ମୋ ନିମାପଡ଼ା, ମୋ ସ୍ବାଭିମାନ ଲୋକାର୍ପିତ
ନିମାପଡ଼ା,୧।୮(ଡି.ଏନ୍.ଏ.): ନିମାପଡ଼ା ଏନ୍ଏସି ପକ୍ଷରୁ ନବନିର୍ମିତ ମୁକ୍ତସ୍ଥାନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ‘ମୋ ନିମାପଡ଼ା, ମୋ ସ୍ବାଭିମାନ’କୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକାର୍ପଣ କରିଛନ୍ତି। ଏହି ନୂତନ ପ୍ରକଳ୍ପ ଦ୍ୱାରା ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀ ଓ ମୁଖ୍ୟତଃ ସ୍କୁଲ, କଲେଜର ଛାତ୍ରୀଛାତ୍ର,…
ନିଅଣ୍ଟିଆ ବର୍ଷାକୁ ସାର ଅଭାବ
ଭଦ୍ରକ ଅଫିସ,୧।୮-ଜୁନ୍ରେ କମ୍ ବୃଷ୍ଟିପାତ ଯୋଗୁ ଭଦ୍ରକ ଜିଲାରେ ଖରିଫ ଧାନ ଚାଷ ସମ୍ଭବ ହୋଇପାରି ନ ଥିଲା। ଜୁଲାଇ ଶେଷରେ କେନାଲ ଜଳ ଯୋଗାଣ ଏବଂ ଏହାପରେ ସାମୟିକ ବୃଷ୍ଟିପାତ ଫଳରେ ଖରିଫ ଧାନ ଚାଷ ଆରମ୍ଭ ହୋଇଛି। କିନ୍ତୁ…
ଓଡ଼ିଶା ମାଟିରେ ଫଳୁଛି ସେଓ: ପ୍ରେରଣା ସାଜିଛନ୍ତି ଅରୁଣ
ଖୋର୍ଦ୍ଧା ଅଫିସ,୧।୮: କାଶ୍ମୀର କି ହିମାଚଳ ପ୍ରଦେଶ ନୁହେଁ, ଏବେ ଓଡ଼ିଶା ମାଟିରେ ଫଳୁଛି ସେଓ। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଆରିକମା ଗାଁର ଅରୁଣ କୁମାର ନାୟକ ଅନ୍ଲାଇନରେ ସେଓ ଚାରାକିଣି ନିଜ ବାରିରେ ଲଗାଇଥିଲେ। ଏବେ ସେଥିରେ ଭଳିକି…
ଟ୍ୟାପ୍ ପାଣି ପିଇ ମାନ ପରଖିଲେ ମନ୍ତ୍ରୀ
ପୁରୀ ଅଫିସ,୧।୮: ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ଶନିବାର ପୁରୀରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବଡ଼ଦାଣ୍ଡସ୍ଥିତ ଏକ ଟ୍ୟାପ୍ରୁ ପାଣି ପିଇଛନ୍ତି। ଏଥିସହ ପାଣିର ମାନ ନେଇ ସହରବାସୀଙ୍କ…
ଢାବା ମାଲିକାଣୀଙ୍କୁ ଗୁଳି କରି ହତ୍ୟା
ନୂଆପଡ଼ା ଅଫିସ, ୩୧।୭: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଡୁଆଝର ଗାଁରେ ଗୁଳିକାଣ୍ଡ ଘଟିଛି। ଶନିବାର ରାତିରେ ବିଭୀଷଣ ମେହେରଙ୍କ ଢାବାରେ ତାଙ୍କର ସ୍ତ୍ରୀ ବାସନ୍ତୀ ମେହେର(୪୭)ଙ୍କ ଉପରକୁ କେହି ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଖଡିଆଳ ଉପଖଣ୍ଡ…
ଜଳଖିଆ ପାଇଁ ଯାଇଥିଲେ ୨ ଭଉଣୀ, ଫେରିବା ବେଳେ କୂଅରେ ଖସିପଡ଼ିଲେ
କାମାକ୍ଷାନଗର,୩୧।୭(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା କହ୍ନେଇପାଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ଏକ ନିର୍ମାଣାଧୀନ କୂଅରେ ପଡ଼ି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶେଷ ପାତ୍ରଙ୍କ ଝିଅ ଶ୍ରୁତି (୫) ଏବଂ ତାଙ୍କ ଭାଣିଜୀ…
