ସ୍କୁଲ୍ ଆଗରେ ଦୁଇ ବିଇଓ ହଟହଟା
ରେଢାଖୋଲ,୧୭।୧୦(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲ ଆଗରେ ଶୁକ୍ରବାର ରେଢାଖୋଲ ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ଭଗବାନ ବାଙ୍କିରା ଓ ଜୁଜୁମୁରା ବ୍ଲକ ଶିକ୍ଷା ଅଧିକାରୀ ଜୟକୃଷ୍ଣ ପିଙ୍କ ହଟହଟା ହୋଇଛନ୍ତି। ଏହି ସ୍କୁଲର ମଧ୍ୟାହ୍ନ ଭୋଜନ ଚାଉଳ…
ପଥର ଖାଦାନରେ ବିସ୍ପୋରଣ: ୩ ମୃତ, ୫ ଆହତ
ଗୁଣପୁର,୧୬।୮(ଡି.ଏନ.ଏ)-ରାୟଗଡା ଜିଲା ଗୁଣପୁର ବ୍ଲକ ଜଲତାର ପଞ୍ଚାୟତ ଅନ୍ତର୍ଗତ ଓକିଲଗୁଡାରେ ନିକଟରେ ଥିବା ପଥର ଖାଦାନରେ ଶୁକ୍ରବାର ବିସ୍ପୋରଣ ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଜାମେସ ଶବର, କୁଶାବତୀ ଶବର…
ଟେଣ୍ଟ ହାଉସରେ ମୃତଦେହ: ହତ୍ୟା ସନ୍ଦେହ
ବରଗଡ଼ ଅଫିସ,୧୬।୧୦: ବରଗଡ଼ ସହରର ହାଟପଦା-ତଳିପଡା ରାସ୍ତା ପାଶର୍ବରେ ରହିଥିବା ଏକ ଟେଣ୍ଟ ହାଉସ ପରିସରରୁ ଶୁକ୍ରବାର ପୋଲିସ ଜଣେ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ଜଣାପଡି ନାହିଁ। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଅଞ୍ଚଳର…
ରାସ୍ତା ପାଲଟିଛି ମରଣଯନ୍ତା
ବୁଗୁଡ଼ା,୧୬।୧୦: ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଷୋହଳ ମାଇଲି ଛକଠାରୁ ଗରେଇ ଝୁଳି ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟରେ ଏହି ରାସ୍ତା ନିର୍ମାଣ ହୋଇଥିଲା। ଏହି ରାସ୍ତା ଉପରେ ଗୋଲା…
ବରଗଡ଼ରେ କରୋନା ନେଲା ଆଉ ୧ ଜୀବନ, ୭୩ ନୂଆ ଆକ୍ରାନ୍ତ ଚିହ୍ନଟ
ବରଗଡ଼ ଅଫିସ,୧୬।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାରେ ଜିଲାର ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ…
ମା’ ବିରଜାଙ୍କ ରଥଯାତ୍ରା: ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା
ଯାଜପୁର ଟାଉନ, ୧୬।୧୦ (ଡି.ଏନ୍.ଏ.): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ଯାଜପୁର ଜିଲାପାଳଙ୍କ ନିଷ୍ପତ୍ତି ଆଧାରରେ ମା’ ବିରଜାଙ୍କ ଶାରଦୀୟ ଦୁର୍ଗାପୂଜା ଓ ରଥଯାତ୍ରା ରଥଯାତ୍ରା ଅନୁଷ୍ଠିତ ହେବ। ରଥଟଣା ଓ ପୂଜା ସହ ଜଡିତ ସମସ୍ତ ସେବାୟତ ଓ କର୍ମଚାରୀଙ୍କ…
ଚିଲିକାରେ ବୁଡ଼ିଲା ଭସାପୋଲ: ଯାତ୍ରୀ ହନ୍ତସନ୍ତ
