ଆମ ଜିଲା ଖବର

ଚିଲିକାରୁ ୪୩୦ ଏକର ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୩୦।୭(ଡି.ଏନ୍‌.ଏ.): ଚିଲିକାକୁ ନେଇ ମତ୍ସ୍ୟଜିବୀ, ପେଷାଦାର ମତ୍ସ୍ୟଜୀବୀ ଏବଂ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଠାରୁ ଚିଲିକାରୁ ଘେରି ଉଚ୍ଛେଦ ପ୍ରକିୟା ଆରମ୍ଭ ହୋଇଛି ା ପୁରୀ ଜିଲା ପ୍ରଶାସନ ଏବଂ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ…

ଲୋଗୋ ଅସଲି, ଘଣ୍ଟା ନକଲି

କଟକ ଅଫିସ,୩୦।୭: ଘଣ୍ଟାରେ ଏକ ନିର୍ଦ୍ଦିଷ୍ଟ ନାମୀ କମ୍ପାନୀର ଅସଲି ଲୋଗୋ ରହିଛି। କିନ୍ତୁ ଘଣ୍ଟା ନକଲି। ଏହି ନକଲି ହାତଘଣ୍ଟା ବିକ୍ରି ଅଭିଯୋଗରେ ବାଦାମବାଡି ପୋଲିସ ଦୋକାନର କର୍ମଚାରୀଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ…

ଚାଲିଛି ଭୂତ ପିଲାଙ୍କ ନାମଲେଖା

ଯାଜପୁର ଅଫିସ,୩୦।୭: ୨୦୧୫-୧୬ରୁ ୨୦୧୯-୨୦ ଆର୍ଥିକ ବର୍ଷ ମଧ୍ୟରେ ଯାଜପୁର ଜିଲାର ଘରୋଇ ସ୍କୁଲଗୁଡ଼ିକରେ ଶତକଡା ୨୫ ଭାଗ ସ୍ଥାନ ସଂରକ୍ଷଣ ପ୍ରତିପୂରଣ (ରିମ୍ବର୍ସମେଣ୍ଟ) ବାବଦ ଅର୍ଥ କୌଣସି ସ୍କୁଲ ପାଇ ନାହାନ୍ତି। ସୂଚନା ଅଧିକାର ଆଇନ(ଆରଟିଇ)ରେ ୨୫ ପ୍ରତିଶତ ଆର୍ଥିକ…

ଚିଙ୍ଗୁଡି ଘେରି ଉଚ୍ଛେଦ ବନ୍ଦ

ମହାକାଳପଡ଼ା,୩୦।୭ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବେଆଇନ ଚିଙ୍ଗୁଡ଼ି ଘେରି ବ୍ୟାପକ ଭାବେ ବ୍ୟବସାୟୀ ନିର୍ମାଣ କରିଛନ୍ତି। ଉପକୂଳ ଅଞ୍ଚଳର ସରକାରୀ ଜଙ୍ଗଲ ଜମିରେ ନିର୍ଭୟ ଭାବେ ଚିଙ୍ଗୁଡି ଚାଷ ହେଉଛି। ଚିଙ୍ଗୁଡି ଘେରି ନିର୍ମାଣ ଯୋଗୁ ଉପକୂଳବର୍ତ୍ତୀ…

ଯାଜପୁର ମ୍ୟୁନିସିପାଲିଟି: ୩.୫୯ ଲକ୍ଷ ଟଙ୍କା ଆତ୍ମସାତ୍‌

ଯାଜପୁର ଅଫିସ,୩୦।୭: ଯାଜପୁର ମ୍ୟୁନିସିପାଲିଟିରେ ହୋଲ୍‌ଡିଂ ଟ୍ୟାକ୍ସ, ପେନାଲ୍ଟି ଫି, ହାଉସ ରେଣ୍ଟ, ଟେଣ୍ଡର ପେପର ଇତ୍ୟାଦି କ୍ଷେତ୍ରରେ ଅର୍ଥ ଆଦାୟ କରାଯାଇ ୩,୫୯,୭୮୪ ଟଙ୍କା ଆତ୍ମସାତ୍‌ କରାଯାଇଛି। ୨୦୧୯-୨୦ ଅଡିଟ୍‌ ରିପୋର୍ଟରୁ ଏହା ଜଣାପଡିଛି। ଏହିମର୍ମରେ ଗୃହ ଓ ନଗର…

ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନ ମାମଲା: ବିସିଆଇ ଓ ରାଜ୍ୟ ବାର୍‌ କାଉନ୍‌ସିଲକୁ ନୋଟିସ

କଟକ ଅଫିସ,୩୦।୭: ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ମାମଲାରେ ହାଇକୋର୍ଟ ବାର୍‌ କାଉନ୍‌ସିଲ ଅଫ ଇଣ୍ଡିଆ (ବିସିଆଇ) ଓ ରାଜ୍ୟ ବାର୍‌ କାଉନସିଲ୍‌କୁ ଜବାବ ତଲବ କରି ନୋଟିସ ଜାରି କରିଛନ୍ତି। ଆବେଦନକାରୀ ରାଜ୍ୟ ବାର୍‌ କାଉନ୍‌ସିଲର ପୂର୍ବତନ ଅଧ୍ୟକ୍ଷ ଚିନ୍ମୟ…

