ଅନଲାଇନ୍ ପାଠପଢ଼ାରେ ନେଟ୍ଓ୍ବାର୍କ ବାଧକ: ଥ୍ରୀ-ଜି ସେବା ପାଇଁ ଦାବି କଲେ ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୩୧ା୫(ଡି.ଏନ୍.ଏ.)- କରୋନା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଡୋରି ବନ୍ଧାହୋଇଛି। ଫଳରେ ଅନ୍ଲାଇନରେ ପଢିବାକୁ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଟାଓ୍ବାର ନ ଥିବାବେଳେ କେତେକ ଅଞ୍ଚଳରେ ଟାଓ୍ବାର ଥିଲେ ସେଠାରେ ୨ଜି ନେଟ୍ଓ୍ବାର୍କ ରହିଛି। ଫଳରେ...
କଳିଙ୍ଗା ଘାଟିରେ ଡକାୟତି: କାର୍ ମାଲିକଙ୍କୁ ଆକ୍ରମଣ କରି ଲୁଟ୍
ଜି.ଉଦୟଗିରି/ଶଙ୍କରାଖୋଲ,୩୧ା୫(ଡି.ଏନ୍.ଏ.)- କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କଳିଙ୍ଗା ଘାଟିରେ ଶନିବାର ରାତିରେ ଦୁର୍ବୃତ୍ତମାନେ ଏକ କାର୍କୁ ଅଟକାଇ ମାଲିକଙ୍କୁ ଆକ୍ରମଣ କରିବା ସହ ଟଙ୍କା ଓ ମୋବାଇଲ ଲୁଟି ନେଇଛନ୍ତି। ଏନେଇ କାର ମାଲିକ ଶଙ୍କରାଖୋଲ ଗ୍ରାମର ଦ୍ୱିତୀକୃଷ୍ଣ ପାଢୀଙ୍କ...
ସାର ଗୋଦାମରେ କେନ୍ଦୁପତ୍ର ରଖିବା ଘଟଣା: ନିଲମ୍ବିତ ହେଲେ ଶିଖପାଲି ଲ୍ୟାମ୍ପ ପରିଚାଳକ
ମାଲକାନଗିରି, ୩୧ା୫(ଡି.ଏନ୍.ଏ.)-ମାଲକାନଗିରି ଜିଲା ଶିଖପାଲି ଲାମ୍ପ ପରିଚାଳକ ଧନେଶ୍ୱର ପଟ୍ଟନାୟକଙ୍କୁ ଲ୍ୟାମ୍ପ ପ୍ରଶାସକ ସାମଲ ମାରାଣ୍ଡି କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଚଲାଣଗୁଡା ପଞ୍ଚାୟତ ନୁଆଗୁଡାଠାରେ ଥିବା ସାର ଓ ବିହନ ଗୋଦାମରେ ସେ ବେନିୟମ ଭାବେ ଜଣେ ବ୍ୟବସାୟୀଙ୍କ କେନ୍ଦୁପତ୍ର...
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ: ୬ କୋର୍ଟଚାଲାଣ
ଗୋପାଳପୁର,୩୧ା୫-ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ରବିବାର ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହି ଥାନା ଅନ୍ତର୍ଗତ ନୂଆଗୋଳାବନ୍ଧର କେ.ବୈରାଗୀ ଓ ଉକ୍ତ ଗ୍ରାମର ଏସ.ଧନରାଜଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି...
ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର
ଚିତ୍ରଡା,୩୧।୫(ଡି.ଏନ.ଏ.)-ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଧିନରେ ଥିବା ଚିତ୍ରଡା ଜଙ୍ଗଲରୁ ଶନିବାର ସାରେ ଏକ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଘଟଣାରୁ ଜଣାପଡ଼ିଛି, ମୁଲୁକଚାନ୍ଦ ମହନ୍ତ ଜଣେ ବୃଦ୍ଧ ଉକ୍ତ ଜଙ୍ଗଲକୁ ପତ୍ର ତୋଳିବା ପାଇଁ ଯାଇଥିଲେ। ସେହି ସମୟରେ ସେ...