କଲେଜ ଛାତ୍ରୀଙ୍କୁ ବଳାତ୍କାର
ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା (ନଂ.୧୦୦/୨୧) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ବସନ୍ତ କୁମାର ଦଳାଇ…
ବୋଲେରୋରେ ନେଉଥିଲେ ଧରାପଡ଼ିଲେ
କୋକସରା, ୩୧ା୭ (ଡି.ଏନ.ଏ): ପଡୋଶୀ ଆନ୍ଧ୍ରପ୍ରଦେଶରୁ କୋରାପୁଟକୁ ଲମ୍ବିଛି ଗଞ୍ଜେଇ ବ୍ୟବସାୟୀଙ୍କ ଚେର। କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରୁ ରାଜପଥ ଦେଇ ପ୍ରତିଦିନ ଗଞ୍ଜେଇ ଚାଲାଣ ହେଉଛି । ଶୁକ୍ରବାର ବିଳମ୍ବିତ ରାତିରେ କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ…
ପାରିବାରିକ ଶତ୍ରୁତା ନେଲା ଶିଶୁର ଜୀବନ
ମାଲକାନଗିରି,୩୧ା୭(ଡି.ଏନ୍.ଏ.): ପାରିବାରିକ ଶତ୍ରୁତା ପାଇଁ ଜଣେ କୋମଳମତି ଶିଶୁର ଜୀବନ ଯାଇଛି। ଏହାକୁ କେନ୍ଦ୍ରକରି ଏମ୍ଭି-୧୯ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ମୃତ ଶିଶୁ ଜଣକ ହେଲେ ୫ବର୍ଷର ଅଙ୍କିତ ମଣ୍ଡଳ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏପରି ହତ୍ୟାକାଣ୍ଡ ଘଟିଛି। ଅଙ୍କିତଙ୍କୁ ହତ୍ୟା…
ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିଲେ, ଅଧା ରାସ୍ତାରୁ ଝାମ୍ପି ନେଲେ
ଟିଟିଲାଗଡ଼,୩୧।୭(ଡି.ଏନ.ଏ): କିଛିଦିନର ନୀରବତା ପରେ ଶନିବାର ଲୁଟେରା ଆପାଚି ଗ୍ୟାଙ୍ଗ ଟିଟିଲାଗଡ ଅଞ୍ଚଳରେ ଲୁଟ୍ପାଟ୍ କରିଛନ୍ତି। ସହରର ଯୁବ ଠିକାଦାର ମହେଶ ଅଗ୍ରୱାଲଙ୍କ ଦୁଇଜଣ କର୍ମଚାରୀଙ୍କଠାରୁ ସେମାନେ ୨ଲକ୍ଷ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଛନ୍ତି। ଖବର ପାଇ ଟିଟିଲାଗଡ ଥାନା…
ଘରେ ତାଲା ପକାଇ ଯାଇଥିଲେ , ଫେରିଲା ବେଳକୁ
ରାୟଗଡା ଅଫିସ,୩୧।୭: ରାୟଗଡ଼ାରେ ବଡ ଧରଣର ଚୋରି ହୋଇଛି। ରାୟଗଡା ରୟତ କଲୋନୀ ୬ ସାହିରେ ଏକ ଘରୁ ୩୦ଲକ୍ଷ ଟଙ୍କା ସହ ୧୦ ଭରି ସୁନା ଅଳଙ୍କାର ଓ ରୁପା ଅଳଙ୍କାର ଚୋରି ହୋଇଛି। ଘର ମାଲିକ ଗତ ସାଇ…
କଳାହାଣ୍ଡି ଗସ୍ତରେ ୫ଟି ସଚିବ
କେସିଙ୍ଗା,୩୧।୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ଉତକେଲାଠାରେ ଅବତରଣ କରି ପ୍ରଥମେ ଏୟାରଷ୍ଟ୍ରିପର ସମୀକ୍ଷା କରିଥିଲେ। ପରେ ଭବାନୀପାଟଣା ଅଭିମ୍ମୁଖେ ଗସ୍ତ କରିଥିଲେ। ସହରରେ ଥିବା ବିଏମ ସ୍କୁଲ ପରିଦର୍ଶନ କରିଥିଲେ। ପରେ ଟାଉନ…

