ପ୍ରଭାବିତ ହୋଇଛି। ନଦୀର ଉପରମୁଣ୍ଡ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହେବାରୁ…
ସହାୟତା ଅପେକ୍ଷାରେ ଅଙ୍କିତା
ଜଟଣୀ,୨।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗଜପତି ନଗରରେ ରହୁଥିବା ଅମୂଲ୍ୟ ସାହୁଙ୍କ ଝିଅ ଅଙ୍କିତା ପ୍ରିୟଦର୍ଶିନୀ(୧୨)। ଖେଳକୁଦ ଓ ପାଠପଢ଼ା ବସୟରେ ଅଙ୍କିତା ଆପଲାଷ୍ଟିକ ଆନିମିଆ ଓ କିଡନୀ ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଜୀବନ ବିତାଉଛନ୍ତି। ଚିକିତ୍ସାରେ…
ଜଳ ପାଲଟିଛି ଜହର
ଖୋର୍ଦ୍ଧା ଅଫିସ,୨।୮: କୁହାଯାଏ ଜଳ ହିଁ ଜୀବନ। ଦୈନନ୍ଦିନ ଜୀବନରେ ଜଳର ଅତି ଆବଶ୍ୟକତା ରହିଛି। ଜଳ ବିନା ଜୀବଜଗତ ବଞ୍ଚିବା କଷ୍ଟକର। ତେବେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବୋରିକ ନୂଆଗାଁରେ ଜଳ ପାଲଟିଛି ଜହର। ଏହି ଗ୍ରାମରେ ସ୍ବଜଳ…
କୋଣାର୍କ ହେବ ଶୂନ ନିର୍ଗମନ ସହର
ଭୁବନେଶ୍ୱର,୨।୮(ବ୍ୟୁରୋ): କୋଣାର୍କ ହେବ ଦେଶର ପ୍ରଥମ ‘ଶୂନ ନିର୍ଗମନ ସହର’। ଅର୍ଥାତ୍ ସହରର ଶକ୍ତି ଚାହିଦା କେବଳ ଅକ୍ଷୟ ଶକ୍ତି ଉତ୍ସ ଦ୍ୱାରା ପୂରଣ ହେବ। ୨୦୨୨ ସେପ୍ଟେମ୍ବର ସୁଦ୍ଧା ଏହି ଲକ୍ଷ୍ୟ ହାସଲ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର…
ଡେଙ୍ଗୁକୁ ନେଇ ଜଗତ୍ସିଂହପୁରରେ ବଢୁଛି ଭୟ
ଜଗତ୍ସିଂହପୁର ଅଫିସ,୨।୮: କରୋନା ସଂକ୍ରମଣକୁ ନେଇ ଜିଲାବାସୀ ଚିନ୍ତାରେ ଥିବାବେଳେ ଏବେ ଡେଙ୍ଗୁ ଭୟର ବାତାବରଣ ସୃଷ୍ଟି କରିଛି। ଏଥିମଧ୍ୟରେ ଜିଲାରେ ୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଲେଣି। ସେମାନଙ୍କ ମଧ୍ୟରେ ରଘୁନାଥପୁର ବ୍ଲକ ଧରାଧରପୁର ଗାଁର ଜଣେ,…