କୃଷ୍ଣପ୍ରସାଦ,(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାତାୟତ କରୁଥିବା ଦ୍ୱିତୀୟ ଭସାପୋଲ (ଭେସେଲ)ଟି ଜହ୍ନିକୁଦା କୂଳରେ ଶୁକ୍ରବାର ବୁଡି ଯାଇଛି। ସାତପଡା ଜହ୍ନିକୁଦା ଚିଲିକାରେ ଭସାପୋଲରେ ପ୍ରତିଦିନ ଶହଶହ ଲୋକ ଯାତ୍ରା କରିଥାନ୍ତି । କୃଷ୍ଣପ୍ରସାଦ ବାସୀଙ୍କ ସମେତ…
ଦାନଗଦି ତହସିଲ: ବାଲିଘାଟର ବେଆଇନ ନିଲାମ
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ୍.ଏ.),୧୬।୧୦: ଯାଜପୁର ଜିଲାର ଯାଜପୁର ଓ ଦାନଗଦି ତହସିଲ ଅଧୀନ ଲଘୁ ଖଣିଜ ଦ୍ରବ୍ୟ ବାଲି ସୈରାତ ଦୀର୍ଘମିଆଦୀ ଲିଜ ବିଜ୍ଞପ୍ତି ସମ୍ପୂର୍ଣ୍ଣ ଭାବେ ବେଆଇନ ପଦ୍ଧତିରେ ହୋଇଥିବା ଅଭିଯୋଗ ହୋଇଛି। ଏହି ମର୍ମରେ ହାଇକୋର୍ଟରେ ନଂ.୨୧୦୭୮/୨୦୨୦ରେ ଏକ…
ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ
ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ ଦୁଇଟି ଆଙ୍ଗୁଠି କଟିଯାଇଛି । ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଗ୍ରାମର ଗୋଟିଏ…
ମାଟି ବେଉସାରେ ଜୀବନ
ଖଣ୍ଡପଡ଼ା,୧୬ା୧୦(ସ୍ବ.ପ୍ର.): କରୋନାଜନିତ ଲକ୍ଡାଉନ ଓ ଶଟ୍ଡାଉନ ଯୋଗୁ ଗତ ୭ମାସ ହେଲା ଅଧିକାଂଶ ଲୋକ କାମଧନ୍ଦା ହରାଇଛନ୍ତି। ଏପରି ସମୟରେ ପେଟ ପୋଷିବା ପାଇଁ ଖଣ୍ଡପଡ଼ା ବ୍ଲକ କଣ୍ଟିଲୋ ଅଞ୍ଚଳର କେତେକ ମହିଳା ମାଟି ବ୍ୟବସାୟକୁ ଆଦରି ନେଇଛନ୍ତି। ଢଳେଇ ଆଲୁମିନିୟମ…
ତପ୍ତପାଣି ଘାଟିରେ ଓଲଟିଲା କଲେଜ ବସ୍: ଓଜେଇଇ ପରୀକ୍ଷାର୍ଥୀ ଗୁରୁତର
ଦିଗପହଣ୍ଡି,୧୬।୧୦(ଡି.ଏନ୍.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ୩୨୬ନଂ ଜାତୀୟ ରାଜପଥ ତପ୍ତପାଣି ଘାଟିରେ ଘଟିଛି ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୨୫ରୁ ଊର୍ଦ୍ଧ୍ବ ଓଜେଇଇ ପରୀକ୍ଷାର୍ଥୀ ଆହାତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ…
ଛତ୍ରପୁରରେ ଡ୍ରେନ୍ ଉପରୁ ଜବରଦଖଲ ଉଚ୍ଛେଦ ଆରମ୍ଭ
ଛତ୍ରପୁର,୧୬।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସିର ବିଭିନ୍ନ ସ୍ଥାନରେ ଥିବା ଡ୍ରେନ୍ ଉପରେ ଲୋକେ ଜବରଦଖଲ କରିଛନ୍ତି। ଏଥିସହ ଡ୍ରେନ୍ରେ ଅଳିଆ ଆବର୍ଜନା ଆଦି ପକାଉଛନ୍ତି। ଫଳରେ ଡ୍ରେନ୍ ପାଣି ନିଷ୍କାସିତ ହୋଇପାରୁନି ବିଶେଷକରି ବର୍ଷାଦିନେ ପରିସ୍ଥିତି ବେହାଲ ହୋଇପଡୁଛି। ବାରମ୍ବାର…
Archives