ବନ୍ଧ୍ୟାକରଣ ବାଟବଣା

ଭୁବନ, ୩୦।୭(ଡି.ଏନ୍‌.ଏ.) ମୁଣ୍ଡବ୍ୟଥା ବଢ଼ାଇଛନ୍ତି ବୁଲାକୁକୁର। ଗଳିକନ୍ଦିରେ ପଲପଲ ହୋଇ ବୁଲୁଛନ୍ତି। ରାଜରାସ୍ତାକୁ ଅକ୍ତିଆରକୁ ନେଉଛନ୍ତି। ଏକଲା ମଣିଷ ଦେଖିଲେ କାମୁଡ଼ିବାକୁ ଗୋଡ଼ାଉଛନ୍ତି। ସେମାନଙ୍କ ଦୌରାତ୍ମ୍ୟରେ ସବୁଠାରୁ ବେଶି ପ୍ରଭାବିତ ହେଉଛନ୍ତି ବାଇକ୍‌ ଆରୋହୀ। ପରସ୍ପର ଭିତରେ କାମୁଡ଼ା କାମୁଡ଼ି ହୋଇ…

ବର୍ଷାକୁ ନାହିଁ ଭରସା

ଅନୁଗୋଳ ଅଫିସ, ୩୦ା୭ କଥାରେ ଅଛି ଆଷାଢ଼-ଶ୍ରାବଣ, ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ। ହେଲେ ଆଷାଢ଼ ଯାଇ ଶ୍ରାବଣ ଆରମ୍ଭ ହୋଇଥିଲେ ମଧ୍ୟ ଅନୁଗୋଳ ଜିଲାରେ ସ୍ବାଭାବିକ ହୋଇପାରୁନି…

ଚାକିରି ପାଇଲେ ମାଙ୍କିଡ଼ିଆ ଜନଜାତି ଯୁବକ

ବାରିପଦା ଅଫିସ, ୩୦।୭- ମାଙ୍କିଡ଼ିଆ ଜନଜାତିର ପ୍ରଥମ ମାଟ୍ରିକ୍ୟୁଲେଟ ବାୟା ମାଙ୍କିଡ଼ିଆଙ୍କୁ ମିଳିଛି ସରକାରୀ ଚାକିରି। ମୟୂରଭଞ୍ଜ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ଚିଠି ନଂ.୩୨୪୭/୨୯ା୭ା୨୧ ଅନୁଯାୟୀ ଜିଲାପାଳ ବିନୀତ ଭରଦ୍ୱାଜ ଗୁରୁବାର ତାଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତିପତ୍ର ଓ ଲାପ୍‌ଟପ୍‌ ପ୍ରଦାନ…

ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ

ବାରିପଦା ଅଫିସ, ୩୦ା୭-ଶିମିଳିପାଳରୁ ବାହାରିଥିବା ବୁଢ଼ାବଳଙ୍ଗ ନଦୀ ମୟୂରଭଞ୍ଜ ଜିଲା ସଦର ମହକୁମା ଦେଇ ପ୍ରବାହିତ ହେଉଛି। ଏହି ନଦୀ ଅବବାହିକାରେ ଅବସ୍ଥିତ ଅନେକ ଗଁାଗଣ୍ଡା ବନ୍ୟା ସମୟରେ ପ୍ରଭାବିତ ହୋଇଆସୁଛି। ସଦର ମହକୁମାରୁ ୧୦କି.ମି. ଦୂରରେ ଥିବା ଗଁାଗୁଡ଼ିକ ଏବେ…

୩୦ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ

ବାଲିଗୁଡା,୨୯ା୭(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ୨୦୦୮ କନ୍ଧମାଳ ଦଙ୍ଗା ମାମଲାର ବିଚାର କରି କନ୍ଧମାଳ ଜିଲା କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାରପତି ଅନୁରାଗ ଦେହୁରୀ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଦେହୁରୀ ୩୦ଜଣ ଅଭିଯୁକ୍ତଙ୍କୁ ୨ ବର୍ଷ…

ମନ୍ତ୍ରୀଙ୍କ ଗାଡ଼ି ପଛରେ ଆସିବାରୁ ମାଡ଼ ଖାଇଲେ ୪ ବ୍ୟବସାୟୀ

ବାଉଁଶୁଣୀ,୨୯ା୭(ଡି.ଏନ୍‌.ଏ.): ମନ୍ତ୍ରୀଙ୍କ ଗାଡିକୁ ପିଛା କରିବା ଅଭିଯୋଗରେ ବୁଧବାର ରାତିରେ ପୋଲିସଠାରୁ ମାଡ ଖାଇ ୪ ଜଣ ଯୁବକ ମନମୁଣ୍ଡା ଥାନାରେ ଅଟକ ରହିବା ଘଟଣା ଗୁରୁବାର ଭିନ୍ନ ମୋଡ ନେଇଛି। ତଦନ୍ତରୁ ସତ୍ୟାସତ୍ୟ ଜଣାପଡିବା ପରେ ସେମାନଙ୍କୁ ପୋଲିସ ଛାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?