ମାଲକାନଗିରିରେ ଭୀଷଣ ବଜ୍ରପାତ ସମ୍ଭାବନା: ୪ଟାରୁ ୧୦ ଯାଏ ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ଅପରାହ୍ନ ୪ଟାରୁ ୧୦ ମଧ୍ୟରେ ମାଲକାନଗିରିରେ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜିଲାର ୨ ବ୍ଲକ କୋରକୁଣ୍ଡା ଓ କୁଡ଼ୁମୁଲଗୁମାରେ ବଜ୍ରପାତ ହୋଇପାରେ। ଆର୍ଥ ନେଟ୍ଓ୍ବାର୍କର ସୂଚନା ଆଧାରରେ ଏ ନେଇ ଏସ୍ଆର୍ସି ସତର୍କ ରହିବାକୁ...
ବାଲେଶ୍ୱର ସହରରେ ଲାଗିଛି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର
ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଏମ୍ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିଖୋଜ ହୋଇଥିବା ପୋଷ୍ଟର ରବିବାର ପୂର୍ବାହ୍ନରେ ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ଦେଖିବାକୁ ମିଳିଛି। ପୋଷ୍ଟରଟି ଇଂରାଜୀ ଭାଷାରେ ଲିଖିତ। ‘ ଆମର ଏମ୍ପି ପ୍ରତାପ ଷଡ଼ଙ୍ଗୀ...
ସୀତାନଦୀରେ ଭାସୁଛି ଅଜଣା ମୃତଦେହ
ପାଟଣା,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳି ପଶି ପଞ୍ଚାୟତ ନୂଆପଡ଼ା ଚିନାବାଳିପଶି ଆର୍ଡି ରାସ୍ତାର ନୂଆପଡ଼ା ନିକଟରେ ଥିବା ସୀତାନଦୀ ପୋଲଠାରୁ ୨୦୦ ମିଟର ତଳକୁ ନଦୀ ଭିତରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ରବିବାର...
ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ଦୁଇ ଛାତ୍ର
ବୌଦ୍ଧ,୩୧ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ମହାନଦୀର କୁଶାସିଙ୍ଗା ଘାଟରେ ଗାଧୋଇବା ବେଳେ ଦୁଇ ଛାତ୍ରଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ହରଭଙ୍ଗା ବ୍ଲକ ଅରଖପଦର ଗ୍ରାମର ୫ ଜଣ ପିଲା ଗାଧୋଇବା ପାଇଁ କୁଶାସିଙ୍ଗା ଘାଟକୁ ରବିବାର ପୂର୍ବାହ୍ନରେ...
ଶ୍ରୀମନ୍ଦିରରେ ଏଏସ୍ଆଇ ଟିମ୍
ପୁରୀ ଅଫିସ,୩୧।୫: ଶ୍ରୀମନ୍ଦିର ରକ୍ଷଣାବେକ୍ଷଣରେ ଥିବା ଭାରତୀୟ ପତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ଏକ ଟିମ୍ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୂର୍ବାହ୍ନରେ ଏଏସ୍ଆଇ ସୁପରିଟେଣ୍ଡଣ୍ଟଙ୍କୁ ଅରୁଣ ମଲ୍ଲିକଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍ ପ୍ରଥମେ ସ୍ନାନ ମଣ୍ଡପ ବୁଲିଥିଲେ।...
ପୁରୀରେ ଆଉ ୪ କରୋନା ରୋଗୀ ଚିହ୍ନଟ: ୯୧ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା
ପୁରୀ ଅଫିସ,୩୧।୫: ପୁରୀ ଜିଲାରୁ ପୁଣି ୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୧ରେ ପହଞ୍ଚିଛି। ଏଥିମଧ୍ୟରୁ...
କରୋନା ଯୋଦ୍ଧା ଭାବେ ଗଞ୍ଜାମ ଆଇଆଇସି ସମ୍ବର୍ଦ୍ଧିତ
ଗଞ୍ଜାମ,୩୧ା୫(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା ପାଇଁ ଲୋକେ ଚିନ୍ତିତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି। ଏଥିପାଇଁ ଡାକ୍ତର, ନର୍ସ, ଅଙ୍ଗନଓ୍ବାଡି କର୍ମୀ, ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଦିନ ରାତି ଏକ କରିଛନ୍ତି।...
Archives


