ଆମ ଜିଲା ଖବର

କେଉଁଠୁ ଆସିଲା ଧଳା ରଙ୍ଗର ବଜ୍ରକାପ୍ତା: ବଜାର ମୂଲ୍ୟ ୫ ଲକ୍ଷ

କୋଟପାଡ଼,୧ା୮(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରେ ବଜ୍ରକାପ୍ତା ଚୋରାଚାଲାଣ ବେଳେ ବନ ବିଭାଗ ଚଢ଼ାଉ କରି ଶନିବାର ଧରିଛି। ତେବେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତ ବିଶାଳ କୁମାର ଫେରାର ହୋଇଯାଇଛନ୍ତି। କୋଟପାଡ଼ ନିକଟସ୍ଥ ବଣିଆ ଗ୍ରାମର ଇନ୍ଦ୍ରାବତୀ ପୋଲଠାରେ ବଜ୍ରକାପ୍ତା ବିକ୍ରି…

କାଦୁଅରେ ଫସିଲା ଆମ୍ବୁଲାନ୍ସ

ପାଟଣା, ୧।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣାବ୍ଲକ ଟାଙ୍ଗରପଡା ପଞ୍ଚାୟତ ଅଧୀନ ବାଲିବନ୍ଧ ଗ୍ରାମ ରାସ୍ତା ଶୋଚନୀୟ ଯୋଗୁ ରବିବାର ଏକ ଆମ୍ବୁଲାନ୍ସ କାଦୁଅରେ ଫସିି ରହିଥିଲା। ଫଳରେ ରୋଗୀଙ୍କ ନିକଟରେ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ସୂଚନା ଅନୁଯାୟୀ, ବାଲିବନ୍ଧ ଗ୍ରାମର…

ପଲିଥିନରୁ ବାହାରୁଥିଲା ପଚା ଦୁର୍ଗନ୍ଧ, ଲୋକେ ଡକାଇଲେ ପୋଲିସ

ବାସୁଦେବପୁର,୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ବାଲିଛନ୍ଦା ଘାଟ ରାସ୍ତାର ଭୈରବପୁର ଛକ ନିକଟସ୍ଥ ରାସ୍ତାପାର୍ଶ୍ୱରେ ପଡିରହିଥିଲା ପଲିଥିନ ଭିତରେ ଏକ ମୃତଦେହ। ଏଥିରୁ ବାହାରୁଥିଲା ପଚା ଦୁର୍ଗନ୍ଧ। ଏହି ଖବର ପ୍ରଚାରିତ ହେବା ପରେ ଘଟଣା ସ୍ଥଳରେ ଜମିଥିଲା ଲୋକଙ୍କ ଭିଡ଼। ପଲିଥିନ…

ଘାଇ ପଛର କାରଣ ଜାଣିବା ପାଇଁ ଆରମ୍ଭ ହେଲା ତନାଘନା

ଭବାନୀପାଟଣା/କୋକସରା,୧ା୮(ସ୍ବ.ପ୍ର/ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗୁଡ଼ା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରେ ଘାଇ ସୃଷ୍ଟି ହୋଇଥିଲା। ରବିବାର ଘଟଣାର ତଦନ୍ତ ପାଇଁ ଭୁବନେଶ୍ୱରରୁ ବିଭାଗୀୟ ଉଚ୍ଚପଦସ୍ତ ଅଧିକାରୀଙ୍କ ସମେତ ଇନ୍ଦ୍ରାବତୀ ଓ ଏଲ୍‌ଏଣ୍ଡଟି ଠିକା…

ସିବିଆଇ ତଦନ୍ତ ହେଲେ ସାମ୍ନାକୁ ଆସିବ ସୌମ୍ୟଙ୍କ ମୃତ୍ୟୁ ପଛର ରହସ୍ୟ

ସୋର,୧।୮: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ପରିବାର ଲୋକେ । ଏଥିସହ ପୋଲିସର ତଦନ୍ତକୁ ନେଇ ପରିବାର ଲୋକେ ପ୍ରଶ୍ନ ଉଠାଇଛନ୍ତି। ପୋଲିସ ତଦନ୍ତ ଉପରୁ ଭରସା ତୁଟି ଗଲାଣି । ଘଟଣାକୁ ୨୧…

ସିସିଟିଭି ଭାଙ୍ଗି ବ୍ୟାଙ୍କରେ ପଶିଲେ ଦୁର୍ବୃତ୍ତ

ଠାକୁରମୁଣ୍ଡା,୧।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଭାରତୀୟ ଷ୍ଟେଟବ୍ୟାଙ୍କ ଯଶୀପୁର ଶାଖାରୁ ଶନିବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ହୋଇଛି। ଗେଟ ତାଲା ଭାଙ୍ଗିବା ସହ ସିସିଟିଭି ଭାଙ୍ଗି ଦୁର୍ବୃତ୍ତ ବ୍ୟାଙ୍କ ଭିତରେ ପ୍ରବେଶ କରିଥିଲେ। ପରେ ବ୍ୟାଙ୍କର ଷ୍ଟ୍ରଙ୍ଗ ରୁମର ଜାଲିଗେଟ ମଧ୍ୟ…

