ରାସ୍ତା ମରାମତି କଲେ ଯୁବଗୋଷ୍ଠୀ
ଭଦ୍ରକ ଅଫିସ, ୧।୬- ସରକାର ଗମନାଗମନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। କିନ୍ତୁ ଦୀପ ତଳ ଅନ୍ଧାର ଭଳି ଭଦ୍ରକ ବ୍ଲକ ମୁଖ୍ୟାଳୟଠାରୁ ୫ କି.ମି ଦୂର ଚରମ୍ପା ପଞ୍ଚାୟତ ଝାଟିଆ ଜାନୁମଞ୍ଜ ଗାଁ ରାସ୍ତା ଯାତାୟାତ ଅନୁପଯୋଗୀ...
ନନ୍ଦିରା ଉପରେ ନିର୍ଭର
ବଅଁରପାଳ,୧ା୬(ଡି.ଏନ.ଏ.) ପ୍ରତି ଘରେ ପହଞ୍ଚିବ ପାଇପ୍ ପାଣି। ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇବାକୁ ବର୍ଷ ବର୍ଷ ଧରି ଏପରି ଆଶ୍ୱାସନା ଦେଉଛନ୍ତି ସରକାର। ହେଲେ ଘର ତ ଦୂରର କଥା ସମସ୍ତ ଗାଁରେ ମଧ୍ୟ ଏଯାଏ ପହଞ୍ଚିନି ସରକାରଙ୍କ ପାନୀୟ...
ସିଟି ହସ୍ପିଟାଲରେ କୋଭିଡ୍ ହେଲଥ ସେଣ୍ଟରକୁ ବିରୋଧ
ବ୍ରହ୍ମପୁର ଅଫିସ,୧ା୬-ବ୍ରହ୍ମପୁର ସିଟି ହସ୍ପିିଟାଲରେ ଖୋଲା ଯାଇଥିବା ଡେଡିକେଟେଡ୍ କୋଭିଡ୍ ହେଲଥ ସେଣ୍ଟରକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଶନିବାର ସେଣ୍ଟରରେ କରୋନା ସଂକ୍ରମିତଙ୍କୁ ରଖାଯାଉଥିବା ବେଳେ କୌଣସି ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରା...
ଟୁଇଟ୍ ପରେ କନଷ୍ଟେବଳ ନିଲମ୍ବନ ଘଟଣା: ଜାତୀୟ ମାନବାଧିକାର ଆୟୋଗଙ୍କଠାରେ ରୁଜୁ ହେଲା ମାମଲା
ଭଦ୍ରକ ଅଫିସ, ୧।୬-ଭଦ୍ରକ ଜିଲା ବନ୍ତ ଥାନାଧିକାରିଣୀଙ୍କ ଉପସ୍ଥିତିରେ ଲକ୍ଡାଉନ ସମୟରେ ଜଣେ ଯୁବକ ମାସ୍କ ପିନ୍ଧି ନ ଥିବା କାରଣରୁ ବନ୍ତ ଥାନା ନିକଟରେ ରାସ୍ତା ଉପରେ ୬ଜଣ ପୋଲିସ ଯୁବକ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଲାଠିରେ ପିଟିଥିଲେ।...
ଜଗନ୍ନାଥଙ୍କ ପଟିଦିଅଁ ଅଙ୍କନ କାର୍ଯ୍ୟକ୍ରମ ଉଦ୍ଘାଟିତ
ବାଲେଶ୍ୱର ଅଫିସ,୧।୬ – ଜଗନ୍ନାଥ ସଂସ୍କୃତିର ଅନନ୍ୟ ଚିତ୍ର ପରମ୍ପରା ପଟିଦିଅଁ ଅଙ୍କନ ଉତ୍ସବ ବାଲେଶ୍ୱର କଳା କେନ୍ଦ୍ର ଓ ନୋସି ଇମ୍ଫାର ମିଳିତ ଆନୁକୂଲ୍ୟରେ ରବିବାର ୬ଷ୍ଟ ପଟିଦିଅଁ ଅଙ୍କନ କାର୍ଯ୍ୟକ୍ରମ ରେମୁଣା ଗୋଲେଇ ନିକଟସ୍ଥ ମଙ୍ଗଳପୁର ଜଗନ୍ନାଥ...
