ଆମ ଜିଲା ଖବର

ଗାଈକୁ ବଳାତ୍କାର କଲେ ଯୁବକ, ମାଲିକ ପହଞ୍ଚି ଯିବାରୁ…

ବାସୁଦେବପୁର,୨୦ା୧୦(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ଗ୍ରାମରେ ଗୋ’ମାତାଙ୍କୁ ବଳାତ୍କାର କରି ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ ବାସୁଦେପୁର ପୌରାଞ୍ଚଳ ଅଧୀନ ଶାବରପୁରର ସେକ୍‌ ରାଜନ(୨୦)। ବିଦେଇପୁର ଅଞ୍ଚଳର ଏକ ଓ୍ବେଲ୍‌ଡିଂ ଦୋକାନରେ ସେ…

ଦୀପାବଳି ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର

ପୁରୀ,୨୦ା୧୦(ଅଜିତ୍‌ କୁମାର ମହାନ୍ତି): ଆଲୋକର ପର୍ବ ଦୀପାବଳି ପାଇଁ ପୁରୀ ସହର ଉତ୍ସବମୁଖର ହୋଇଉଠିଛି। ଦୀପାବଳି ଅବସରରେ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମ ହେବାରେ ଲାଗିଛି। ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ପୁରୀରେ ୨୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ…

ଖୁସିର ପର୍ବ ଦୀପାବଳି

ଭୁବନେଶ୍ୱର,୨୦।୧୦: ଆଲୋକର ପର୍ବ ଦୀପାବଳି। ଅସତ୍ୟ ଉପରେ ସତ୍ୟର ବିଜୟ ବହନ କରିଥାଏ ଦୀପାବଳି ପର୍ବ। ହିନ୍ଦୁମାନଙ୍କର ଏହି ମହାନ ପର୍ବରେ ପୂର୍ବପୁରୁଷଙ୍କୁ ମନେପକାଇବା ସହିତ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ବଡବଡୁଆ ଡାକିଥାଉ। ପିତୃପୁରୁଷଙ୍କ ଆଶୀର୍ବାଦ ଜୀବନର ଅନ୍ଧକାରକୁ ଦୂରୀଭୂତ କରି ଆଲୋକର…

ଆଜି ଅପରାହ୍ନରେ ଚାଲିବନି ‘ଆମ ବସ୍‌’

ଭୁବନେଶ୍ୱର, ୨୦ା୧୦: ଦୀପାବଳି ପାଇଁ ସୋମବାର ଅପରାହ୍ନରେ ‘ଆମ ବସ୍‌’ ଚଳାଚଳ କରିବ ନାହିଁ। କ୍ୟାପିଟାଲ୍‌ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ର ସୂଚନାନୁସାରେ, ଅପରାହ୍ନ ୩ଟା ପର୍ଯ୍ୟନ୍ତ ଆମ ବସ୍‌ ଚାଲିବ। ଏହାପରଠାରୁ କୌଣସି ରୁଟ୍‌ରେ ଆମ ବସ୍‌ ଚାଲିବ ନାହିଁ।…

ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ

ପୁରାଣ ପ୍ରସିଦ୍ଧ ଶକ୍ତିପୀଠ ଭଦ୍ରକାଳୀ ପୀଠ। ପ୍ରତିବର୍ଷ କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ପୀଠରେ ସପ୍ତଦିବସ ବ୍ୟାପୀ ମହାଯଜ୍ଞ ସହ ମା’ଙ୍କର ସପ୍ତମାତୃକା ବେଶ ହୋଇଥାଏ। ଚଳିତବର୍ଷ ସୋମବାରଠାରୁ ମା’ ଭଦ୍ରକାଳୀ ସପ୍ତମାତୃକା ବେଶରେ ପୂଜା ପାଇବେ। ଏଥିସହ…

ପରିବା କିଆରି ଉପରେ ଅପରାଧୀଙ୍କ ଲୋଲୁପ ଦୃଷ୍ଟି: ପୂର୍ବରୁ ମାରିଥିଲେ ଲଟାମରା ଔଷଧ, ଏବେ…

ବରଗଡ଼,୨୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ କିଛିଦିନ ହେଲା ଚାଷୀଙ୍କ ପରିବା କିଆରି ଉପରେ ଦୁର୍ବୃତ୍ତଙ୍କ ଲୋଲୁପଦୃଷ୍ଟି ପଡ଼ିଛି। ପ୍ରଥମେ ବରଗଡ଼ ଜିଲା ଜମୁର୍ଡା ଗ୍ରାମରେ ଚାଷୀଙ୍କ କୋବି ଫସଲରେ ଦୁର୍ବୃତ୍ତମାନେ ଲଟାମରା ଔଷଧ ସିଞ୍ଚନ କରିଥିଲେ। ଫଳରେ ସେହି ଫସଲ…