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଭାଜପା ନେତା

କେନ୍ଦୁଝର,୧ା୮(ସ୍ବ.ପ୍ର.) କେନ୍ଦୁଝର ଜିଲା ଭାଜପାର ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଆନନ୍ଦପୁର ବିଧାନସଭାର ଭାଜପା ନେତା ଆଲୋକ ସେଠୀ ଜିଲା ସାଧାରଣ ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାର ଜିଲା କୋଷାଧ୍ୟକ୍ଷ ହରିହର ମହାନ୍ତ କେନ୍ଦ୍ର ଶିକ୍ଷା ତଥା ବିକାଶ…

ଗାଁକୁ ଗଲାନି ଆମ୍ବୁଲାନ୍ସ: ରୋଗୀଙ୍କୁ ଷ୍ଟ୍ରେଚରରେ ବୋହିଲେ କର୍ମଚାରୀ

ବରଗଡ଼ ଅଫିସ,୧।୮: ବରଗଡ଼ ବ୍ଲକ ତୋରା ପଞ୍ଚାୟତ ଅନ୍ତର୍ଗତ ବଡ଼ଟିକ୍ରା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇ ପଡିଛି । ଫଳରେ ଗ୍ରାମବାସୀଙ୍କୁ ବହୁତ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି। ରବିବାର ଗ୍ରାମକୁ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ…

ଏରିଆ କମାଣ୍ଡର ମାଓବାଦୀଙ୍କ ଆତ୍ମସମର୍ପଣ

ବଲାଙ୍ଗୀର ଅଫିସ,୧ା୮: କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ଼ (କେକେବିଏନ) ଡିଭିଜନ ସିପିଆଇ (ମାଓବାଦୀ) ଦଳର ଜଣେ ସକ୍ରିୟ ସଦସ୍ୟ ଆଇତୁ କୋରସା ଓରଫ ସୁରଜନ ଓରଫ ଅମିତ୍ (୨୩) ବଲାଙ୍ଗୀର ଏସ୍‌ପି ଅଫିସରେ ରବିବାର ଆତ୍ମସମର୍ପଣ କରିଛନ୍ତି। ଉତ୍ତରାଞ୍ଚଳ ଡିଆଇଜି ଡା. ଦୀପକ କୁମାର ପୁଷ୍ପଗୁଚ୍ଛ…

କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ହେବ ମଠ ପୁନଃ ନିର୍ମାଣ

ପୁରୀ ଅଫିସ, ୧।୮: ଶ୍ରୀମନ୍ଦିର ଐତିହ୍ୟ ସୁରକ୍ଷା କରିଡର୍‌ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ବ୍ରିଜ୍‌ ଆଣ୍ଡ କର୍ପୋରେଶନ ଲିମିଟେଡ୍‌ (ଓବି ଆଣ୍ଡ୍‌ ସିସି)କୁ ଦାୟିତ୍ୱ ଦିଆଯାଇଛି। ଶ୍ରୀମନ୍ଦିରର ୭୫ ମିଟର କରିଡର ଭିତରେ…

୪ ବାଲି ବୋଝେଇ ଟ୍ରକ୍‌ ଜବତ

ଗଞ୍ଜାମ,୧ା୮(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ରବିବାର ଭୋର୍‌ରୁ ୪ଟି ବାଲି ବୋଝେଇ ଟ୍ରକ୍‌ ଜବତ କରିଛି। ଉକ୍ତ ବାଲି ବୋଝେଇ ଟ୍ରକ ନମ୍ବର ଏପି ଓଆର ୦୭ ଟିଏଚ୍‌ ୭୨୨୯, ଏପି ୨୬ ଟିଜେ ୦୪୬୮, ଏପି ୨୬ ଟିଡି ୭୯୧୯, ଓ…

ବୟସ ମାତ୍ର ୨ ବର୍ଷ: ହେଲେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଲେ ସମ୍ପୂର୍ଣ୍ଣା

ଉମରକୋଟ,୧।୮(ସ୍ବ.ପ୍ର.): ଉପାନ୍ତ ଅଞ୍ଚଳରେ ବିରଳ ପ୍ରତିଭାଙ୍କ ବୟସ ୨ ବର୍ଷ ମାତ୍ର। ହେଲେ ତାଙ୍କ ପାଟିରୁ ବାହାରୁଛି ଅନେକ ଜଟିଳ ପ୍ରଶ୍ନର ଉତ୍ତର। କୌଣସି ବସ୍ତୁ, ରଙ୍ଗ, ଆକାର, ଜୀବଜନ୍ତୁ, ପଶୁପକ୍ଷୀଙ୍କ ଶବ୍ଦ ଓ ଭଜନ, ବିପରୀତ ଶବ୍ଦ, ଗୀତ ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?