ଦୂର ହେଉନି ରୀନାଙ୍କ ଦୁଃଖ
ଆଠମଲ୍ଲିକ, ୧ା୬(ଡି.ଏନ.ଏ.) ଭିନ୍ନକ୍ଷମ ବୋଲି ଚିହ୍ନଟ କରିଛି ପ୍ରଶାସନ। ପ୍ରମାଣପତ୍ର ମଧ୍ୟ ଦେଇଛି ତାଙ୍କୁ। ହେଲେ ସେ କେମିତି ସରକାରୀ ଯୋଜନାରେ ସାମିଲ ହୋଇ ଉପକୃତ ହେବେ ସେ ନେଇ କୌଣସି ପଦକ୍ଷେପ ନିଆଯାଉ ନାହିଁ। ବାରମ୍ବାର ବ୍ଲକକୁ ଦୌଡ଼ି ନିଜ...
ଘରୋଇ କଳହରୁ ମା’ଙ୍କୁ ପିଟି ମାରିଲା ପୁଅ
ଧାମନଗର,୧।୬(ଡି.ଏନ.ଏ.)- ଘରୋଇ କଳହକୁ କେନ୍ଦ୍ର କରି ମା’ଙ୍କୁ ପିଟି ପିଟି ହତ୍ୟା କରି ପୁଅ ବିଲରେ ଫିଙ୍ଗିଦେବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ କାଶିମପୁର ଗ୍ରାମରେ ଏହି ଅଭାବନୀୟ ଘଟଣା...
କଟକଣା କୋହଳ ପରେ… ଦ୍ୱନ୍ଦ୍ୱ, ଭୟ, ଆଶଙ୍କା
କୋହଳ ହେଉଛି ତାଲାବନ୍ଦ କଟକଣା। ଆଉ ତା’ ସହିତ ଧୀରେ ଧୀରେ ଟ୍ରାକ୍କୁ ଫେରୁଛି ଜୀବନ। ଦୁଇମାସ ହେଲା ଜୀବିକା ଚିନ୍ତାରେ ଥିବା ମଣିଷ କର୍ମକ୍ଷେତ୍ର ଆଡ଼କୁ ମୁହାଁଇଲେଣି। ଯାନବାହନ ଚଳାଚଳ ଆରମ୍ଭ ହୋଇଥିବାବେଳେ ଖୋଲିଲାଣି ଶପିଂମଲ, ହୋଟେଲ, ଟେଲର...
ଆତ୍ମନିର୍ଭର ଭାରତ ସମ୍ପର୍କିତ ସଚେତନତା
ଫୁଲବାଣୀ ଅଫିସ, ୧ା୬- କନ୍ଧମାଳ ଜିଲାର ସମସ୍ତ ବ୍ୟାଙ୍କ ପରିଚାଳକ ଓ ଉଦ୍ୟୋଗୀମାନଙ୍କୁ ନେଇ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ଆତ୍ମନିର୍ଭର ଭାରତ ଅଭିଯାନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ...
ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍
କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି। ଟ୍ରକ ଜୟପୁରରୁ...
ସମାନ୍ୟ ବଚସାରୁ ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା
ଜୁନାଗଡ, ୧।୬(ସ୍ବ.ପ୍ର): କଳହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାରୁ ଜଣକୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ହତ୍ୟାର ଶିକାର ହୋଇଛନ୍ତି ରୁପି ମାଝୀ (୪୮)। ପୋଲିସ ସୂତ୍ରରୁ ପ୍ରକାଶ ଶନିବାର...
ଗଜପତିରେ ପୁଣି ୧୬ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଲା
ପାରଳାଖେମୁଣ୍ଡି, ୩୧ା୫ (ସ୍ବ.ପ୍ର.) – ଗଜପତି ଜିଲାରେ ପୁଣି ୧୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ସେମାନଙ୍କୁ ଆର୍.ସୀତାପୁରଠାରେ ଥିବା କୋଭିଡ୍ ହସ୍ପିଟାଲରେ ରବିବାର ଭର୍ତ୍ତି କରାଯାଇଛି ା ଗଜପତି ଜିଲାପାଳ ଅନୁପମ ଶାହା ଏକ ପ୍ରେସ୍ ଇସ୍ତାହାର...
Archives