ଦଲାଲ ସକ୍ରିୟ, ପନିପରିବା ଚାଷୀ ନିରାଶ, ୧୨୦ରୁ ଖସୁନି ଦର

ଦାରିଙ୍ଗବାଡ଼ି,୨୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ମାସ ହେଲା ବର୍ଷା ପନିପରିବା ଚାଷୀଙ୍କୁ ଦାଉ ସାଧିଛି। ଚଳିତ ବର୍ଷ ଅଦିନିଆ ବର୍ଷାରୁ ଆରମ୍ଭ ପରେ ମୌସମୀ ବର୍ଷା ଓ ବାରମ୍ବାର ଏକାଧିକ ଥର ଲଘୁଚାପ ଜନିତ ବର୍ଷା…

ଜଳୁନି ଷ୍ଟ୍ରିଟ୍‌ ଲାଇଟ, ପ୍ରଶାସନଠାରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଳୁନି ସୁଫଳ

ଗଞ୍ଜାମ,୨୦।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅଧ୍ୟକ୍ଷାଙ୍କ ତିନି ୱାର୍ଡ ଦୁର୍ଗାଦେବୀ ସାହିରେ ଦୀର୍ଘ ଦିନ ହେବ ଷ୍ଟ୍ରିଟ୍‌ ଲାଇଟ ଜଳୁ ନ ଥିବା ଜଣାପଡିଛି । ଏନେଇ ଏନଏସି ପ୍ରଶାସନଠାରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ…

କିରାନା ଦୋକାନରେ ବିକୁଥିଲେ ବାଣ: ମାଡ଼ି ବସିଲା ପୋଲିସ

ବଲାଙ୍ଗୀର,୧୯।୧୦:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ସର୍କିଟ ହାଉସ ସଲେପାଲି ଛକଠାରୁ ନୂଆ ବସଷ୍ଟାଣ୍ଡ ରାସ୍ତାରେ କଡରେ ଥିବା ଏକ କିରନା ଦୋକାନରେ ବେଆଇନ ଭାବେ ବାଣ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଲାଙ୍ଗୀର ଟାଉନ ଥାନା…

ସାଇବର ଅପରାଧ ରୋକିବା ପାଇଁ ସଚେତନତା ରଥ ଶୁଭାରମ୍ଭ

ଛତ୍ରପୁର,୧୯ା୧୦: ସାଇବର ଅପରାଧ ବଢ଼ୁଥିବାରୁ ଗଞ୍ଜାମ ଜିଲ୍ଲାରେ ଲୋକଙ୍କୁ ସଚେତନ କରିବା ପାଇଁ ରବିବାର ଛତ୍ରପୁରରୁ ‘ସାଇବର ସୁରକ୍ଷା ଅଭିଯାନ ଓଡ଼ିଶା ୨୦୨୫’ ସଚେତନତା ରଥ ଆରମ୍ଭ ହୋଇଛି। ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ଏହାକୁ ସବୁଜ ପତାକା ଦେଖାଇ…

ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ, ଶ୍ୟାମାକାଳୀ ଯୁବକ ସଂଘର ସାହାଯ୍ୟ

ଛତ୍ରପୁର,୧୯।୧୦: ଗଞ୍ଜାମ ଜିଲ୍ଲାର ବଡମାଧପୁରରେ ଏକ ଦୁର୍ଘଟଣାରେ ରାମ କେଳା ନାମକ ଜଣେ ଅନୁସୂଚିତ ଜାତିର ଦରିଦ୍ର ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ସେ ରାସ୍ତାରେ ଯାଉଥିବା ବେଳେ ଏକ ସ୍କୁଟି ଧକ୍କା ଦେଇଥିଲା, ଫଳରେ ସେ ଗୁରୁତର ଆହତ ହୋଇ ଛତ୍ରପୁର…

୨୨ ପର୍ଯ୍ୟନ୍ତ ଗଞ୍ଜାମକୁ ଏଲୋ ୱାର୍ନିଂ

ବ୍ରହ୍ମପୁର,୧୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତନ ଠାରୁ ଦେଢ଼ କିମି ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri